ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍
ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ହେଉଛନ୍ତି ଜ୍ଞାନ ରଞ୍ଜନ ବେହେରା। ପୋଲିସ ସୂଚନାନୁସାରେ…
ଟିକରପଡାରେ ୧୮ଟିକିଆ ହାତୀ, ଦଳିଦେଲେ ବଇତାଳୁ ଫସଲ
କେନ୍ଦୁଝର,୨୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବନାଞ୍ଚଳ ଅଞ୍ଚଳରେ ୧୮ଟିକିଆ ହାତୀପୋଲ ଆତଙ୍କ ଖେଳାଇ ଚାଲିଛନ୍ତି। ଗତକାଲି ସଂଧ୍ୟାରେ ସଲରାପଣ୍ଠ ଜଙ୍ଗଲରୁ ବାହାରି ବିଳମ୍ବିତ ରାତି ୧ଟାବେଳେ ସଦର ବ୍ଲକ ମହାଦେଇଯୋଡା ପଞ୍ଚାୟତ ଟିକରପଡା ହନୁମାନଘାଟି ତଳ ଜଙ୍ଗଲ…
ନଗ୍ନ ଭିଡିଓ ଭାଇରାଲ ଧମକ ଦେଇ ପିଉସା କରୁଥିଲେ ବଳାତ୍କାର, ଏବେ ଝିଆରୀ ୩ ମାସର ଗର୍ଭବତୀ
ବାରିପଦା,୨୭ା୩(ନୀଳାଦ୍ରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ଦଶମ ଶ୍ରେଣୀ ଛାତ୍ରୀଙ୍କ ନଗ୍ନ ଭିଡିଓ ଭାଇରାଲ ଧମକରେ ସମ୍ପର୍କୀୟ ପିଉସା ବାରମ୍ବାର ବଳାତ୍କାର କରିବା ଘଟଣା ସହରରେ ଆଲୋଡ଼ନ ସୃଷ୍ଟି ହୋଇଛ। ପୀଡ଼ିତା ଛାତ୍ରୀ ଜଣକ ଅନ୍ତଃସତ୍ତ୍ୱା…
ହୋମ୍ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…
ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ…
ବାପା ଆଗରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ
କେନ୍ଦୁଝର,୨୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ) ଟ୍ରକ ଧକ୍କାରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ। ବାପା ଆଗରେ ଚାଲିଗଲା ଶିଶୁର ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ଯୋଡ଼ା ଥାନା ବଂଶପାଣି ନିକଟରେ। ବାପା ସହ ରାସ୍ତା ନିକଟରେ ଠିଆ ହୋଇଥିବା ବେଳେ ଶିଶୁଟିକୁ…
ଛାତ୍ରୀ ମୃତ୍ୟୁ ଘଟଣା: ହଷ୍ଟେଲ ଛାଡିଲେ ୧୭୦ ଅନ୍ତେବାସୀ
ଉଦଳା,୨୭।୩(ସନ୍ତୋଷ କୁମାର ବାଛିନି): ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ ପରେ ଚିନ୍ତାରେ ଅଭିଭାବକ। ବିଳମ୍ବିତ ରାତିରେ ହଷ୍ଟେଲ ଛାଡିଲେ ଅନ୍ତେବାସିନୀ। ଅନଷୋ ହଷ୍ଟେଲରେ ନବମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ପରେ ହଷ୍ଟେଲରେ ପହଁଚିଲେ ଅଭିଭାବକ। ଆଉ ବିଳମ୍ବିତ ରାତିରେ ସାଙ୍ଗରେ ନେଇ ଗଲେ…
ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍ରେ ଝୁଲି ପଡ଼ିଲେ ନାବାଳକ
ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଜଣଙ୍କ ହେଲେ କେନ୍ଦୁପଦରର ଅଭିଜିତ ବଗର୍ତ୍ତି। ସେ ଏଜେଓ ହାଇସ୍କୁଲରେ ପାଠ ପଢୁଥିଲେ…
ଦାମୋଦରପୁରରେ ମା’ ଦଣ୍ଡକାଳୀ ଉତ୍ସବ, ମନ ଜିଣିଲା ଉଷାରାଣୀଙ୍କ ଆଙ୍କରିଂ
ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଦାମୋଦରପୁର ଗ୍ରାମରେ ପ୍ରଥମ ମା ଦଣ୍ଡକାଳୀଙ୍କ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର କମାପାଲି ଦଣ୍ଡ ସକାଳେ ମାନସିକ ଧାରୀଙ୍କ ଦାଣ୍ଡ ପିଣ୍ଡାରେ ପହଞ୍ଚିବା ପରେ ମା’ଙ୍କ ଯଥା ରୀତିନୀତି ଅନୁଯାଇ ପୂଜାର୍ଚ୍ଚନା…
ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କଲା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ
ବାରିପଦା,୨୬ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କରିଛି। ବିଭାଗର ସହକାରୀ ପ୍ରାଧ୍ୟାପକ ଡ.ସୁଦାମ ଚରଣ ସାହୁଙ୍କ…
ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍, ୨୩ ଆହତ, ୩ ଗୁରୁତର
ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା): ମୁକୁନ୍ଦପୁର ଘାଟିରେ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୩ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ ଗୁରୁତର ଅବସ୍ଥାରେ ରହିଥିବା ଜଣାପଡିଛି। ଆହତ ସମସ୍ତଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…
ଶିମିଳିପାଳରେ ନୂତନ ଅଦା ଜାତୀୟ ଉଦ୍ଭିଦ
ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କରିଛି। ବିଭାଗର ସହକାରୀ ପ୍ରାଧ୍ୟାପକ ଡ.ସୁଦାମ ଚରଣ ସାହୁଙ୍କ ତତ୍ତ୍ୱାବଧାନରେ…
ଇନ୍ଦ୍ରାବତୀ କେନାଲକୁ ଖସିଲା କାର୍: ଶିଶୁ ସମେତ ବୃଦ୍ଧଙ୍କ ମୃତ୍ୟୁ
ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା କଲମପୁର ଥାନା ଅନ୍ତର୍ଗତ ଠେଲକୋମୁଣ୍ଡା ଇନ୍ଦ୍ରାବତୀ କେନାଲ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାଇକ୍ ସହ ଧକ୍କା ହେବା ପରେ ଏକ କାର୍ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡିଥିଲା। ଫଳର…

