ଆମ ଜିଲା ଖବର

ନାବାଳିକା ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର, ୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ ଅଦାଲତ ବିଚାରପତି ପ୍ରଣତି ପଟ୍ଟନାୟକ ଶନିବାର ଏକ ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ପ୍ରମାଣ ଅଭାବରୁ ଉକ୍ତ ମାମଲାର ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଛତ୍ରପୁର ଥାନା…

ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର

ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍‌ ଫର୍‌ ଆଓ୍ବାର ଓ୍ବାନ୍‌ ଶେୟାରଡ୍‌ ହୋମ୍‌’। ବିଶ୍ୱବାସୀ ରାତି ୮ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ…

ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ

ବ୍ରହ୍ମଗିରି,୨୨।୩: ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରିରେ । ମୃତ ଯୁବକ ଜଣଙ୍କ ବିଲରେ କାମ କରୁଥିବା ବାପାମାଆଙ୍କୁ ଡାକି ସାଥୀରେ ଆସୁଥିବା ବେଳେ ଏଭଳି ଅଘଟଣ ଘଟିଛି…

ଓରିଏଣ୍ଟ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍‌: ଅଧିକାରୀ, କର୍ମଚାରୀଙ୍କୁ ପଚରାଉଚରା

ଝାରସୁଗୁଡ଼ା,୨୨।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶନିବାର ପଞ୍ଚମ ଦିନରେ ବ୍ରଜରାଜନଗର ଓରିଏଣ୍ଟ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ଥାନା କର୍ମଚାରୀ ଏବଂ ଅଧିକାରୀଙ୍କୁ ନବ ଦାସ ହତ୍ୟା…

ତପ୍ତପାଣି ଘାଟିରେ ଓଲଟିଲା ତେନ୍ତୁଲି ବୋଝେଇ ଟ୍ରକ୍‌ : ଚାଳକ ଗୁରୁତର

ଦିଗପହଣ୍ଡି,୨୨|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାରେ ଶନିବାର ଅପରାହ୍ନରେ ଏକ ତେନ୍ତୁଳି ବୋଝେଇ ଟ୍ରକ ନଂ.(ଓଆର ୦୫ ଏକ୍ୟୁ -୨୧୫୫) ଓଲଟି ପଡ଼ିବାରୁ ଟ୍ରକ୍ ଚାଳକ ଗୁରୁତର ଆହାତ ହୋଇଛନ୍ତି। ସେ…

କ୍ରିକେଟ ଖେଳିବାବେଳେ ବଜ୍ରପାତ, ପଡିଆରେ ଟଳି ପଡିଲେ ୧୦ମ ଶ୍ରେଣୀ ଛାତ୍ର

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ବଜ୍ରାଘାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ। ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ନାରାୟଣପୁର ଗ୍ରାମର ୧୦ମ ଶ୍ରେଣୀ ଛାତ୍ର ରାଜେଶ ଗୌଡ଼ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବଜ୍ରପାତ ପ୍ରଭାବରେ ମୃତ୍ୟୁବରଣ…

ଆଇବିସି ପିଙ୍କ ପାୱାର -୨୦୨୫: ର଼୍ୟାମ୍ପରେ ଚାଲିଲେ ଦିବ୍ୟାଙ୍ଗ ଛାତ୍ରୀ

ବରଗଡ଼,୨୨।୩(ପ୍ରେମାନନ୍ଦ ଖମାରୀ) :ଇଣ୍ଡିଆନ ବିୟୁଟି କାଉନସିଲ(ଆଇବିସି), ବରଗଡ଼ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଫ୍ୟାଶନ ଶୋ, ରିଲସ, ନୃତ୍ୟ ଏବଂ ପାରମ୍ପରିକ ଖାଦ୍ୟ ଉପରେ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇଆଇଏମ, ସମ୍ବଲପୁରର…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ଅତାବିରା,୨୨।୩(ହୃଷୀକେଶ ଖମାରୀ):: ବରଗଡ଼ର ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଜଣେ ବିବାହିତା ମହିଳାଙ୍କୁ ହ୍ଯଯା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ, ଉକ୍ତ ଗ୍ରାମର ଜେବିସ୍‌ ରାଉତଙ୍କ ସ୍ତ୍ରୀ…

ମାରାଗୁଡ଼ା ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି

ନୂଆପଡ଼ା,୨୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପରମ୍ପରା,ଐତିହ୍ୟ, କଳା, ସଂସ୍କୃତିକୁ ଉଜ୍ଜୀବିତ ରଖିବା ପାଇଁ ଜିଲାସ୍ତରୀୟ ମାରାଗୁଡା ଲୋକ ମହୋତ୍ସବ ଏପ୍ରିଲ ପ୍ରଥମ ସପ୍ତାହରେ ମିନି ଷ୍ଟାଡିୟମଠାରେ ଆୟୋଜିତ ହେବାକୁ ଯାଉଥିବାବେଳେ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଶୁକ୍ରବାର ପ୍ରଚାର କମିଟି ସଦସ୍ୟ…

କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

କର୍ଲାମୁଣ୍ଡା:୨୨।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘର ସଭାପତି ନବୀନ କିଶୋର ସାହୁଙ୍କ ନେତୃତ୍ୱରେ ଏକ ସାଧାରଣ ସଭା କରାଯାଇଥିଲା। ବର୍ତ୍ତମାନ ରାଜ୍ୟସାରା ଲଘୁ ଖଣିଜ ଦ୍ରବ୍ୟ (ବାଲି, ମେଟାଲ, ମୋରମ)…

ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: କୋର୍ଟ ଶୁଣାଇଲେ ଆଜୀବନ କାରାଦଣ୍ଡ 

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଆଖୁପଦର ଗ୍ରାମର ଗୀତାଞ୍ଜଳୀ ମୁଳିଙ୍କୁ ତାଙ୍କ ସ୍ବାମୀ ରାଜୁ ମୁଳିି ୨୦୨୩ ମସିହା ମେ ମାସ ୨୭ ତାରିଖ ରାତିରେ ହତ୍ୟା କରିଥିଲେ। ଏହି ମାମଲାର ରାୟ ଶନିବାର ପ୍ରକାଶ ପାଇଛି।…

ଗଞ୍ଜାମରେ ଅଦିନିଆ ବର୍ଷା: ଖଣ୍ଡଦେଉଳୀ ପଞ୍ଚୁଦୋଳ ଯାତ୍ରା ପ୍ରଭାବିତ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ): ତିନିଦିନ ଧରି ଲଗାଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଯେଉଁ ପୂର୍ବାନୁମାନ କରିଥିଲା ତାହା ସତ ହୋଇଛି। ଶନିବାର ପୂର୍ବାହ୍ନରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ପବନ ସାଙ୍ଗକୁ ବିଜୁଳି ଘଡଘଡି ଓ ପ୍ରବଳ ବର୍ଷା ହେଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?