ଆମ ଜିଲା ଖବର

ଫ୍ୟାମିଲି କୋର୍ଟରେ ବର୍ଷା-ଅନୁଭବ

କଟକ ଅଫିସ,୧୭।୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲା ତୁଟିବାର ନାଁ ନେଉନାହିଁ। ସୋମବାର ଉଭୟ ପୁଣି ଥରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିବା ବେଳେ ଆଜି ବି ବର୍ଷାଙ୍କ ସାକ୍ଷ୍ୟ...

ଦିବାଲୋକରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୬୦ ହଜାର ଟଙ୍କା ଲୁଟ୍‌

ବେତନଟୀ,୧୭।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଆଗ୍ରିଆ ପଞ୍ଚାୟତ ଡାଙ୍ଗିରିପୁରା ଗ୍ରାମରେ ଏକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି। ଆଗ୍ରିଆ-ନଡ଼ପୁର ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘର ଝରକା ଗ୍ରିଲ ଭାଙ୍ଗି କେତେଜଣ ଦୁର୍ବୃତ୍ତ ଲକ୍ଷାଧିକ...

ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର, ରାଜସ୍ବ ନୀରିକ୍ଷକ ଆହତ

ଲୋଇସିଂହା,୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ପ୍ରଭାକର ପଧାନ ଏବଂ ରାଜସ୍ବ ନୀରିକ୍ଷକ ସୁଶାନ୍ତ ପଟେଲ ଆହତ ହୋଇଛନ୍ତି । ଏପରିକି ଉଭୟ ଅଧିକାରୀଙ୍କୁ ଆକ୍ରମଣକାରୀ...

ଧାମନଗର ଉପନିର୍ବାଚନ: ପ୍ରତିଦ୍ୱନ୍ଦିତା କରିବେ ୫ ପ୍ରାର୍ଥୀ

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ୬ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଯାଞ୍ଚ ବେଳେ ଜଣଙ୍କର ନାମାଙ୍କନ ବାତିଲ ହୋଇଥିବା ଜଣାପଡିଛି। ତେବେ ସୋମବାର ନାମାଙ୍କନ ପ୍ରତ୍ୟାହର ଥିବାବେଳେ କେହି...

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ଭୋଟ ଦେଲେନି ବିଧାୟକ ମୋକିମ

କଟକ ଅଫିସ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ସୋମବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ଇତି ମଧ୍ୟରେ କଂଗ୍ରେସର ପଦାଧିକାରୀ ନିଜ ମତ ସାବ୍ୟସ୍ତ କରିଥିବା ବେଳେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ଭୋଟ ଦେଇ ନ ଥିବା ଜଣାପଡିଛି।...

ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଘୋଷଣା କଲେ ଷ୍ଟାର ପ୍ରଚାରକ ତାଲିକା

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିସାରିଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ...

ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେଲେ ରାଜ୍ୟପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁରଝର ଜିଲା ସଦର ବ୍ଲକ ଡିମ୍ବୋ ସ୍ଥିତ ଜନମଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ବର୍ଷ ପୂର୍ତ୍ତି ପାଳନ ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ...

ମା’ ଗଜଲକ୍ଷ୍ମୀଙ୍କୁ ବିଦାୟ, ପୁଣି ଆର ବର୍ଷକୁ ଅପେକ୍ଷା…

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିର ପୂଜାମଣ୍ଡପରେ ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଦୀଘ ୮ ଦିନ ଧରି ପୂଜା ପାଉଥିବା ମା ଗଜଲକ୍ଷ୍ମୀଙ୍କୁ ସୋମବାର ବିଦାୟ ଦିଆଯାଇଛି। ବିଦାୟ ଦେବା ବେଳେ ସମସ୍ତଙ୍କ ଆଖିରୁ ଲୁହ ଝରିପଡ଼ିଥିଲା। ପୁଣି ଆରବର୍ଷକୁ...

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ ସହ ଉଦ୍‌ବୃତ୍ତ ଡ୍ରେନ୍‌ ପାଣି ମିଶି ରାସ୍ତାରେ ଲହଡ଼ି ଭାଙ୍ଗୁଛି। ନିଷ୍କାସନ...

ଶୌଚ ପାଇଁ ଯାଇ ନିଖୋଜ ଥିଲେ, ମିଳିଲା ମହିଳାଙ୍କ ମୃତଦେହ

ପାଟଣା,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ପଞ୍ଚାୟତ ନୂଆପଡ଼ା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ସୋମବାର ରାସ୍ତା ପାର୍ଶ୍ୱ ପୋଖରୀରୁ ଜବତ ହୋଇଛି। ମୃତ ମହିଳା ଜଣକ ବାସନ୍ତୀ ବେହେରା(୫୫) ଓରଫ ନଙ୍ଗୁଳି ବୋଲି ଜଣାପଡ଼ିଛି। ମିଳିଥିବା...

ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା ବାଇଧର ମନ୍ଦିର ନିକଟରେ ହାତାହାତି ହୋଇଛି। ଏହା ଏବେ ସୋସିଆଲ ମିଡିଆରେ...

ବୃଦ୍ଧାଙ୍କ ମୁଣ୍ଡ ଛେଚି ନିର୍ମମ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଭାଲିଆଡାଳ ପଞ୍ଚାୟତର ବଉଳା ଗ୍ରାମରେ ଗତ ୧୧ ତାରିଖ ମଙ୍ଗଳବାର ଘର ବାହାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କ ମୁଣ୍ଡକୁ ଛେଚି ନିର୍ମମ ଭାବରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମହୁଲଡ଼ିହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri