ଜନସାଧାରଣଙ୍କୁ ବନ୍ୟପ୍ରାଣୀ ପିସିସିଏଫଙ୍କ ଆହ୍ଵାନ, ‘ସଭ୍ୟ ସମାଜରେ ଏହାର କୌଣସି ସ୍ଥାନ ନାହିଁ’
ଭୁବନେଶ୍ୱର,୨୦।୧୧: ନୂଆପଡ଼ା ଜିଲାରେ କଲରାପତରିଆ ବାଘକୁ ଫାଶରେ ଧରି ରାନ୍ଧିଣ ଖାଇବା ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶିକାରୀମାନେ ବାରହା ଧରିବାକୁ ଜାଲ ବିଛାଇଥିବା ବେଳେ ଏଥିରେ କଲରାପରତିଆ ପଡ଼ିଥିଲେ। ନୃଶଂସ ଶିକାରୀମାନେ ତାକୁ ବି ଛାଡ଼ିଲେନି। ଜଙ୍ଗଲ…
ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…
ଭବାନୀପାଟଣା/ଧର୍ମଗଡ଼,୨୦ା୧୧(ଉତ୍ତମ କୁମାର ଦାଶ/ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ଘଟଣାରେ ଧର୍ମଗଡ଼ ଅତିରିକ୍ତ ଜିଲା…
ରାସ୍ତା ଉପରୁ ପରିବା ଦୋକାନ ହଟାଇଲା ପ୍ରଶାସନ
ହିଞ୍ଜିଳିକାଟୁ,୨୦ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପରିବା ମାର୍କେଟ ତାରାତାରିଣୀ ରାସ୍ତା ଉପରେ ବସି ବ୍ୟବସାୟ କରୁଥିବା ପରିବା ବ୍ୟବସାୟୀଙ୍କୁ ବୁଧବାର ହଟାଇଛି ପ୍ରଶାସନ। ରାସ୍ତାର ଉଭୟ ପାଶର୍ବରେ ବହୁ କ୍ଷୁଦ୍ର ପରିବା ବ୍ୟବସାୟୀ ରାସ୍ତା ଉପରେ ବସି ବ୍ୟବସାୟ କରି…
୫ ମାସରେ ଶୁଣାଣି ଶେଷ: ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ
କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍ ଅଶୋକ କୁମାର ପଣ୍ଡା ଏକ ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ଶୁକ୍ରା ଜୁଆଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ ହଜାର ଟଙ୍କା ଜରିମାନା ଆଦେଶ କରଛନ୍ତି। ଜରିମାନା ଅନାଦେୟ…
ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା
କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛ। ସୂଚନାଯୋଗ୍ୟ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…
ହାତୀ ଲଢ଼େଇ: କାଦୁଅରେ ପଶିଗଲା ଶୁଣ୍ଢ, ଆଉ ତା’ ପରେ…
ମୋରଡ଼ା,୨୦ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ତଥା ମୋରଡ଼ା ବ୍ଲକ ଅଧୀନ ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲର ସୁନାହଜା ନିକଟରେ ଏକ ହାତୀ କାଦୁଅରେ ପଶିଯିବାରୁ ତା’ର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଉକ୍ତ ସଂରକ୍ଷିତ ଜଙ୍ଗଲରେ ଗତ ତିନିଦିନ…
ବରୁଣେଇ ପାହାଡ଼ରେ ଲାଗିଲା ନିଆଁ
ଖୋର୍ଦ୍ଧା,୨୦ା୧୧(ପ୍ରଭାତ ପାଣିଗ୍ରାହୀ): ବୁଧବାର ପୁଣି ବରୁଣେଇ ପାହାଡ଼ରେ ନିଆଁ ଲାଗିଛି। ତେବେ ଏହି ନିଆଁ କିଭଳି ଲାଗିଲା ସେ ବିଷୟରେ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ଏହି ଅଗ୍ନିକାଣ୍ଡରେ ବରୁଣେଇ ପାହାଡ଼ ଉପରେ ଥିବା ଗଛସବୁ ଜଳୁଥିବାର ଦେଖିବାକୁ ମିଳିଥିଲା। ଖବର ପାଇ…
ସମ୍ବଲପୁରରେ ପୁଣି ନିଷିଦ୍ଧ କଫ୍ସିରପ୍ ଜବତ, ୧୨ ଜଣଙ୍କୁ ବାନ୍ଧିଲା ପୋଲିସ
ସମ୍ବଲପୁର,୨୦ା୧୧: ସମ୍ବଲପୁରରେ ପୁଣି ବିପୁଳ ପରିମାଣର ନିଷିଦ୍ଧ କଫ୍ସିରପ ଜବତ ହୋଇଛି। ଗତ ୧୭ ତାରିଖରେ ସଦରଥାନା ପୋଲିସ ଦ୍ବାରା ୧୦୦ ମିଲିମିଟର ବିଶିଷ୍ଟ ୨୨୭୨ଟି ଓ୍ବିନ୍ସିରେକ୍ସ କଫ୍ସିରପ୍ ଜବତ ହୋଇଥିବାବେଳେ ଏ ସଂକ୍ରାନ୍ତରେ ୨୦ ଜଣଙ୍କୁ ଗିରଫ କରାଯାଇଥିଲା। ଏହାର…
ସାକ୍ଷୀଗୋପାଳ ବିଦ୍ୟୁତ ସବଡିଭିଜନ କାର୍ଯ୍ୟାଳୟରେ ଧାରଣା
ସାକ୍ଷୀଗୋପାଳ,୨୦।୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଗ୍ରାମୀଣ ମହିଳାମାନଙ୍କ ଆତ୍ମନିର୍ଭରଶୀଳ ନିମନ୍ତେ ଗଠନ କରାଯାଇଥିବା ଶ୍ରୀରାଧା ମରା ନଡ଼ିଆ ତେଲ କ୍ଲଷ୍ଟରରୁ ବିଦ୍ୟୁତ ସଂଯୋଗ କାଟି ଦିଆଯିବାରୁ ମହିଳାମାନେ ବୁଧବାର ସାକ୍ଷୀଗୋପାଳ ବିଦ୍ୟୁତ ସବଡିଭିଜନ କାର୍ଯ୍ୟାଳୟ ସହିତ ଗ୍ରୀଡରେ ତାଲା ପକାଇ ଦେଇ…
ସରିଲା ରାଜନଗର ବାଲିଯାତ୍ରା
ପାଟଣା,୨୦।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବାଲିଯାତ୍ରା ମହୋତ୍ସବ ଉଦଯାପିତ ହୋଇଛି । ଆୟୋଜିତ ସଭା ବାଲିଯାତ୍ରା କମିଟି ସଭାପତି ତୃପ୍ତି ରଞ୍ଜନ ସିଂଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ…
କୁରକୁରେ ଦେବି କହି ଭାଣିଜୀଙ୍କୁ ବଳାତ୍କାର କଲେ ମାମୁ: ଆଇସିୟୁରେ ନିରୀହ ନାବାଳିକା, ଆଉ ମାମୁ….
ବାରଙ୍ଗ,୨୦।୧୧(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଅଞ୍ଚଳରେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ୬ ବର୍ଷ ଝିଅକୁ ବଳାତ୍କାର କରାଯାଇଥିବା ନେଇ ବାରଙ୍ଗ ଥାନାରେ ମାମଲା ରୁଜୁ ହୋଇଛି। ବଳାତ୍କାର କରିଥିବା ଯୁବକ ହେଉଛନ୍ତି ଝାଡ଼ଖଣ୍ଡ ଅଞ୍ଚଳର। ସେ…
ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ
ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର…
Archives


