ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା
ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ ଚାଲିଥିବା ଜଣାପଡ଼ିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ…
ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍
ସମ୍ବଲପୁର,୨।୯: ହୀରାକୁଦ ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ଗେଟ୍କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ ରହିଛି। ସୂଚନା…
ଗ୍ରାମୀଣ ରାସ୍ତା ନିର୍ମାଣରେ ଅବହେଳା
କେନ୍ଦ୍ରାପଡ଼ା,୨ା୯ (ଜଗନ୍ନାଥ ଧଳ): ଗତ ଲଗାଣ ବର୍ଷା ଓ ନଦୀରେ ପାଣି ଆସିବାରୁ ଗ୍ରାମ୍ୟ ରାସ୍ତା ବେହାଲ ହୋଇଛି। ଏହି ରାସ୍ତାରେ ଆମ୍ବୁଲାନ୍ସ, ଅଗ୍ନିଶମ ଗାଡ଼ି ଆଦି ପହଞ୍ଚତ୍ ପାରୁ ନ ଥିବାରୁ ଗ୍ରାମବାସୀ ଦୁରବସ୍ଥା ଭୋଗୁ ଥିବାର ଭିଡିଓ ଓ…
ମରାମତି ନାଁରେ ଅନୁଦାନ ହରିଲୁଟ୍
ଯାଜପୁର,୨ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ ଅନ୍ତର୍ଗତ ଧର୍ମଶାଳା, କୋରେଇ, ବଡ଼ଚଣା ଓ ରସୁଲପୁର ବ୍ଳକରେ ନିର୍ମିତ ରାସ୍ତାଗୁଡ଼ିକର ଅଗ୍ରାଧିକାର ଭିତ୍ତିରେ ମରାମତି କରାଯାଉଛି। ସେଥିମଧ୍ୟରୁ କେବଳ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା(ପିଏମ୍ଜିଏସ୍ଓ୍ବାଇ)ରେ ୨୦୧୫-୧୬ରୁ ୨୦୨୩-୨୪ ମଧ୍ୟରେ…
ବିଧାନସଭାରେ ପ୍ରଶ୍ନ, ଚାନ୍ଦବାଲିରେ ପ୍ରତିକ୍ରିୟା
ଚାନ୍ଦବାଲି,୨।୯(କିଷାନ ପାତ୍ର): ଜିଲା ଧର୍ମଶାଳାର ପୂର୍ବତନ ରାଜନେତା ସ୍ବର୍ଗତ କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତି ପ୍ରସଙ୍ଗରେ ବିଧାନସଭାରେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପ୍ରଶ୍ନକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ରବିବାର ଚାନ୍ଦବାଲି ଭାଜପା କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା…
ଦମ୍ପତିଙ୍କୁ ଦଳିଦେଲା ଦନ୍ତା
ବଲାଙ୍ଗୀର,୨ା୯: ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ରେଞ୍ଜ ଅଧୀନରେ ଥିବା ଚାବିରିପାଲି ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗ୍ରାମର ନୀଳାମ୍ବର ବରିହା ଗତ ରାତିରେ ଖାଇ ସାରି ପରିବାର ସହ ଶୋଇଥିଲେ। ବିଳମ୍ବିତ ରାତିରେ ଗ୍ରାମକୁ…
କେନ୍ଦ୍ରାପଡ଼ା ପୁଅ ଅଷ୍ଟ୍ରେଲିଆରେ ସମ୍ମାନିତ
କେନ୍ଦ୍ରାପଡ଼ା,୨ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବ୍ରହ୍ମପୁର ଗ୍ରାମର ପ୍ରଫେସର କମଳାକାନ୍ତ ଦାଶଙ୍କୁ ଅଷ୍ଟ୍ରେଲିଆର ମେଲବର୍ନସ୍ଥିତ ଭିକ୍ଟୋରିଆ ରାଜ୍ୟ ସଂସଦରେ ଶନିବାର ସମ୍ମାନିତ କରାଯାଇଛି। ସେ ହେଉଛନ୍ତି ଅନାମ ଚରଣ ଦାଶ ଓ ମନୋରମା ଦାଶଙ୍କ ଜ୍ୟେଷ୍ଠ ପୁତ୍ର। ପ୍ରଫେସର…
ଧାନଫସଲ ଦଳିଚକଟି ନଷ୍ଟକଲେ ୯ଟିକିଆ ହାତୀପଲ
ଅମରପାଲି,୨ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବନାଞ୍ଚଳ ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଗରିଆମୁଣ୍ଡା ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଦୁଇଦିନ ହେଲା ଦୁରଦୁରା ସଂରକ୍ଷିତ ଜଙ୍ଗଲରୁ ନଅ ଟିକିଆ ହାତୀପଲ ଆସି ଗରିଆମୁଣ୍ଡା ଓ ଠାକୁରପୁର…
ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍
ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍ ଚାଲିଥିବା ଜଣାପଡ଼ିଛି। ଆୟ…
ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା
ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ରହିଛି।…
ତେଲଙ୍ଗାନାରେ ବର୍ଷା ବିତ୍ପାତ: ଶତାଧିକ ଗାଁ ଜଳମଗ୍ନ, ୯୯ ଟ୍ରେନ୍ ବାତିଲ
ହାଇଦ୍ରାବାଦ,୧ା୯: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦ ସମେତ ବିଭିନ୍ନ ଅଞ୍ଚଳରେ ରବିବାର ପ୍ରବଳ ବର୍ଷା ଲାଗି ରହିବା ଫଳରେ ଶତାଧିକ ଗାଁ ପାଣିରେ ବୁଡ଼ିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ରେଳଧାରଣାଗୁଡ଼ିକ ବର୍ଷାପାଣିରେ ବୁଡ଼ିଥିବାରୁ ୯୯ଟି ଟ୍ରେନ୍କୁ…
ସମ୍ବଲପୁରରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା
ନାକଟୀଦେଉଳ,୧ା୯(ବୈକୁଣ୍ଠନାଥ ସାହୁ): ନିଖୋଜର ୩ଦିନ ପରେ ଜଙ୍ଗଲରୁ ମିଳିଲା ଯୁବତୀଙ୍କ ଉଲଗ୍ନ ଗଳିତ ମୃତଦେହ। ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏହିଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲା ନାକଟୀଦେଉଳ ଥାନା ସାହେବୀ…
Archives


