ଆମ ଜିଲା ଖବର

କ୍ୟାଡ଼ର ପୁନଃଗଠନ ଅନୁମୋଦନକୁ ନେଇ ଅସନ୍ତୋଷ: ଦାବି ପୂରଣ ନହେଲେ ଆନ୍ଦୋଳନ ଧମକ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ମଙ୍ଗଳବାର କ୍ୟାଡ଼ର ପୁନଃଗଠନକୁ ଅନୁମୋଦନ ଦିଆଯାଇଛି। ଉକ୍ତ ପୁନଃଗଠନରୁ ପିଅନ, ରାତ୍ର ଜଗୁଆଳି, ଡ୍ରାଇଭରଙ୍କୁ ବାଦ ଦିଆଯାଇଛି। ଯାହାକୁ ନେଇ ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘ…

ରକ୍ଷଣାବେକ୍ଷଣ ଅଭାବରୁ ସୌନ୍ଦର୍ଯ୍ୟ ହରାଇଛି ରୁରାଲ ପାର୍କ: ପାଲଟିଛି ଅସାମାଜିକ ଯୁବକଙ୍କ ଆଡ୍ଡାସ୍ଥଳୀ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆସୁଛନ୍ତି । ପ୍ରାୟ ୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଦିଗପହଣ୍ଡି ବ୍ଲକ ଗୋକର୍ନପୁର ଗ୍ରାମର ରୁରାଲ ପାର୍କ ରକ୍ଷଣାବେକ୍ଷଣ…

କାମଧେନୁ ଯୋଜନାରେ ବାଛୁରୀ ପାଳନର ଶୁଭାରମ୍ଭ

ନୂଆପଡ଼ା,୨୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ଼ ପ୍ରାଣୀ ଚିକିତ୍ସାଳୟଠାରେ ବୁଧବାର ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ମାଈ ବାଛୁରୀ ପାଳନର ଶୁଭାରମ୍ଭ ହୋଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଏକ ପ୍ରଦର୍ଶନୀକୁ ଜିଲାପାଳ ମଧୁସୂଦନ ଦାସ ଉଦ୍‌ଘାଟନ କରି ୨୧…

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି ସୁପରଭାଇଜର

କୋରାପୁଟ,୨୭।୩( ଅମିତାଭ ବେହେରା): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ବୁର୍ଜା ଅଙ୍ଗନଓ୍ବାଡି କେନ୍ଦ୍ରରେ ନୂତନ କରି ଯୋଗ ଦେଇଥିବା ଜଣେ କର୍ମଚାରୀଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଙ୍ଗନଓ୍ବାଡି ସୁପରଭାଇଜର ରେଣୁକା ପଟ୍ଟନାୟକ ଭିଜିଲାନ୍ସ…

ଧୋକା ଦେଉଛି କମ୍ପାନୀ: ହକ୍‌ ପାଇଁ ପୁଣି ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଶ୍ରମିକ

ଛତ୍ରପୁର,୨୭ା୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ସରାଫ ଏଜେନ୍ସି ପ୍ରା. ଲିଃ ଟିଟାନିୟମ କମ୍ପାନୀର ଶ୍ରମିକମାନେ ପୁଣି ସେମାନଙ୍କ ହକ୍‌ ନିମନ୍ତେ ଗଞ୍ଜାମ ଜିଲାପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି, ଜମି ଦେଲୁ, ଶ୍ରମ ଦେଲୁ, ସରାଫ ଟିଟାନିୟମ ନାମକ କମ୍ପାନୀ ଗଢ଼ିବାରେ…

ରୋଗୀଙ୍କୁ ଧରି ଆସୁଥିବା ବେଳେ ଓଲଟି ପଡ଼ିଲା ୧୦୮ ଆମ୍ବୁଲାନ୍ସ, ଆଉ ତା’ପରେ…

ବୋଡ଼େନ,୨୭ା୩(ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ଖଡିଆଳ-ବୋଡ଼େନ ମୁଖ୍ୟ ରାସ୍ତାରେ ଗୁରୁବାର ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଳିଥିବା ସୂଚନା ମୁତାବକ, ଏକ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଧରି ହସ୍ପିଟାଲ ଆସୁଥିଲା। ହେଲେ ବାଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାକଡରେ ଓଲଟି…

