ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର
ନିରାକାରପୁର,୧।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋଦ୍ଧା ଜିଲା ଜଙ୍କିଆ ଥାନା ଓରବରସିଂହ ପଞ୍ଚାୟତ ଅଧୀନ ଡିହଖଳା ଗ୍ରାମରୁ ରବିବାର ସନ୍ଧ୍ୟାରେ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ମାମାଲି ମାର୍ଥା (୧୯)। ପ୍ରେମ ବ୍ୟାପାରକୁ ନେଇ ଯୁବତୀ ଜଣକ…
ଗଜପତିରେ ରେକର୍ଡ ଭାଙ୍ଗୁଛି ବର୍ଷା
ପାରଳାଖେମୁଣ୍ଡି,୧ା୯(ଗିରିଧାରୀ ପରିଛା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ରବିବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ହେଲେ ଗଜପତି ଜିଲାର ୭ଟି ବ୍ଲକ ଅଞ୍ଚଳ ଓ ସହରାଞ୍ଚଳରେ ରବିବାର ୧୧୧.୪ ମି.ମି.…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସେବାୟତଙ୍କ ପଦଯାତ୍ରା
ଭଦ୍ରକ,୧।୯(ସନାତନ ରାଉତ): ବାରିପଦା ଦେବୋତ୍ତର ବିଭାଗ ଓ ମନ୍ଦିର ସମସ୍ୟା ସମ୍ପର୍କରେ ମଠ, ମନ୍ଦିରର ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ଜଣାଇବା ପାଇଁ ଗତ ଅଗଷ୍ଟ ୨୮ରୁ ପଦଯାତ୍ରାରେ ଭୁବନେଶ୍ୱର ଅଭିମୁଖେ ବାହାରିଛନ୍ତି। ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ମନ୍ଦିର ଜମିକୁ ବିଭିନ୍ନ…
ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ
ରାଇକିଆ,୧ା୯(ପ୍ରଦୀପ ବେହେରା): କନ୍ଧମାଳରୁ ଯାଇ ବେଙ୍ଗାଲୁରୁଠାରେ କାର୍ଯ୍ୟରତ ଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଇକିଆ ବ୍ଲକ ଦଡିଙ୍ଗିଆ ପଞ୍ଚାୟତ ଆମ୍ବେଦକର କଲୋନୀର ଲେଈମାନ ଦିଗାଲ। ଲେଇମନ କିଛି ମାସ ତଳେ ବେଙ୍ଗାଲୁରୁ ଯାଇ ସେଠାରେ ଏକ…
ଲାଲପଥର ଜଳ ପ୍ରପାତରେ ନାବାଳକ ନିଖୋଜ
ଝାରସୁଗୁଡ଼ା,୧।୯: ଝାରସୁଗୁଡ଼ା ଜିଲା ଲାଲପଥର ଜଳ ପ୍ରପାତରେ ରବିବାର ଏକ ଅଘଟଣ ଘଟିଛି। ଜଳ ପ୍ରପାତରେ ଗାଧୋଇବା ବେଳେ ପାଣି ବୁଡି ନାବାଳକ ଜଣକ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ନାବାଳକ ଜଣକ ବେଲପାହାଡ଼ ରେହେମତ ନଗରର ଅଞ୍ଚଳର ବୋଲି ଜଣାପଡିଛି।…
ଚିକିଟି ବିଷାକ୍ତ ମଦରେ ଆଖି ବୁଜିଲେ ଆଉ ଜଣେ
ଚିକିଟି,୧।୯(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ରବିବାର ମଧ୍ୟାହ୍ନରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ କରବାଲୁଆ ଗ୍ରାମର ବାୟା ସେଠୀ। ସେ ଦୀର୍ଘ ଦିନ…
କେସିଙ୍ଗା ଏନ୍ଏସିରେ ବଡାଖାନା କାର୍ଯ୍ୟକ୍ରମ
କେସିଙ୍ଗା,୧।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର କଲ୍ୟାଣ ମଣ୍ଡପ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ ବଡାଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅଧ୍ୟକ୍ଷ ନୃପରାଜ ବଡାଖାନା କାର୍ଯ୍ୟକ୍ରମ ବିଷୟରେ ବିଷଦ ଭାବେ ଆଲୋକପାତ କରିଥିଲେ।…
ଗୋରୁପଲଙ୍କୁ ବଞ୍ଚେଇବାକୁ ଯାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍
ଜି ଉଦୟଗିରି ୧।୯(ଶିଶିର ପଟ୍ଟନାୟକ ): କନ୍ଧମାଳ ଜିଲା ଜି ଉଦୟଗିରି ବ୍ଲକ ଅଧୀନ ଲିଙ୍ଗାଗଡ଼ ଗ୍ରାମ ନିକଟ ବୁଲାଣୀ ରାସ୍ତାରେ ରବିବାର ମଧ୍ୟାହ୍ନରେ ମାଳତୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ମିଳିଥିବା ସୂଚନା…
ପୁରୀ ପରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ବଢ଼ିଲା: ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ
ଡେରାବିଶ,୧।୯(ବେବର୍ତ୍ତା ଅଜୟ ଦାସ): ରାଜ୍ୟରେ ବାର୍ଡ ଫ୍ଲୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ପରେ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଏଭଳିସ୍ଥିତିରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ଆଶଙ୍କ…
ଏନ୍ଏଚ୍ କଡ଼ରେ ପାର୍କିଂ, ବିପଦରେ ଛାତ୍ରୀଛାତ୍ରଙ୍କ ଜୀବନ
ଯାଜପୁର,୧ା୯(ହର୍ଷବର୍ଦ୍ଧନ ବେହେରା): ବ୍ୟାସନଗର କେନ୍ଦ୍ରୀୟ ବିଦ୍ୟାଳୟର ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କ ସୁରକ୍ଷାକୁ ନେଇ ଚିନ୍ତାରେ ରହିଛନ୍ତି। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଅନୁଦାନ ଓ ତତ୍ତ୍ୱାବଧାନରେ ଯାଜପୁର ଜିଲା କୋରାଇ ଥାନା ଅନ୍ତର୍ଗତ ଇଟାପୁର ମୌଜାର ୨୦ ନମ୍ବର ଜାତୀୟ…
ବିଇଓଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ, ଏତିକି ଟଙ୍କାର ସମ୍ପତ୍ତି ଠାବ
ଛତ୍ରପୁର,୧ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କୁ ରବିବାର ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରିଛି। ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ବାସଭବନ, କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ତାଙ୍କର ବ୍ରହ୍ମପୁରସ୍ଥିତ ଖୋଡ଼ାସିଙ୍ଗି ନିକଟ…
ଭିଜିଲାନ୍ସ ଧରୁଧରୁ ବେହୋସ ହୋଇପଡ଼ିଥିଲେ ଯନ୍ତ୍ରୀ, ଘରୁ ମିଳିଲାଣି ନଗଦ ୧୪ ଲକ୍ଷ ୮୧ ହଜାର
ରାୟଗଡ଼ା,୧ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା। ଆଜି ତାଙ୍କ ଘରୁ ବିପୁଳ ସଂପତ୍ତି ଠାବ କରାଯାଇଛି। ରବିବାର ମଧ୍ୟ ତାଙ୍କ ଘରେ ଚଢ଼ାଉ ଜାରି ରହିଛି। ଚୌଧୁରୀଙ୍କ…
Archives


