ଆମ ଜିଲା ଖବର

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି ା ଏ ନେଇ ଗୁରୁବାର ଜିଲା ଓଏଏସ୍‌ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରଶାସନ ଓ କଳାହାଣ୍ଡି ଜିଲା ଦିବ୍ୟାଙ୍ଗ ମଞ୍ଚ ତଥା ସାଇଟ ସେଭର ଇଣ୍ଡିଆର ମିଳିତ…

ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ

ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍‌ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଚାଲିଛି। ୪୦ ଫୁଟରୁ ଊର୍ଦ୍ଧ୍ୱ ଉକ୍ତ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟରେ…

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ ସମ୍ବଲପୁର ମହାନଗର ଅଞ୍ଚଳରେ ପାନୀୟ ଜଳ ଯୋଗାଣ ଦାୟିତ୍ୱରେ ରହିଛି। ସମଗ୍ର ସହରରେ ପାନୀୟ…

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ ଭାବେ କଥାବାର୍ତ୍ତା କିମ୍ବା ଠିକ୍‌ ଭାବେ ଚଲାବୁଲା କରି ପାରନ୍ତି ନାହିଁ। ତେବେ ସେମାନେ…

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଅଭିଭାବକମାନଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ବଣ୍ଟନର…

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଗାଡ଼ିଟି କୋକସରା ଥାନା ଚିଲିଗୁଡ଼ାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ସମସ୍ତ ଆହତଙ୍କୁ ସ୍ଥାନୀୟ…

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ ୧୬୩ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଏଥିରେ ଚନ୍ଦନପୁର ପଞ୍ଚାୟତର ଚନ୍ଦନପୁର ଓ ଜଗନ୍ନାଥପୁର,…

ମୂଷାନାଳ ସହର ମୁଖ୍ୟ ରାସ୍ତା ମରଣଯନ୍ତା, ଲୋକେ ହନ୍ତସନ୍ତ

ଲାଞ୍ଜିଗଡ଼,୨୧/୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୂଷାନାଳ ସହର ମଝିରେ ଥିବା ମୁଖ୍ୟ ରାସ୍ତାରେ ଗର୍ତ୍ତ ସୃଷ୍ଟି ହୋଇ ମରଣଯନ୍ତା ପାଲଟିଛି। ଫଳରେ ଲୋକେ ଯାତାୟାତ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ରାସ୍ତାଟି ମୂଷାନାଳ ଦେଇ ବିଶ୍ୱନାଥପୁର,…

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନା ଏବଂ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବ୍ରଜରାଜନଗରସ୍ଥିତ ଗାନ୍ଧୀ ଛକରେ ପହଞ୍ଚତ୍ ଛାନ୍‌ଭିନ…

ଜେସିବିରେ ଏଟିଏମ୍‌ ତାଡିନେଲେ…

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ସଦର ଥାନା ଅନ୍ତର୍ଗତ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ ମେଶିନକୁ ଦୁର୍ବୃତ୍ତମାନେ ଜେସିବି ସାହାଯ୍ୟରେ ତାଡି ଧରି ନେଇ ଫେରାର ମାରିଥିଲେ। କୌଣସି ସୂତ୍ରରୁ ଝାରସୁଗୁଡା ପୋଲିସ ଖବର…

ଫ୍ରିଜ୍‌ କମ୍ପ୍ରେସର ଫାଟି ଘରେ ଅଗ୍ନିକାଣ୍ଡ

ରାଉରକେଲା,୨୦।୩(ସଙ୍ଗୀତା ଜେନା): ରାଉରକେଲା ମଧୁସୂଦନପାଲୀରେ ଗୁରୁବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ଫ୍ରିଜ କମ୍ପ୍ରେସର ଫାଟି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ସମସ୍ତ ଆସବାବପତ୍ର ଜଳିପୋଡି ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ଯୁବକମାନଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ନିଆଁକୁ ଆୟତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?