ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା
କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ…
ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍
ବୌଦ୍ଧ,୨୧।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ପରିସରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଥାନା ପରିସରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜବତ ୨ଟି କାର୍ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ, କୌଣସି କାରଣରୁ…
ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ: ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ
ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଗାଡି ଭଙ୍ଗାରୁଜା କରିବା ସହ…
ପଞ୍ଚାୟତର ୪୩ଲକ୍ଷ ଟଙ୍କା ହଡପ ଘଟଣା: ବନ୍ଧା ହୋଇ ଜେଲ ଗଲେ ପିଇଓ
ବ୍ରହ୍ମପୁର,୨୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ବିଭିନ୍ନଭତ୍ତା ଓ ସରକାରୀ ଯୋଜନାରେ ଆସିଥିବା ୪୩ଲକ୍ଷ ୧ହଜାର ୬୪୦ ଟଙ୍କା ହଡପ ଅଭିଯୋଗରେ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ପିଇଓ) କ୍ଷେତ୍ରମୋହନ ନାୟକଙ୍କୁ ଭିଜିଲାନ୍ସ ବାନ୍ଧିଛି। ମାମଲା ନଂ ୩/୨୫…
ଏକା ଥରକେ ୩ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍ପି
ବଡ଼ବିଲ,୨୧।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଠାକୁରାଣୀସ୍ଥିତ ଓଏମ୍ଡିସି (ଓଡ଼ିଶା ମିନେରାଲ୍ସ ଡେଭଲପମେଣ୍ଟ କମ୍ପାନୀ)ରେ କାର୍ଯ୍ୟରତ କର୍ମଚାରୀ ଏବଂ ଶ୍ରମିକଙ୍କୁ ଦୀର୍ଘ ୮ ମାସ ହେଲା ଦରମା ପ୍ରଦାନ କରାଯାଉ ନ ଥିବାରୁ ସେଠାରେ ଆନ୍ଦୋଳନ ଜାରି ରହିଛି।…
ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ
କେନ୍ଦୁଝର,୨୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ମାଧ୍ୟମିକ ସ୍କୁଲ ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଶିକ୍ଷକ ଭବନରେ କାର୍ଯ୍ୟକାରୀ ସଭାପତି ଚିନ୍ତାମଣୀ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର…
ସକାଳୁ ସକାଳୁ ମହୁଲ ଫୁଲ ସଂଗ୍ରହ କରିବାରେ ବ୍ୟସ୍ତ ଲୋକେ
ଖଜୁରୀପଡ଼ା, ୨୧।୩ (ବିଦୁର ବେହେରା): ଆସିଛି ଫଗୁଣ ମାସ ସମସ୍ତଙ୍କ ମନରେ ଆନନ୍ଦ ଉଲ୍ଲାସ ଦେଖାଯାଉଛି। ଏହି ମାସରେ ମହୁଲ ଗଛରେ ମହୁଲ ଫୁଲ ହୋଇ ଝଡି ପଡେ। ଏହି ମହୁଲ ଫୁଲ ସଂଗ୍ରହ କରିବା ପାଇଁ ଆଦିବାସୀ ମନରେ ଆଗ୍ରହ…
ଟାଟା ଷ୍ଟିଲ୍ରେ ଅଘଟଣ: ୮ ଶ୍ରମିକ ଆହତ
ଯାଜପୁର,୨୧।୩: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍ଟିଂ ସପ୍ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୮ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ଊଦ୍ଧାର କରି…
ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ
ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେଉ ନ ଥିବା ବେଳେ ତାଙ୍କ ସହମତିରେ ବିଜେଡି ବରିଷ୍ଠ ନେତା ଅମର…
ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଟିକା: ଏପ୍ରିଲ ୨ରେ ପ୍ରବେଶ ଉତ୍ସବ
ଝରିଗାଁ,୨୧।୩(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଲ ବାଟିକା । ଏପ୍ରିଲ ୨ରେ ପ୍ରବେଶ ଉତ୍ସବ ଏବଂ ଖଡି ଛୁଆଁ । ଛୋଟ ପିଲାଠାରୁ ଆରମ୍ଭ କରି ଉଚ୍ଚ ଶିକ୍ଷା ପର୍ଯ୍ୟନ୍ତ ପିଲାଟିଏ କିଭଳି ତାର ଗୁଣାତ୍ମକ…
ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ
ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି ସାଙ୍ଗ । ଟଙ୍କା ନେଣଦେଣକୁ ନେଇ ବଚସା ପରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।…
ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ
ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି। ଏସିଏଫ ରଶ୍ମି ରଞ୍ଜନ ସାଇଁ ଏଥିରେ ଅଧ୍ୟକ୍ଷତା କରିଥିଲେ। ସଭାରେ ବନ ଏବଂ ଖାଦ୍ୟ…

