ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…
ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି-ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା ଯୋଗୁ ଡକାୟତମାନଙ୍କ ଚକ୍ରାନ୍ତ ନିଷ୍ଫଳ ହୋଇଥିବା…
ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ
ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା(ସ୍ବତନ୍ତ୍ର ଆଲାରାମ ସିଷ୍ଟମ୍) । ଲଗାତର…
ଋଷିକୂଲ୍ୟାରେ ଭାସୁଛି ମୃତଦେହ
ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତଦେହ ନଦୀରେ ଭାସୁଥିବା ଦେଖି…
ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର
ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର ଚିତ୍ରସେନ ଜେନା। ସୂଚନା ଅନୁଯାୟୀ, ସୋମବାର ରାତିରେ ଗ୍ରାମରେ ଯାତ୍ରାନାଟକ ପାଇଁ ଚାଲିଥିବା…
ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା
ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ନୀଳମାଧବ ପାତ୍ର ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମନ୍ତ୍ରୀ, ବିଧାୟକ ଓ…
ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ
ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର ଦୁଇଜଣ ପିଲା ଗ୍ରାମ ବାହାରେ ଖେଳୁଥିବା ବେଳେ ପାରାଟି ଆସି ସେମାନଙ୍କ ନିକଟରେ…
କଳାହାଣ୍ଡିରେ ଧୁମ୍ଧାମ୍ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ
ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ ୯ଟା ୪୯ରେ ନବାନ୍ନ ଲାଗି ହୋଇଥିଲା। ପରେ ସହରର ପ୍ରତ୍ୟେକ ବର୍ଗର ଲୋକ…
ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି
ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ ଦେଶୀ ମହୁଲି ଓ ବିଦେଶୀ ମଦ ବିକ୍ରି ବନ୍ଦ ଦାବିରେ ମହିଳାମାନେ ମଙ୍ଗଳବାର…
୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ
ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶିରାବାହାଲ ଗ୍ରାମବାସୀ। ଗତ ୧୯ ବର୍ଷ…
ବିଜ୍ଞାନକୁ ବାଦ୍ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ
ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ ପାଣିଗ୍ରାହୀ, ଗୋବିନ୍ଦ ସାହୁ, ରଞ୍ଜନ ପାତ୍ର, ବାବୁଲା ଦୋରା, ଦ୍ୱିତୀକୃଷ୍ଣ ଗୌଡ଼ ଓ…
ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ
ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା ନ ଥିବାରୁ ଆତ୍ମୀୟସ୍ବଜନ ଖଟିଆରେ ୨ ଭାଇଙ୍କ ମୃତଦେହକୁ ଏକ କିଲୋମିଟରରୁ ଊର୍ଦ୍ଧ୍ୱ…
ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସଂଘର କାର୍ଯ୍ୟକର୍ତ୍ତା ଶିବ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଇନଜୀବୀ କୁରେଶୁ…

