ଘୁମୁସର ବନଖଣ୍ଡକୁ ଜଗିବ ଏଆଇ କ୍ୟାମେରା: କାଠମାଫିଆ, ଶିକାରୀ ହେବେ ସାବାଡ଼
ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା ନିଆଯାଉଛି। ତେଣୁ ରାଜ୍ୟର ସମସ୍ତ ଜଙ୍ଗଲରେ ଏଆଇ କ୍ୟାମେରା ଲଗାଇବା ପାଇଁ ପଦକ୍ଷେପ ନିଆଯାଇଛି।…
ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି
କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଗାଁ ଧାନମଣ୍ଡି ପଳାଶପଙ୍ଗା ସେବା ସମବାୟ ସମିତି ପରିଦର୍ଶନ କରିଛନ୍ତି। ଧାନ ବିକ୍ରି କରିପାରି ନ ଥିବା ପଳାଶପଙ୍ଗା ଧାନମଣ୍ଡିର…
ଏପ୍ରିଲ ୨ରେ ଖଡ଼ିଛୁଆଁ: ପ୍ରବେଶ ଉତ୍ସବ ନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ
କୋରାପୁଟ,୨୩ା୩(ଅମିତାଭ ବେହେରା): ଆସନ୍ତା ଏପ୍ରିଲ ୨ରେ ଆରମ୍ଭ ହେବାକୁ ଥିବା ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ବଣ୍ଟନ ଆରମ୍ଭ ହୋଇଯାଇଛି। ଚଳିତ ଶିକ୍ଷାବର୍ଷ ଶିଶୁବାଟିକା ଏବଂ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ରକୁ ଅଭିଭାବକମାନଙ୍କୁ…
ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି
ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି।…
ପିପିଲିରେ ଲଜ୍ଜା: ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ପିପିଲି,୨୩ା୩(ପ୍ରଭାତ କୁମାର ମହାପାତ୍ର): ପୁରୀ ଜିଲା ପିପିଲିରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନବମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ ଥିବା ନେଇ ଛାତ୍ରୀଙ୍କ ପରିବାର ଲୋକେ ପିପିଲି ଥାନାରେ ଶନିବାର ଅଭିଯୋଗ କରିଛନ୍ତି। ପୋଲିସ…
ଟାଙ୍ଗଣାପଲ୍ଲୀ ପଞ୍ଚାୟତରେ ଭାଜପାର ମିଶ୍ରଣ ପର୍ବ; ଦଳ ଛାଡି…
ଛତ୍ରପୁର, ୨୩।୩( ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଟ ବଗଡ଼ ଗ୍ରାମ ନିକଟରେ ଭାଜପାର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଟାଙ୍ଗଣାପଲ୍ଲୀ ସରପଞ୍ଚ ବି. ସୁଦାମ, ସମିତି ସଭ୍ୟା…
ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…
କେନ୍ଦୁଝର, ୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟରେ ମହିଳା ହିଂସା ସୀମା ଟପିଛି ବୋଲି ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି। କେନ୍ଦୁଝର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ରାଜ୍ୟରେ ବିଜେଡି ୨୪ ବର୍ଷର କୁଶାସନ ପରେ…
କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ଦୁଇ ମନ୍ତ୍ରୀ, ରୋଷ ଝାଡ଼ିଲେ ଲୋକେ, ଫିଙ୍ଗିଲେ ଢେଲାପଥର
ବାରିପଦା,୨୩ା୩: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ଲୋକେ ପ୍ରବଳ ବିରୋଧ କରିଛନ୍ତି। କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି ବୋଲି କହି ରୋଷ ଝାଡ଼ିଛନ୍ତି ଲୋକେ। ଫଳରେ ମନ୍ତ୍ରୀଙ୍କୁ ଛାଡ଼ି ଆସୁଥିବା ଗାଡ଼ି ଉପରକୁ ପଥରମାଡ଼ କରିଛନ୍ତି ଉତ୍ତ୍ୟେକ୍ତ…
ପିପଳପଙ୍କା ଡ୍ୟାମ ନିର୍ମାଣକୁ ବିରୋଧ, ଋଷିକୂଲ୍ୟା ସୁରକ୍ଷା କ୍ରିୟାନୁଷ୍ଠାନ କମିଟିର ପଦଯାତ୍ରା
ଛତ୍ରପୁର, ୨୩।୩(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜ଼ିଲା ସୋରଡ଼ାରେ ପିପଳପଙ୍କାରେ ଋଷିକୂଲ୍ୟା ନଦୀର ଜଳକୁ ଅଟକାଇ ଏକ ଡ୍ୟାମ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିରୋଧ କରି ଋଷିକୂଲ୍ୟା ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗତ ୧୬…
ଭଉଣୀ ଘରକୁ ଆସିଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଭାଇର ଜୀବନ
କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ରବିବାର ସକାଳେ ଜଣେ ନାବାଳକ ପୋଖରୀରେ ବୁଡି ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୋଖରୀରେ ଗାଧୋଉଥିବା ବେଳେ ହଠାତ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇ ଯାଇଥିଲା।…
୬ ମଦ ଦୋକାନରୁ ଚୋରି: କାର୍ ସମେତ ୧ ଲକ୍ଷ ୭୫ ହଜାର ଟଙ୍କା ଜବତ, ୫ ଗିରଫ
ଭଞ୍ଜନଗର,୨୩ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ୬ଟି ବିଦେଶୀ ମଦ ଦୋକାନରୁ ଇତି ମଧ୍ୟରେ ଚୋରି ହୋଇଥିଲା। ଦୁର୍ବୃତ୍ତମାନେ ଜିଲାର ରମ୍ଭା, ଛତ୍ରପୁର, ବେଗୁନିଆପଡ଼ା, ଗଞ୍ଜାମ, ଭଞ୍ଜନଗର ଥାନା ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ମଦ ଦୋକାନରୁ ଚୋରି କରି ଚାଲିଥିଲେ। ପୋଲିସ…
ଆଗକୁ ମା’ କାଳୀଙ୍କ ଦଣ୍ଡଯାତ୍ରା, ଗଞ୍ଜାମ ସହର ଚଳଚଞ୍ଚଳ
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ ): ଆସନ୍ତା ୨୫ରୁ ଆରମ୍ଭ ହେବ ଗଞ୍ଜାମ ଜିଲା ପ୍ରସିଦ୍ଧ ମା କାଳୀଙ୍କ ଦଣ୍ଡଯାତ୍ରା l ଏଥିପାଇଁ ଗଞ୍ଜାମ ସହର ସମେତ ଆଖପାଖ ଅଞ୍ଚଳ ଚଳଚଞ୍ଚଳ ହୋଇ ଉଠିଛି। କିଛି ସ୍ଥାନରେ ତେର ଦିନିଆ ଆଉ କିଛି ସ୍ଥାନରେ…

