ଆମ ଜିଲା ଖବର

ରାସ୍ତାରେ ଆଇଇଡି ଖଞ୍ଜିଥିଲେ ମାଓବାଦୀ, ଯବାନଙ୍କ ପିକ୍‌ଅପ୍‌ ଯିବା ସମୟରେ…

ମାଲକାନଗିରି,୨୪ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଓ ଭୋପାଳପାଟନମ୍‌ ଜାତୀୟ ରାଜପଥରେ ମାଓବାଦୀମାନେ ଏକ ବଡ଼ଧରଣର ବିସ୍ଫୋରଣ ଘଟାଇଛନ୍ତି। ବିଜାପୁର ଗୋର୍ଲା ନାଲା ନିକଟରେ ଘଟିଥିବା ମାଓବାଦୀ ବିସ୍ଫୋରଣରେ ସୁରକ୍ଷା ବାହିନୀଙ୍କ ପିକ୍‌ଅପ୍‌ ଭ୍ୟାନ୍‌ ଅଳ୍ପକେ ବର୍ତ୍ତି ଯାଇଛି। ଯବାନମାନଙ୍କୁ…

ଘର ଉପରେ ଉପୁଡି ପଡ଼ିଲା ଆମ୍ବଗଛ: ମା’-ପୁଅ ଗୁରୁତର

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖେମୁଣ୍ଡିଖୋଲ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି। ଗ୍ରାମର ଏକ ଚାଳଛପର ଘର ଉପରେ ଏକ ଆମ୍ବଗଛ ଉପୁଡି ପଡିବାରୁ ଶାନ୍ତି ଦଳବେହେରା ନାମ୍ନୀ ଜଣେ ମହିଳା ଏବଂ ତାଙ୍କ ୭…

ଶଙ୍କରଙ୍କ ଦର୍ଶନ ପାଇଁ ଚାରିଧାମ ସାଇକେଲ ଯାତ୍ରାରେ ବାହାରିଲେ ଯୁବକ ଶଙ୍କର

ଦାରିଙ୍ଗବାଡ଼ି,୨୪ା୩(ଅରୁଣ ସାହୁ): ଶଙ୍କରଙ୍କ ଦର୍ଶନ ପାଇଁ ଶଙ୍କର ବାହାରିଛନ୍ତି ସେ ବି ସାଇକଲରେ। ଏଭଳି ଘଟଣା ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଲୋହରା ସାହିରେ। ଉକ୍ତ ସାହିର ବୈକୁଣ୍ଠନାଥ ସାହୁଙ୍କ ୨୩ ବର୍ଷୀୟ…

୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୨୪।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ସୋମବାର ଗୃହର ଏକ ପ୍ରଶ୍ନର ଉତ୍ତରରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୭୬୪ ପଞ୍ଚାୟତରେ ଇଣ୍ଟରନେଟ ସେବା ନ ଥିବା ସେ…

‘ସମାଜରେ ନାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭଞ୍ଜନଗର,୨୪ା୩(ବାବୁଲା ପ୍ରଧାନ): ଘୁମୁସର ଲେଖିକା ସଂସଦ ଜୁନ୍‌ ମାସରେ ତା’ର ବାର୍ଷିକ ଉତ୍ସବ ପାଳନ କରିବାକୁ ଯାଉଛି। ତେଣୁ ରବିବାର ସ୍ଥାନୀୟ ଶ୍ରୀ ସତ୍ୟସାଇ ବିଦ୍ୟାବିହାର ଠାରେ କନିଷ୍ଠ ବର୍ଗ ଏବଂ ବରିଷ୍ଠ ବର୍ଗ ବାଳିକାଙ୍କ ମଧ୍ୟରେ ନୃତ୍ୟ, ଗୀତ, ବକ୍ତୃତା,ଯୋଗାସନ…

