ଆମ ଜିଲା ଖବର

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ ହରାଇ ପ୍ରାୟ ୪୦ ଫୁଟ ତଳକୁ ଖସିପଡ଼ିବାରୁ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନେଇ ଏକ ସ୍ୱତନ୍ତ୍ର ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ଉମାକାନ୍ତ ମିଶ୍ର ଯୋଗ ଦେଇ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨ ଦିନ ତଳେ ପିକ୍‌ ଫ୍ଲଡ ଥିଲା, ହୀରାକୁଦ ବନ୍ଧ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ କ୍ଲଷ୍ଟରସ୍ତରୀୟ ବୈଠକ ବୋରପଦର ପଞ୍ଚାୟତର ଅଗାଧୁପୁର ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ହୋଇଥିଲା। ବୈଠକରେ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ ବିରାଜିତ ମା ’ କନ୍ଧୁଣୀ ଦେବୀଙ୍କୁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଶନିବାର…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ ୧.୮.୨୦୨୩ରେ ଇଂରାଜୀ ଅଧ୍ୟାପକ ଭାବେ ଯୋଗ ଦେଇ ସୂଚାରୁ ରୂପେ କାର୍ଯ୍ୟ ତୁଲାଇ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦ ନଗଦ, ଗୋଟିଏ ଲୁହା ରଡ, ଗୋଟିଏ ମୋବାଇଲ ଫୋନ ଏବଂ ଦୁଇଟି କିପ୍ୟାଡ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ ଓ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ ପାଇଁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଛି। କିନ୍ତୁ ବରଗଡ଼ର କୋଶଲ ସଂଗ୍ରାମୀ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?