ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ
ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି ଆଜି ବି ଦୁର୍ଗମ ଅଞ୍ଚଳରେ ମୌଳିକ ଭିତ୍ତିଭୂମିର ଅଭାବ ଯୋଗୁ ଲୋକେ ନାହିଁ…
ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ
ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା ଅନ୍ତର୍ଗତ ଫଟାମୁଣ୍ଡI ଗ୍ରାମର ଭବାନୀ ଶଙ୍କର ସା (୩୪)। ସୂଚନାନୁସାରେ, ବିଶ୍ୱନାଥପୁର ଥାନାରେ…
ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍ରୁମ୍ରେ ଥିବା ଆଲମିରାକୁ ଦୁର୍ବୃତ୍ତ…
ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ରୁପା, ନଗଦ ଟଙ୍କା ଆଦି ଲୁଟ୍ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ…
ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ
ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ ଗ୍ରାମରେ ଜୋରସୋରରେ ଧାନ ରୁଆ ବେଉଷଣ ସାଙ୍ଗକୁ କପା ଜମିରେ ହୁଡ଼ା ଦିଆ…
ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…
ଟେନ୍ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍ ଗେଟ୍ ସମ୍ମୁଖରେ ଏକ ଟ୍ରଲର ଓଡି ୧୪ ଏଏ ୧୦୪ କୋଇଡାରୁ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ବୁଲାଣି ରାସ୍ତାରେ…
Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…
ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା ଅଞ୍ଚଳଗୁଡ଼ିକରେ ବୋଟ୍ ଯୋଗେ ପହଞ୍ଚି ଜିଲାପାଳ ମାଧପୁର, ନାଲୁଗୁଣ୍ଡା ଓ ଭୂଇଁବୁର୍ତ୍ତି ପଞ୍ଚାୟତର…
ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ
ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଯୁବଗୋଷ୍ଠୀ ଅଭିନବ ଉପାୟରେ ଏହି ଛୋଟ ବଡ଼ ଦୁର୍ଘଟଣା ରୋକିବାକୁ ପ୍ରୟାସ…
ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …
ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ କରିବାକୁ ପଡ଼ିଥିଲା। ଏଥିସହ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ଦୌଡ଼ିବାକୁ ମଧ୍ୟ ବାଧ୍ୟ…
ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…
ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର ଏନ୍. ଗୁରେୟାଙ୍କ ୮ ବର୍ଷୀୟ ସାନ ପୁଅ ଏନ୍. ଶିବ ନୂଆ ପୋଡେମପେଟା…
ବାଇକ୍ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…
ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଖବର ପୋଲିସ ବିଭାଗ ସମେତ ସମଗ୍ର ଜିଲାରେ ଗଭୀର ଶୋକର ଛାୟା…
ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…
ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ ପ୍ରଭାବିତ ଅଞ୍ଚଳ ଗସ୍ତ କରିଛନ୍ତି। ତାଙ୍କ ସହ ବରିଷ୍ଠ BJP ନେତା ମହେଶ୍ୱର…
ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…
ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର ଗ୍ରାମର ମେରୁ ମଣ୍ଡପଠାରେ ଏକ ଭବ୍ୟ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ସାମାଜିକ…

