ଆମ ଜିଲା ଖବର

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ ୨୦ ଟିକିଆ ହାତୀପଲ ଡେରା ପକାଇଥିବା ସମୟରେ କିଛି ଅମାନିଆ ଯୁବକ ହାତୀପଲଙ୍କୁ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ କଂସ ଜେନାଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛି। ଥାନା…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨ ମହଲା କୋଠା ଲୁଚିଗଲାଣି। ଫଳରେ ଯେଉଁ ଉଦ୍ଦେଶ୍ୟ ନେଇ ପାଠାଗାର ନିର୍ମାଣ ହୋଇଥିଲା…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ପିସିସି ସଭାପତି ତଥା…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ ଜିଲା ଜଜ୍‌(ପୋସ୍କୋ) ମୋନାଲିସା ମହାନ୍ତି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ଶନିବାର ଅପରାହ୍ନରେ ହାତୀପଲ ନଦୀର ବନ୍ୟା ଜଳରେ ପ୍ରବେଶ…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖାର୍ଗେ ପ୍ରଶ୍ନ ଉଠାଇଛନ୍ତି। ଆସନ୍ତା ୧୫ ତାରିଖରୁ ନେଦରଲାଣ୍ଡ୍ସ ଓ ବେଲଜିୟମରେ ଆରମ୍ଭ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି ଫେରୁଥିବା ବେଳେ ରାତି ପ୍ରାୟ ୮ ଟାରେ ମା ‘ ମହୁରୀ କାଳୁଆ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ ହରାଇ ଛିଟିକି ପଡ଼ିବାରୁ ଦୁଇ ଜଣ ସ୍କୁଲ ଛାତ୍ର ଗୁରୁତର ଆହତ ହୋଇଛନ୍ତି।…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ବ୍ଲକ୍ ଅଧ୍ୟକ୍ଷା ବୀଣାପାଣି ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଚଳିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ ନେଇ ଫେରାର ହୋଇଗଲେ ଦୁର୍ବୃତ୍ତ। ଗଜପତି ଜିଲା ପାରଳାଖେମୁଣ୍ଡିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?