ଚିତ୍ର ଆଙ୍କି ଚର୍ଚ୍ଚାରେ ତୁଳସୀ

ଗଞ୍ଜାମ,୨୪ା୩(ବିଦ୍ୟାଧର ସାହୁ): ବଣର ମଲ୍ଲୀ ବଣରେ ଫୁଟି ମଉଳି ଯିବା ଭଳି ଘଟଣା ଏବେ ପଦାକୁ ଆସିଛି l ଗଞ୍ଜାମ ଜିଲା କୋମଣ୍ଡ ପଞ୍ଚାୟତ ବଡ ରାମ ପଲି ଗ୍ରାମର ବିନାୟକ ରଥ ଏବଂ ମମିତା ରଥଙ୍କ ଏକ ମାତ୍ର କନ୍ୟା…

କିଏ ଛେଳି ଚରାଉଥିଲେ ତ କିଏ ମୁଗ ଉପାଡୁଥିଲେ, ପଛପଟୁ ଆସିଲା ବାର୍‌ହା, ଆଉ ତା’ ପରେ…

ଦିଗପହଣ୍ଡି,୨୪ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ସୋମବାର ସକାଳେ ବନ୍ୟଜନ୍ତୁ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି। ଆହତମାନେ ହେଲେ ପୁରୁଣା ଗୁମ୍ମା ଗ୍ରାମର ଅଭିମନ୍ୟୁ ମହାଙ୍କୁଡ଼(୭୦), ମୌଳାଭଞ୍ଜା ଗ୍ରାମର ବି. ଚକ୍ରପାଣି(୬୫)…

ଋଷିକୂଲ୍ୟା ମୁହାଣରେ ବିରଳ ପ୍ରଜାତିର କଇଁଛ, ଅଣ୍ଡା ଦେବାକୁ ଆସି…

ଗଞ୍ଜାମ,୨୪ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୁରୁଣା ବନ୍ଧ ଗ୍ରାମସ୍ଥିତ ଋଷୁକୂଲ୍ୟା ବେଳାଭୂମିରେ ଏକ ବିରଳ ପ୍ରଜାତିର କଇଁଛ ଅଣ୍ଡାଦାନ କରିବାକୁ ଆସିଥିବା ଚର୍ଚ୍ଚା ଜୋର ଧରିଛି l ଉକ୍ତ ଲାଲ ରଙ୍ଗର କଇଁଛ ୧୦୦ରୁ ଊର୍ଦ୍ଧ୍ୱ ଅଣ୍ଡା…

ଘରୁ ଯାଇ ଆଉ ଫେରି ନ ଥିଲେ ନାବାଳିକା, ଜଙ୍ଗଲରୁ ମିଳିଲା କ୍ଷତବିକ୍ଷତ ମୃତଦେହ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଞ୍ଚଳରୁ ଗତ ୨୦ ତାରିଖରୁ ନିଖୋଜ ହୋଇଥିବା ନାବାଳିକା (୧୭ବର୍ଷ)ଙ୍କ ମୃତଦେହ ରବିବାର ବୁର୍ଲା ଥାନା ଅଶୋକ ନିବାସ ନିକଟ ଏକ ଜଙ୍ଗଲରୁ ପୋଲିସ ଜବତ କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ମୁଣ୍ଡରେ ଆଘାତ ଦେଇ…

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲାଣି ଟୋଲ ପ୍ଲାଜା ନିକଟରେ ଏକ ଲୁହା ପଥର ବୋଝେଇ ଟ୍ରକ୍‌ ପଛପଟରେ ଆଉ ଏକ ଟ୍ରକ୍‌ ପିଟି ହେବାରୁ ଟ୍ରକ୍‌ରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କୋଇଡ଼ା…

ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ଜଣେ ଆହତ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବାହାଡ଼ାପୋଶି ଓଭର ବ୍ରିଜ୍‌ ଉପରେ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟରକୁ ଏକ କଣ୍ଟେନର ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ…

କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଧାନ ଓ ପରିବା ଅଭାବୀ ବିକ୍ରି ସାଧାରଣରେ ପରିଣତ ହୋଇଛି। ଅନ୍ୟପଟେ କେତେବେଳେ ବର୍ଷାଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?