‘ଉତ୍ତମ ଶିକ୍ଷା ପାଇଲେ ପିଲାମାନେ ଭବିଷ୍ୟତରେ ଭଲ ମଣିଷ ହୋଇପାରିବେ’

ଅମରପାଲି,୨୭ା୩(ପୀତାମ୍ବର ସାହୁ): ଶିକ୍ଷା ସମସ୍ତଙ୍କ ପାଇଁ ଆବଶ୍ୟକୀୟ। ମାତ୍ର ଉତ୍ତମ ଶିକ୍ଷା ପାଇଲେ ପିଲାମାନେ ଭବିଷ୍ୟତରେ ଭଲ ମଣିଷ ହେବାର ଅଧିକ ସମ୍ଭାବନା ରହିଥାଏ। କୁଶିକ୍ଷା ପିଲାଙ୍କୁ ଅବାଟକୁ ନେଇଥାଏ। ଉତ୍ତମ ଶିକ୍ଷା ସହିତ ଉତ୍ତମ ଚରିତ୍ର ଗଠନ ପାଇଁ ନିଜ…

ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ଦାବି

ପାଟଣା,୨୭ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ଷ୍ଟାଡିୟମ ନିର୍ମାଣ ଖୁବ୍‌ ଶୀଘ୍ର ସାରିବା ଦାବିରେ ଗୁରୁବାର ସ୍ଥାନୀୟ ଖେଳାଳି ଓ ବୁଦ୍ଧିଜୀବୀ ବିକ୍ଷୋଭ ପ୍ରଦର୍ଶନ କରି ଷ୍ଟାଡିୟମ ନିର୍ମାଣ ସମ୍ପୂର୍ଣ୍ଣ କରିବାକୁ ଦାବି କରିଛନ୍ତି। ସ୍ଥାନୀୟ ଯୁବକ ଚନ୍ଦ୍ର…

ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ, ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧାଳୁ…

ପୁରୁଷୋତ୍ତମପୁର,୨୭ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ଗୁରୁବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ଼ ପକାଇବାରେ ଲାଗିଛନ୍ତି। ଏହା ସହ ପିତୃପୁରୁଷଙ୍କ ଲାଗି…

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ମାପଚୁପରେ ସୀମିତ ରହିଯିବନି ତ ଉଚ୍ଛେଦ !

ବରଗଡ, ୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟାକୁ ପୁଣି ଆରମ୍ଭ କରିଛି। ଏହି କ୍ରମରେ ଗୁରୁବାର ପୌର ପ୍ରଶାସନ…

ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍‌

ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ହେଉଛନ୍ତି ଜ୍ଞାନ ରଞ୍ଜନ ବେହେରା। ପୋଲିସ ସୂଚନାନୁସାରେ…

ଟିକରପଡାରେ ୧୮ଟିକିଆ ହାତୀ, ଦଳିଦେଲେ ବଇତାଳୁ ଫସଲ

କେନ୍ଦୁଝର,୨୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବନାଞ୍ଚଳ ଅଞ୍ଚଳରେ ୧୮ଟିକିଆ ହାତୀପୋଲ ଆତଙ୍କ ଖେଳାଇ ଚାଲିଛନ୍ତି। ଗତକାଲି ସଂଧ୍ୟାରେ ସଲରାପଣ୍ଠ ଜଙ୍ଗଲରୁ ବାହାରି ବିଳମ୍ବିତ ରାତି ୧ଟାବେଳେ ସଦର ବ୍ଲକ ମହାଦେଇଯୋଡା ପଞ୍ଚାୟତ ଟିକରପଡା ହନୁମାନଘାଟି ତଳ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?