ଆମ ଜିଲା ଖବର

କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଧାନ ଓ ପରିବା ଅଭାବୀ ବିକ୍ରି ସାଧାରଣରେ ପରିଣତ ହୋଇଛି। ଅନ୍ୟପଟେ କେତେବେଳେ ବର୍ଷାଭାବ…

ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର

ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ପାଇବାକୁ ହେଲେ ଆଧାର କାର୍ଡର ଆବଶ୍ୟକ ପଡୁଥିବା ବେଳେ…

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ…

କଇଁଚଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯ ଓ ଦ୍ୱିତୀୟ ଦିନରେ ୩୯ ହଜାର ୫୨୧ ମା’ କଇଁଚ ଅଣ୍ଡାଦାନ କରିଛନ୍ତି। ସେହିପରି…

ଅଙ୍ଗନବାଡ଼ି ଛତୁଆ ଖାଇ ଦୁଇ ଭଉଣୀ ମୃତ; ବାପା, ବଡ଼ ଝିଅ ଗୁରୁତର

ଗଜପତି, ୨୩ା୩(ଗିରିଧାରୀ ପରିଛା): ବିଷାକ୍ତ ଛତୁଆ ଖାଇ ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ରାମଗିରିରେ। ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ ଗୁଣବତୀ ବଡମୁଣ୍ଡି (୩) ମୃତ୍ୟୁ ବରଣ କରିଥିବା ବେଳେ ବାପା ଏବଂ…

ପିକଅପ୍‌ ଭ୍ୟାନ୍‌ ଧକ୍କା: ଚାଳିଗଲା ସ୍କୁଟି ଚାଳକଙ୍କ ଜୀବନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବାନ୍ଦୁଟିକ୍ରା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତବେଗରେ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଧକ୍କା ଦେବା ଯୋଗୁଁ ଘଟଣାସ୍ଥଳରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି…

ଜଙ୍ଗଲରେ ପଡ଼ିଥିବା ଖୁଣ୍ଟିକୁ ନେଇ ରାଜନୀତି: ଆନ୍ଧ୍ର ତହସିଲଦାରଙ୍କ ନିକଟରେ ସୁରକ୍ଷା ଦାବି କଲେ ଗ୍ରାମବାସୀ

ପଟ୍ଟାଙ୍ଗି,୨୩ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀରେ ଥିବା କୋଟିଆ ପଞ୍ଚାୟତ ଉପରସେମ୍ବି ଗ୍ରାମ ନିକଟ ଜଙ୍ଗଲରେ ପଡ଼ିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ଆନ୍ଧ୍ରର ରାଜନୈତିକ ଦଳ ରାଜନୀତି କରୁଥିବା ବେଳେ ଓଡ଼ିଶା ସୀମାନ୍ତବାସୀ ସ୍ଥାନୀୟ ପ୍ରଶାସନ…

ଜଙ୍ଗଲରୁ ମଣିଷ କଙ୍କାଳ ଠାବ ମାମଲା: ମୃତକ ନାବାଳିକା ବୋଲି ଚିହ୍ନଟ

ସୋରଡ଼ା,୨୩ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହେବା ଘଟଣାର ଛାନଭିନ ଜାରି ରଖିଛି ପୋଲିସ। ତଦନ୍ତ ପରେ ପୋଲିସ ମୃତକଙ୍କ ପରିଚୟ ପାଇଛି। ସେ ଜଣେ ନାବାଳିକା। ଖବର ପ୍ରକାଶ…

ଶବ ଦାହ ପାଇଁ ମିଳୁନି କାଠ: DFO’ଙ୍କ ବାସଭବନ ଆଗରେ ମୃତଦେହ ରଖି ପ୍ରତିବାଦ

ସୁନ୍ଦରଗଡ଼,୨୩ା୩(ଜୟ ନାରାୟଣ ମେଣ୍ଡୁଳି): ମୃତଦେହ ସତ୍କାର ପାଇଁ କାଠ ନ ମିଳିବାରୁ ସନ୍ଧ୍ୟାରେ ସୁନ୍ଦରଗଡ ଡିଏଫଓଙ୍କ ବାସଭବନ ସମ୍ମୁଖରେ ମୃତଦେହ ରଖି ମୃତକଙ୍କ ପରିବାର ସହିତ ଶ୍ମଶାନ ବନ୍ଧୁ ଟିମ ଓ ସ୍ଥାନୀୟ ଲୋକେ ପ୍ରତିବାଦ କରି ଧାରଣାରେ ବସି ରହିଛନ୍ତି।…

ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଆସିକା ୩୨୬ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଗାଁ ପୋଲ ଉପରେ ରବିବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଧର୍ମରାୟପୁର ଗ୍ରାମର…

ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ: ୩ ଦିନ ପରେ ଗାଁ’ରେ ପହଞ୍ଚିଲା ମୃତଦେହ

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ଦାଦନ ଶ୍ରମିକ ଏ.ଯୋଗେନ୍ଦ୍ର ପାତ୍ର (୪୫) ଟ୍ରେନରୁ ଖସି ମୃତ୍ୟୁ ବରଣ କରିଛନ୍ତି। ରାଜେନ୍ଦ୍ର ପ୍ରାୟ ୬ ମାସ ପୂର୍ବେ କାମ କରିବାକୁ ମହାରାଷ୍ଟ୍ର ଯାଇଥିଲେ। ସେ ସେଠାକାର…

ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ

ସୁନ୍ଦରଗଡ଼,୨୩।୩(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଏକ ଚା’ଦୋକାନ ଭିତରକୁ ମାଡି ଯିବାଫଳରେ ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?