ଆମ ଜିଲା ଖବର

ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ

ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ ପୁଅ ଜୁରଜ ଦିଗାଲ ନିଶାସକ୍ତ ଅବସ୍ଥାରେ ନିର୍ମମ ଭାବେ ହତ୍ୟା କରିଛନ୍ତି। ସୂଚନା ଅନୁସାରେ,…

ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’

ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍‌ ବଗର୍ତ୍ତୀ(୧୫)। ଅଭିଜିତ୍‌ଙ୍କ ମୃତ୍ୟୁ ପଛରେ ତାଙ୍କ ବାପାଙ୍କ ହାତ ରହିଥିବା ମା’ ଏବଂ ସମ୍ପର୍କୀୟ…

ବିକୁଥିଲେ ନକଲି ସିମ୍‌: ଧରିଲା ପୋଲିସ

ପାଟଣା,୨୭ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାଇବର ପୋଲିସ ଶତାଧିକ ନକଲି ସିମ୍‌ ବିକ୍ରି ଅଭିଯୋଗରେ ଗୁରୁବାର ଜଣେ ଏଜେଣ୍ଟଙ୍କ ସମେତ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ପାଟଣା ଥାନା ସାହାରପଡ଼ା ପ୍ରଧାନ ସାହି ଅଞ୍ଚଳର ଧୀରଜ ମହାନ୍ତ…

ବିଜେଡିକୁ ଶକ୍ତ ଧକ୍କା: ଅନାସ୍ଥାରେ ପଦ ହରାଇଲେ ସରପଞ୍ଚ

ଥୁଆମୂଳ ରାମପୁର,୨୭।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିଜେଡିକୁ ଗୋଟେ ପରେ ଗୋଟେ ଶକ୍ତ ଧକ୍କା ଲାଗିଛି। ବିଗତ ଦିନରେ ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧକ୍ଷ ଦୟାନିଧି ମାଝୀଙ୍କ ନାମରେ ଆଗତ ଅନାସ୍ଥା ଆଣିଥିଲେ କିଛି ସରପଞ୍ଚ…

ବାଇକ୍‌ ଆଗକୁ ଚାଲିଆସିଲା ବାର୍‌ହା: ବାପ ମୃତ, ପୁଅ ଆହତ

ଛତ୍ରପୁର,୨୭।୩(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ବାଇକ୍‌ ଯୋଗେ ନିଜ ଗାଁରୁ ସହରକୁ ଆସୁଥିଲେ ବାପା ଓ ପୁଅ । ହଠାତ୍‌ ବାଇକ୍‌ ଆଗରେ ପଶିଗଲା ଏକ ବାର୍‌ହା । ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ। ହେଲେ ପୁଅ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।…

ବିଦ୍ୟାଳୟର ସାମଗ୍ରୀକ ବିକାଶ ଜରୁରୀ: ପ୍ରଗତି ତାଲିମ ଶିବିର ଉଦଯାପିତ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ବ୍ଳକସ୍ତରୀୟ ପ୍ରଗତି ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ…

ଦିବ୍ୟାଙ୍ଗଙ୍କ ଘର ଜାଳିଦେଲେ ନିଶାଶକ୍ତ ଯୁବକ: ସବୁକିଛି ହୋଇଗଲା ଛାରଖାର

ଅମରପାଲି, ୨୭/୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୁଦଗୁଦା ଗ୍ରାମରେ ଜଣେ ଦିବ୍ୟାଙ୍ଗଙ୍କ ଘରକୁ ଗୁରୁବାର ଅପରାହ୍ନରେ ଜଣେ ନିଶାଶକ୍ତ ଯୁବକ ନିଆଁ ଲଗାଇ ଜାଳି ଦେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ଗୁଦୁଗୁଦା ଗ୍ରାମର…

ଋଷିମାଳରେ ମହାବାରୁଣୀ ଯାତ୍ରା: ଯୋଗଦେଲେ ହଜାର ହଜାର ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୭।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ପୀଡ଼ିକାରିପି ଗ୍ରାମ ଅଞ୍ଚଳରେ ଥିବା ପବିତ୍ର ତୀର୍ଥକ୍ଷେତ୍ର ଋଷିମାଳଠାରେ ମହାବାରୁଣୀ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୁଧବାର ପ୍ରଥମ ଦିନରେ କଳସ ଯାତ୍ରା,ମଣ୍ଡଳାଧୀବାସ, ଅଙ୍କୁରରୋପଣ ଆଦି କରାଯାଇ ଶୁଭାରମ୍ଭ କରାଯାଇଥିଲା। ସନ୍ଧ୍ୟାରେ…

ଆହୁରି ୩ ଦିନ କଲବଲ କରିବ ତାତି: ଏହି ୨ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୭ା୩: ଆଗାମୀ ୩ ଦିନ ପାଇଁ ରାଜ୍ୟରେ ହିଟେୱଭ ଓ୍ବାର୍ନିଂ ଜାରି ହୋଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏପ୍ରିଲ ୨ ତାରିଖ ବେଳକୁ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ…

ମହିଳାଙ୍କୁ ଅସଦାଚରଣ ସହ ପୁଅଙ୍କୁ ହତ୍ୟା ଉଦ୍ୟମ ଘଟଣା: ମକଦ୍ଦମା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା ଗ୍ରାମର ରଞ୍ଜିତା ସେଠୀଙ୍କୁ ଅସଦାଚରଣ ସହ ତାଙ୍କ ପୁଅ ଅଜୟ ସେଠୀ ଓରଫ ହନିଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ନାଁରେ ମାମଲା ନଂ.୧୨୨/୨୫ ଅନୁଯାୟୀ, ଆଇଆଇସି ପ୍ରଶାନ୍ତ କୁମାର…

୩ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

ଚିକିଟି,୨୭ା୩(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ୧୨ଟି ୱାର୍ଡକୁ ନେଇ ଗଠିତ ହୋଇଥିବା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ୧, ୨, ୩, ୪, ୫ ୱାର୍ଡରେ ଦୀର୍ଘ ୩ ଦିନ ଧରି ପାନୀୟ ଜଳ ଯୋଗାଣ ବନ୍ଦ ହେବା ଫଳରେ…

୧୦ ହଜାର ବଟି ପାଇଁ ମିଲ ମାଲିକଙ୍କୁ ଧମକ ଘଟଣା: ଜେଲ ଗଲେ ଭାଜପା ନେତା

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସ ଗୁରୁବାର ଚିକିଟି ବ୍ଲକ ଲାଲମେଣ୍ଟା ଗ୍ରାମର ଭାଜପା ନେତା ଶଙ୍କର ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୮୪/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?