ଆମ ଜିଲା ଖବର

କୋଭିଡ୍‌ ପରେ ମାନସିକ ସମସ୍ୟା ବଢ଼ିଛି

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ସମନ୍ବିତ ମାନସିକ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଓ ନିଶା ନିବାରଣ କେନ୍ଦ୍ର, ଗଞ୍ଜାମ ଆନୁକୂଲ୍ୟରେ ସୋମବାର ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇଛି। ଏହି ଅବସରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ...

ଅପହରଣର ୨୪ଘଣ୍ଟା ପରେ ନାବାଳିକା ଉଦ୍ଧାର

ତୁମୁଡିବନ୍ଧ,୧୧ା୧୦(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ ବର୍ଷିିୟା ନାବାଳିକାଙ୍କୁ ରବିବାର ଅପହରଣ କରାଯାଇଥିଲା। ଏହାର ୨୪ଘଣ୍ଟା ପରେ ଅର୍ଥାତ୍‌ ସୋମବାର ମାଲିପଡା ରାସ୍ତାରେ ନାବାଳିକା ଜଣକ ଏକା ଚାଲି ଚାଲି ଯାଉଥିବା ବେଳେ ତୁମୁଡିବନ୍ଧ ପୋଲିସ...

ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ପରିବାର

କେନ୍ଦୁଝର,୧୧ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଝୁମ୍ପୁରା ଗ୍ରାମରେ ଶ୍ୱଶୁର ଘରେ ଲୋକେ ନିର୍ଯାତନ ଦେଇ ବୋହୂଙ୍କୁ ପୋଡ଼ି ମାରି ଦେଇଥିଲେ। ବାପଘର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ସ୍ବାମୀଙ୍କୁ ଗିରଫ କରିଛି। ମାତ୍ର ପୋଲିସ ତଦନ୍ତରେ ଅବହେଳା...

୧୩୪ ବୁଥ୍‌ର ନାମ ପରିବର୍ତ୍ତନ

ଭଦ୍ରକ ଅଫିସ, ୧୧ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜାତୀୟ...

ରାସ୍ତା ମରାମତି ନ ହେଲେ ଧାରଣା

ଭଦ୍ରକ ଅଫିସ, ୧୧ା୧୦: ଭଦ୍ରକ ସଦର ବ୍ଲକର ଚାରିତିରା-କାଜିପୋଖରୀ ଓ ବରପଦା ପଖିଆଗୁଡ଼ି ହନୁମାନ ଛକଠାରୁ ମିଟୁଆଣି ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ରାସ୍ତାର ମରାମତି ଦାବିରେ ଆସନ୍ତା ଅକ୍ଟୋବର ୧୯ ତାରିଖରେ ଭଦ୍ରକ-ଆନନ୍ଦପୁର ରାସ୍ତାର ବରପଦା ଛକରେ ଧାରଣା ଦେବାକୁ ସମ୍ପୃକ୍ତ...

ବିଳମ୍ବରେ ଅଣ୍ଡା, ଛତୁଆ ବଣ୍ଟନ ନେଇ ଅସନ୍ତୋଷ

ରସୁଲପୁର,୧୧ା୧୦ (ଡି.ଏନ.ଏ.): ରସୁଲପୁର ବ୍ଲକ ସମନ୍ବିତ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ମାନପୁର ଅଙ୍ଗନୱାଡ଼ି କେନ୍ଦ୍ରରେ ଅଣ୍ଡା ଛତୁଆ ବଣ୍ଟନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ଏ ନେଇ ରସୁଲପୁର ମହିଳା ଓ ଶିଶୁ...

ଚିରସ୍ରୋତା ହେବ ଛିଣ୍ଡା ଖରସ୍ରୋତା

ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ଛିଣ୍ଡା ଖରସ୍ରୋତାକୁ ପୁନରୁଦ୍ଧାର କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜଳ ସମ୍ପଦ ବିଭାଗର ଅଧସ୍ଥନ ସଚିବ ଭାଗିରଥି ପାଢୀ ପ୍ରକଳ୍ପ ନିର୍ମାଣ ଓ...

