ଆମ ଜିଲା ଖବର

ମହୁମାଛି ଆକ୍ରମଣରେ ୩ ଗୁରୁତର

ଲାଞ୍ଜିଗଡ଼ ୨୬ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ରେ ମହୁମାଛିଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ସୂଚନାନୁଯାୟୀ, ଲାଞ୍ଜିଗଡ଼ ରୋଡ୍‌ ଶିବମନ୍ଦିର ନିକଟରେ ଏକ ଜଳଖିଆ ଦୋକାନକରି ଚଳୁଥିବା ରତ୍ନାକର ଗଉଡ଼ ଓ ତାଙ୍କ ସ୍ତ୍ରୀ ଗୋମତୀ ଗଉଡ଼ ଦୋକାନରେ ଜଳଖିଆ…

ସିପାହୀ ନିର୍ଯାତନା ଅଭିଯୋଗକୁ ଖଣ୍ଡନ, ୮ମ ବାଟାଲିୟନ କମାଣ୍ଡାଣ୍ଟ କହିଲେ ସମସ୍ତ କର୍ମଚାରୀଙ୍କୁ…

ଗଞ୍ଜାମ,୨୬ା୩(ବିଦ୍ୟାଧର ସାହୁ): ଛତ୍ରପୁର ଅଷ୍ଟମ ବାଟାଲିୟନ କମାଣ୍ଡାଣ୍ଟଙ୍କ ସମେତ କିଛି କର୍ମଚାରୀଙ୍କ ନାମରେ ଅଭିଯୋଗ ଆଣିଛନ୍ତି ସିପାହୀ। ଏନେଇ ସେ ସୋସାଆଲ ମିଡିଆ ମାଧ୍ୟମରେ ନିଜର ଏକ ଭିଡିଓ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ, ପୋଲିସ ଡିଜି ଓ ଆଡିଶନାଲ ଡିଜିଙ୍କୁ ନ୍ୟାୟ…

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

କଟକ,୨୬ା୩: ବୁଧବାର ଓଡ଼ିଶା ହାଇକୋର୍ଟର ୩୫ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ବରିଷ୍ଠ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ। ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତି ତାଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇକୋର୍ଟର…

୨ ନାବାଳକ ଭାଇଙ୍କୁ ହତ୍ୟା କରିବାର ଡେମୋ ଦେଖାଉଛନ୍ତି ହତ୍ୟାକାରୀ ବାପା

ନୟାଗଡ଼,୨୬।୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚାଙ୍ଗଡା ଗାଁର ୨ ନାବାଳକ ଭାଇ ଆକାଶ (୧୪) ଓ ସାନ ଭାଇ ବିକାଶ ମହାନ୍ତି (୯) ହତ୍ୟା ଘଟଣାର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଜେଲରେ ଥିବା ହତ୍ୟା ଅଭିଯୁକ୍ତ…

ମକା-ଟମାଟୋ ଚାଷ କରି ଲକ୍ଷପତି ହେଲେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷା

ଦାରିଙ୍ଗବାଡି, ୨୬।୩ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ର ବାସିନ୍ଦା ଜଣେ ମହିଳା ଚାଷୀ ଆଜି ମକା ଓ ଟମାଟୋ ଚାଷ କରି ଲକ୍ଷାଧିକ ଟଙ୍କା ରୋଜଗାର କରି ଜଣେ ସଫଳ ଚାଷୀ ଭାବେ ପରିଚୟ ସୃଷ୍ଟି କରିଛନ୍ତି।…

ଦାରିଙ୍ଗବାଡି-କଟକ ସରକାରୀ ବସକୁ ନେଇ ବଢୁଛି କ୍ରେଜ: ଓକିଲ ସଙ୍ଘ ସେଲ୍ଫି ନେବା ଭିଡିଓ ଭାଇରାଲ

ଦାରିଙ୍ଗବାଡି, ୨୪ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୁରଣ କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ବଢିଛି ଉତ୍ସାହ। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହେଡ଼ କ୍ୱାଟରଠାରୁ…

ଓଲଟିଲା ଗାଡ଼ି, ଲୋକେ ନେଇଗଲେ କୁକୁଡ଼ା

ବଡ଼ଗାଁ,୨୬।୩(ଅଶୋକ ଷଡ଼ଙ୍ଗୀ)-ବଡ଼ଗାଁ ଷ୍ଟେଟବ୍ୟାଙ୍କ ନିକଟ ରାଜ୍ୟ ରାଜପଥରେ ମଙ୍ଗଳବାର ସକାଳେ ଦୁର୍ଘଟଣାରେ ଏକ କୁକୁଡ଼ା ବୋଝେଇ ପିକ୍‌ଅପ୍‌ ଗାଡ଼ି ଓଲଟି ପଡ଼ିଥିଲା। ଏହାର ସୁଯୋଗ ନେଇ ଲୋକମାନେ କୁକୁଡ଼ା ସବୁ ଝାଂପି ନେଇ ଦୌଡ଼ି ପଳାଇଥିଲେ। ସୁନ୍ଦରଗଡ଼ ପଟୁ ରାଉରକେଲା ଯାଉଥିବା…

ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀ ମୃତ

ନୂଆପଡ଼ା,୨୫ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଆଗ୍ରେନ ପଞ୍ଚାୟତ ସନବାହାଲି ଗାଁ ନିକଟ ବିଜୁ ଏକ୍ସପ୍ରେସ ୱେରେ ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋମନା ଥାନା ଭେଲା ଗାଁର ସୁରୁ କୁମ୍ଭାର (୨୫)।…

ଗଞ୍ଜେଇ ଚାଲାଣ ବେଳେ ପୋଲିସକୁ ଗୁଳି, ୮ ଗିରଫ

ଜୟପୁର,୨୬।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚାଲାଣ ବେଳେ ଜୟପୁର ସଦର ପୋଲିସ କଞ୍ଜେଇ ମାଳିଗୁଡା ରାସ୍ତାରେ ମଙ୍ଗଳବାର ଚଢ଼ାଉକରି ୮ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଗିରଫମାନେ ହେଲେ ଉମୁରି ଗ୍ରାମର କାର୍ତ୍ତିକ ବାଘ, ରଞ୍ଜିତ ବାଘ, ଗୌତମ ବାଘ,…

ବିଷ ପିଇ ଆତ୍ମହତ୍ୟାକଲେ ପ୍ରେମୀଯୁଗଳ

ରାୟଗଡ଼ା,୨୬।୩(ଆଶିଷ ରଞ୍ଜନ ପଣ୍ଡା): ପରକୀୟା ପ୍ରୀତି ଧରାପଡ଼ିବା ପରେ ଲୋକଲଜ୍ଜା ଭୟରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମକରି ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ପ୍ରେମୀଯୁଗଳ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରର ରୟତ କଲୋନି ସପ୍ତମ ଲାଇନ୍‌ରେ।…

ମନମୁଖୀ କାର୍ଯ୍ୟକଳାପ: ପଦ ହରାଇବେ ସରପଞ୍ଚ

ଥୁଆମୂଳ ରାମପୁର,୨୬।୪(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡେ ପଦର ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଘଟଣାରେ ପଦ ହରାଇବେ ସରପଞ୍ଚ ସମ୍ବାରି ମାଝୀ। ଥୁଆମୁଳ ରାମପୁର…

ବେଆଇନ ବାଲି ଚାଲାଣବେଳେ ପୋଲିସ ଉପରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର/ଛେନାପଦି,୨୬।୪(ସୁଶାନ୍ତ କୁମାର ସାହୁ/ନିରାକାର ପରିଡା): ନନ୍ଦିପଦା ଥାନା ଅଧିନ ଜମ୍ଭରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀରୁ ଦୀର୍ଘଦିନ ଧରି ବେଆଇନ ବାଲିଉଠାଣ ହୋଇଆସୁଥିଲା ବେଳେ ମଙ୍ଗଳବାର ସନ୍ଧ୍ୟାରେ ନନ୍ଦିପଦା ପୋଲିସ ପକ୍ଷରୁ ୨ଜଣ କନେଷ୍ଟବଳ ସାଧା ପୋଷାକ ପିନ୍ଧି ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?