ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ ସେବକ ରୂପେ କାର୍ଯ୍ୟ କରୁଥିବା ତାଙ୍କ ସ୍ତ୍ରୀଙ୍କ ସହ ରହୁଥିଲେ। ଅପହୃତ ଯୁବକ…
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ ଅବସ୍ଥାରେ ଅଫିସ ଆସୁଛନ୍ତି। ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର ଗୁରୁବାର ତାଙ୍କୁ ପ୍ରକୋଷ୍ଠକୁ…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ ଚାଲାଣ କରିବାର ମାତ୍ର ଚବିଶ ଘଣ୍ଟା ଭିତରେ ପୁଣି ୮ ଜଣ କୁଖ୍ୟାତ…
ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…
ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ ବାଳକ ଅନୀଲ ଧନଞ୍ଜୟ ନାଇକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଁର ଅନେକ ଶିଶୁ…
୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି। ଅଦରକାରୀ ପମ୍ପ…
ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ
ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍ କାର୍ଡ ପ୍ରଦାନ ନିମନ୍ତେ ସର୍ଭେ। ରାଜ୍ୟର ପାର୍ବତୀପୁରମ ମାନ୍ୟାମ ଜିଲାର ସାଲୁର ବ୍ଲକ…
କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ
ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ ଜଣ୍ଡିସ ରୋଗରେ ଆକ୍ରାନ୍ତ ହୋଇ ଜଣେ ୯ ବର୍ଷୀୟ ଶିଶୁଙ୍କ ମୃତ୍ୟୁ ଘଟିଥିବା…
ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍ କରିବା ବେଳେ ଓଲଟି ପଡ଼ିଲା ବସ୍, ୧୪ ଯାତ୍ରୀ…
ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ ପିଟି ହୋଇ ବିକ୍ରାନ୍ତ ନାମକ ଘରୋଇ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଥିଲା। ଏଥିରେ…
ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ
ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଜେଏମ୍ଏଫ୍ସି ପକ୍ଷରୁ ଶୁକ୍ରବାର ଦୁଇଟି ପୃଥକ୍ ସଚେତନତା…
ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ
କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲା କଂଗ୍ରେସ କମିଟି ସଭାପତି ଜଳନ୍ଧର ନାଏକ,…
ଟ୍ରାକ୍ରୁ ଖସିଲା ଟ୍ରେନ୍, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…
କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍ଟି ଆଇରନ ଓର୍ ନେଇ ଜଗଦଲପୁରରୁ ବିଶାଖାପାଟଣା ଯାଉଥିଲା ବେଳେ ଏପରି…
ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ
ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି ଥାନା ପୋଲିସ ଶନିବାର ଗିରଫ କରିଛି l ମିଳିଥିବା ସୂଚନା ମୁତାବକ ଖଣ୍ଡଗିରି…
Archives