ପଟ୍ଟାମୁଣ୍ଡାଇରେ ବଢୁଛି ନକଲି ଔଷଧ କାରବାର

ପଟ୍ଟାମୁଣ୍ଡାଇ,୧୧।୧୦ (ସ୍ବ.ପ୍ର.):ରୋଗରୁ ଆରୋଗ୍ୟ ଲାଭ ପାଇଁ ମନୁଷ୍ୟ ସେବନ କରୁଥିବା ଔଷଧ ଏବେ ମୃତ୍ୟୁର କାରଣ ସାଜିପାରେ ଏହା କେହି କଳ୍ପନାରେ ସୁଦ୍ଧା ଭାବି ପାରିବେ ନାହିଁ। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ମଧ୍ୟ ନକଲି ଔଷଧ ବଜାରରେ ବିକ୍ରି ଓ ସପ୍ଲାଇ...

ମହାନଦୀ ଗିଳୁଛି ବହାକୁଦ କାଜୁ ଜଙ୍ଗଲ

ମହାକାଳପଡା,୧୧ା୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବହାକୁଦ ଗଁା ସଂଲଗ୍ନ ମହାନଦୀର ପଠାରେ ଥିବା କାଜୁ ଜଙ୍ଗଲ ଧ୍ୱଂସହେବାରେ ଲାଗିଛି। ଶତାଧିକ କାଜୁ ଗଛ ସମୁଦ୍ର ଜୁଆର ମାଡ଼ରେ ଭାସି ଯାଉଥିବା ଦେଖିବାକୁ ମିଳୁଛି। ଏହି କାଜୁ...

ହବିଷିଆଳିଙ୍କୁ ଶାଲ୍‌ ଉପହାର ଦେବେ ସରକାର

ପୁରୀ ସହର,୧୧ା୧୦: ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅର୍ନ୍ତଭୂକ୍ତ ବୃନ୍ଦାବତୀ ନିବାସକୁ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିବା ସହ କାର୍ତ୍ତିକ ହବିଷିଆଳି ବ୍ରତ-୨୦୨୨ର ଶୁଭାରମ୍ଭ କରିଛନ୍ତି। ୧୧୮ଟି କୋଠରି ଥିବା ଆଠମହଲା...

ଡାକ୍ତରଙ୍କ ବ୍ୟାଙ୍କ ଖାତାରୁ ୩.୨୫ଲକ୍ଷ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧ା୧୦:ଜଣେ ଡାକ୍ତର ସାଇବର ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜପତି ଜିଲା ଆର୍‌.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସର୍ଜରି ବିଭାଗର ଡା.ଲକ୍ଷ୍ମୀକାନ୍ତ ଚାନ୍ଦ। ଗତ ଶନିବାର ତାଙ୍କ ଏସ୍‌ବିଆଇ ଆକାଉଣ୍ଟ ଜମାଖାତାରୁ ଅନ୍‌ଲାଇନ୍‌ରେ ପ୍ରାୟ ୩.୨୫ଲକ୍ଷ ଟଙ୍କା...

ଅଭାବରୁ ପଶିଛି ଚିନ୍ତା

ଯାଜପୁର ଅଫିସ/ପୁରୀ ଅଫିସ,୧୧ା୧୦:ରାଜ୍ୟର ପୁରୀ ଶ୍ରୀମନ୍ଦିର ସମେତ ଅନ୍ୟାନ୍ୟ ୨୦ଟି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏହି କାର୍ଯ୍ୟ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିଃ ବା ଓଡ଼ିଶା ବ୍ରିଜ ଆଣ୍ଡ କନ୍‌ଷ୍ଟ୍ରକ୍ସନ କର୍ପୋରେଶନ ଲିମିଟେଡ(ଓବିଆଣ୍ଡସିସି)କୁ ଦାୟିତ୍ୱ ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri