ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୫ ହଜାର ଆଶାୟୀ
ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ପୋଟର୍ସ ଷ୍ଟାଡିଅମରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ୫ ହଜାର ଆଶାୟୀ ବେକାର ଯୁବତୀଯୁବକମାନେ ପଞ୍ଜୀକରଣ କରିଥିଲେ। ଏହାକୁ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଉଦ୍ଘାଟନ…
୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ
ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍ସି ଫଣ୍ଡ୍ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି ପରଜଙ୍ଗ ପୋଲିସ। ୭ଟି ଚେକ୍ରେ ୩୦ ଲକ୍ଷ ଟଙ୍କା ସମ୍ପୂର୍ଣ୍ଣ ଚଳୁ କରି ଦେଇଛନ୍ତି…
୩୦ ଘଣ୍ଟାରୁ ଅଧିକ ସମୟ ହେଲାଣି ୨ ବିଶିଷ୍ଠ ବ୍ୟବସାୟୀ ଘରେ ଚାଲିଛି ଆୟକର ଚଢାଉ
ଗଜପତି,୨୧।୩(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଦୁଇ ବିଶିଷ୍ଠ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ପାରଳାଖେମୁଣ୍ଡିର ଦୁଇ ବ୍ୟବସାୟୀ ହେଲେ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକାର। ଉଭୟଙ୍କ ଘରେ ଗତ ୩୦…
ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ
ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ କରିଛି ବ୍ରହ୍ମପୁର ପୋଲିସ। ସିଗାରେଟ୍ ଏବଂ ଅନ୍ୟାନ୍ୟ ତମାଖୁ ଉତ୍ପାଦ ଆଇନ ସମେତ ବିଭିନ୍ନ…
ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା
ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ ଆୟକର ବିଭାଗର ଅଧିକାରୀମାନେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରିଥିବା ସୂଚନା ମିଳିଛି।…
କଟକରେ ଚାଞ୍ଚଲ୍ୟ: ପୋଲିସ ପୋଷାକ ପିନ୍ଧି ମହାନଦୀକୁ ଡେଇଁ ପଡ଼ିଲେ…
କଟକ,୨୧।୩: କଟକ ମୁଣ୍ଡଳୀ ମହାନଦୀ ବ୍ରିଜ ଉପରେ ଶୁକ୍ରବାର ଜଣେ ଯୁବକଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ବ୍ୟାରେଜ ଗେଟ ଉପରେ ଚଢି ଯୁବକ ଜଣକ କିଛି ସମୟ ବ୍ୟାୟାମ କରିଥିଲେ। ପରେ ସେ ମହାନଦୀକୁ ଡିଆଁ ମାରି ଆତ୍ମହତ୍ୟା ଉଦ୍ୟମ କରିଥିଲେ।…
ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼ ଆରମ୍ଭ
ଝାରସୁଗୁଡ଼ା,୨୧।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍ ଶୁକ୍ରବାର ଚତୁର୍ଥ ଦିନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ତଦନ୍ତ ବେଳେ କ୍ରାଇମବ୍ରାଞ୍ଚ ଟିମ୍ ଝାରସୁଗୁଡ଼ା ବିମାନ ବନ୍ଦରରୁ ନବ ଦାସଙ୍କୁ ଏୟାର…
ପାଇପ୍ ବିଛାଇ ଠିକାଦାର ଫେରାର, ଜଳକଷ୍ଟ ଭୋଗୁଛନ୍ତି ସାମନ୍ତରାପୁରବାସୀ
ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧିନସ୍ଥ ଭିକାରୀପଲୀ ପଞ୍ଚାୟତର ସାମନ୍ତରାପୁରରେ ପାନୀୟ ଜଳ ମୁଖ୍ୟ ସମସ୍ୟା। ବିଶେଷକରି ଗ୍ରୀଷ୍ମ ରୁତୁରେ ଏହି ସମସ୍ୟା ଦ୍ୱିଗୁଣିତ ହୋଇଥାଏ। ଯାହାକୁ ଦୃଷ୍ଟିରେ ରଖି ୨୦୨୨-୨୩ରେ ପୂର୍ବତନ ସରକାର ଏହି ଗ୍ରାମକୁ ମେଗା…
ପୁସ୍ତକରେ ପ୍ରତିଫଳିତ ହେଲା ବିଭୁ ଚେତନା
ପାଟଣା,୨୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ମୁଖ୍ୟାଳୟରେ ଗୁରୁବାର ରାତିରେ ବର୍ଷୀୟାନ କବୟିତ୍ରୀ ନକ୍ଷେତ୍ରମାଳା ମିଶ୍ରଙ୍କ ‘ସମର୍ପଣ’ କବିତା ପୁସ୍ତକ ଉନ୍ମୋଚିତ ହୋଇଛି। ଏଥିରେ ଜଗନ୍ନାଥ ଭଜନ, ଜଣାଣ, ତାରିଣୀ ସ୍ତୁତି, ଶିବ ଓ ଗଣେଶ ବନ୍ଦନା ଆଦି ଅନ୍ତର୍ଭୁକ୍ତ…
୨୬ଘଣ୍ଟା ପରେ ଅନଶନ ଭାଙ୍ଗିଲେ ସମବାୟ ସମିତି ବୋର୍ଡ ସଭ୍ୟାସଭ୍ୟ
ଦାରିଙ୍ଗବାଡ଼ି,୨୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବୃହଦାଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟମାନେ ବିଭିନ୍ନ ଦାବି ନେଇ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ସକାଳଠାରୁ ଅନଶନରେ ବସିଥିଲେ। ତେବେ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସଭ୍ୟାସଭ୍ୟମାନେ ୨୬ ଘଣ୍ଟା…
ଯୋଗାଣ ନିରୀକ୍ଷକ ଲାଞ୍ଚ ନେବା ଭିଡ଼ିଓ ଭାଇରାଲ୍ ଘଟଣା: ଉପଜିଲାପାଳଙ୍କୁ ତଦନ୍ତ ତିପୋର୍ଟ ପ୍ରଦାନ
ଛତ୍ରପୁର, ୨୧।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ପାତ୍ରପୁର ବ୍ଲକର ଯୋଗାଣ ନିରୀକ୍ଷକଙ୍କ ଲାଞ୍ଚ ନେବା ଏକ ଭିଡ଼ିଓ ରେକର୍ଡିଙ୍ଗ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏହା ଉପରେ ବ୍ରହ୍ମପୁର ଉପଜିଲାପାଳ ଦୀନା ଦସୃଗୀର ତଦନ୍ତ ପାଇଁ ଯେଉଁ ସ୍ବତନ୍ତ୍ର କମିଟି…
ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ
ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି ା ଏ ନେଇ ଗୁରୁବାର ଜିଲା ଓଏଏସ୍ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…

