ଆମ ଜିଲା ଖବର

ସମସ୍ୟାଘେରରେ ବିଜ୍ରାଦର ଗାଁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଢ଼ୀଦର ପଞ୍ଚାୟତର ବିଜ୍ରାଦର ଗାଁ। ବଣ ପାହାଡ଼ ଘେରା ଏହି ଗାଁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିଲେ ବି ସମସ୍ୟାଘେରରେ ଛନ୍ଦିହୋଇ ରହିଛି। ଗାଁରେ ୧୮ ଆଦିବାସୀ ପରିବାର ଓ ୩ ଦଳିତ…

ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍‌ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …

ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ ଶିକ୍ଷକ ଓ ଜଣେ ପିଅନ ଅନ୍ୟତ୍ର କାମ କରୁଛନ୍ତି। କେବଳ ନାମକୁ ମାତ୍ର ହାଇସ୍କୁଲ…

ରାସ୍ତାକଡ଼ରେ ପଡ଼ିଥିବା ନବଜାତ ଶିଶୁକନ୍ୟାର ଗୋଡ଼କୁ ଝୁଣି ଖାଇଲା କୁକୁର, ତଦନ୍ତ ଆରମ୍ଭ କଲା ସୁନ୍ଦରଗଡ଼ ପୋଲିସ

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସହର ମହେଶଡିହିସ୍ଥିତ ଥିମ ପାର୍କ ନିକଟରୁ ବୁଧବାର ଏକ ନବଜାତ ଶିଶୁ କନ୍ୟାର ମୃତଦେହକୁ ଟାଉନ ଥାନା ପୋଲିସ ଜବତ କରିଛି। ସକାଳେ ଏଠାରେ ପଡିଥିବା ନବଜାତ ଶିଶୁ କନ୍ୟାର ଗୋଟିଏ ଗୋଡକୁ କୁକୁର ଟାଣି…

ବିଲରୁ ବିରି ଖାଇଦେଲା ବୋଲି ଶୁଆକୁ ଫାଶି ଦେଇ କରିଥିଲେ ରିଲ୍ସ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨୬।୩ (ବନ୍ଦନା ସେଠୀ ) – ବିଲରୁ ବିରି ଖାଇଦେବାରୁ ଶୁଆକୁ ଫାଶୀ ଦେବା ସହ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାକୁ ବନ ବିଭାଗ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ରିଲ୍‌ସ…

ରାସ୍ତା ପାର ହେଉଥିବା ବେଳେ ବାଇକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ ଘଟଣା, କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ ଚାଳକ

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗତ ୭ ତାରିଖ ରାତି ପ୍ରାୟ ସାଢ଼େ ୮ ଟାରେ ବାଇକ ଧକ୍କାରେ ସୀମା ସେଠୀ ନାମକ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଅନଙ୍ଗପୁର ଗ୍ରାମର…

ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭାଗ ନେଇ ବଜେଟକୁ ସମର୍ଥନ ଜଣାଇ ମୁଖ୍ୟମନ୍ତ୍ରୀ ଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।…

ଦିଗପହଣ୍ଡିରେ ଶିଶୁଙ୍କ ନାମଲେଖା, ଶିଶୁ ବାଟିକା ସଚେତନତା କାର୍ଯ୍ୟକ୍ରମ

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ବ୍ଳକ ଓ ଏନଏସି ଅଧିନ ବିଦ୍ୟାଳୟ ମାନଙ୍କରେ ଶିଶୁଙ୍କ ନାମଲେଖା ତଥା ଶିଶୁ…

ବ୍ଲକ କାର୍ଯ୍ୟାଳୟରେ ଶୁଦ୍ଧ ପାନୀୟଜଳର ବ୍ୟବସ୍ଥା କଲେ BDO

ଦାରିଙ୍ଗବାଡି, ୨୬ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ପରେ ଲୋକଙ୍କ ସମସ୍ୟାର ସମାଧାନ ହୋଇଛି। କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ ପିଇବାପାଣି ମିଳୁନଥିଲା ଫଳରେ କାର୍ଯ୍ୟାଳୟକୁ ଆସୁଥିବା ଲୋକ ପାଣି ପାଇଁ ଡହଳ ବିକଳ ହେଉଥିଲେ।…

ଦିଗପହଣ୍ଡି ଏନ୍ଏସିର ବାର୍ଷିକ ବଜେଟ ଅଧିବେଶନ: ଖର୍ଚ୍ଚ କରାଯିବ ୧୩ କୋଟି ୩୧ ଲକ୍ଷ 

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହ ପରିସରରେ ନଗରପାଳ ପ୍ରଫୁଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଏନଏସି ର ୧୭ ତମ ବାର୍ଷିକ ବଜେଟ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନରେ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଅଶୋକ କୁମାର କର୍ଣ୍ଣ…

ଉତ୍କଳ ଯାଦବ ମହାସଭା ପକ୍ଷରୁ ସରପଞ୍ଚ ସମ୍ମାନୀତ

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ଏବଂ ଷୋହଳ ଖଣ୍ଡ ତିନି ତାଲୁକା ଗୋପାଳ ସମାଜର ସଭାପତି ମନୋରଞ୍ଜନ ଗୈାଡଙ୍କୁ ଉତ୍କଳ ଯାଦବ ମହାସଭା ଯୁବ…

ବନ୍ଦେ ଭାରତ ଉପରେ ପଥର ମାଡ଼

ରାଉରକେଲା,୨୬ା୩(ସଙ୍ଗୀତା ଜେନା): ପୁରୀରୁ ରାଉରକେଲା ଅଭିମୁଖେ ଆସୁଥିବା ବନ୍ଦେଭାରତ ଏକ୍ସପ୍ରେସ୍‌ରେ ବୁଧବାର ପଥର ମାଡ଼ ହୋଇଛି। ଏକ ବଗିର ଝରକା ପାଖ କାଚ ଭାଙ୍ଗି ଯାଇଥିବା ବେଳେ କେହି ଯାତ୍ରୀ ଆହତ ହୋଇ ନ ଥିବା କୁହାଯାଇଛି। ଟ୍ରେନ କ୍ଷତିଗ୍ରସ୍ତ ହୋଇଛି।…

ନବନିଯୁକ୍ତ ବିଡିଓ ଅନାମିକା ପାଣ୍ଡେଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସରପଞ୍ଚ ସଂଘ ପକ୍ଷରୁ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ନବ ନିଯୁକ୍ତ ବିଡିଓ ଅନାମିକା ପାଣ୍ଡେଙ୍କୁ ସମ୍ବର୍ଦ୍ଧନା ଦିଆଯାଇିଛି । ବ୍ଳକ ସରପଞ୍ଚ ସଂଘ ସଭାପତି ଫନିନ୍ଦ୍ର ଚନ୍ଦ୍ର ଗୋସ୍ବାମୀ ଏବଂ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?