ଆମ ଜିଲା ଖବର

ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ଜମୁର୍ଡା ଗ୍ରାମର ସଞ୍ଜୀବ ପ୍ରଧାନ(୩୭), ବାଙ୍କ ପାଣ୍ଡେ(୩୫), ଗଣେଶ ସାହୁ(୧୯), ଲବରୁ ବରିହା(୪୦)…

୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ

ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର ଫାଙ୍କୁଥିବା ସନ୍ଦେହରେ ବିଭାଗର ୭ଜଣିଆ ଦୁଇଟି ଟିମ୍‌ ଉଭୟ ବ୍ୟବସାୟୀଙ୍କ ପାରଳାଖେମୁଣ୍ଡି ସହରର ଶୁଣ୍ଡିସାହିସ୍ଥିତ…

ସମବାୟ ସମିତି ବୋର୍ଡ ସଦସ୍ୟଙ୍କ ଆମରଣ ଅନଶନ: ଦାବି ଶୁଣୁନି ପ୍ରଶାସନ

ଦାରିଙ୍ଗବାଡି, ୨୦।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବୃହଦଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟ ମାନେ ବିଭିନ୍ନ ଦାବି ନେଇ ସମିତି କାର୍ଯ୍ୟାଳୟ ସମ୍ମୁଖ ରେ ସକାଳ ଠାରୁ ଅନଶନରେ ବସିଛନ୍ତି ବିଳମ୍ବିତ ରାତି ପର୍ଯ୍ୟନ୍ତ ସେଠାରେ…

ନାବାଳକ ଛାତ୍ର ମୃତ୍ୟୁ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା: ମୋବାଇଲ ପାଇଁ…

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ପଣ୍ଡରିତରାଇ ଜଙ୍ଗଲ ଭିତରୁ ଗତ ସୋମବାର ନାବାଳକ ଛାତ୍ର ସମୀର ପ୍ରଧାନ(୧୪) ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାସ ହୋଇଛି। ଏକ ମୋବାଇଲ ପାଇଁ ତାଙ୍କ ନାବାଳକ ସହପାଠୀ ସମୀରଙ୍କୁ ହତ୍ୟା…

ଲୋକଙ୍କ ସ୍ବାର୍ଥରେ ବିଧାନସଭାରେ ୨ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ପାରଳାଖେମୁଣ୍ଡି ବିଧାୟକ

ଗଜପତି,୨୦।୩ (ଗିରିଧାରୀ ପରିଛା):ବିଧାନସଭା ବର୍ତ୍ତମାନ ଚାଲିଥିବା ବେଳେ ପ୍ରଶ୍ନ ଉତ୍ତର କାଳରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଲୋକଙ୍କ ସ୍ବାର୍ଥରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇଛନ୍ତି ଏବଂ ତାହାର ଜବାବ ବି ମାଗିଛନ୍ତି । ସେ ପ୍ରଥମ ପ୍ରଶ୍ନ ଖାଉଟି…

ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ: ଦାସ ବେନୁହୁର୍‌

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ବସ୍ତ୍ରାଳୟ ସାରା ଭାରତବର୍ଷରେ ଏକ ଅଲୌକିକ ସଂସ୍ଥା। ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ। ପ୍ରତ୍ୟେକ ବୁଣାକାର ହେଉଛନ୍ତି ଜଣେ ଜଣେ ଉତ୍କର୍ଷ ପ୍ରତିନିଧି। ଆଜି ବିଶ୍ୱ ଦରବାର ସମ୍ବଲପୁରୀ ବସ୍ତ୍ର ଓ ବୁଣାକାରଙ୍କୁ ଆଦର…

୩୮ଲକ୍ଷ ଟଙ୍କା ହେର୍‌ଫେର: ପିଇଓଙ୍କୁ ଉଠାଇନେଲା ଭିଜିଲାନ୍ସ

ବ୍ରହ୍ମପୁର/ଦିଗପହଣ୍ଡି,୨୦।୩(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍‌ ଅଭିଯୋଗ ହୋଇଛି। ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୩୮ଲକ୍ଷ ଟଙ୍କା ଉଠା ଯାଇଥିବା ନେଇ ପିଇଓଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହି…

ମୋବାଇଲ ଟାଓ୍ବାରକୁ ଚଢ଼ି ଜୀବନ ହାରିଲେ ଯୁବକ

ସଇଁତଲା,୨୦।୩(ରାଖାଲ ପ୍ରସାଦ ଶତପଥି): ବଲାଙ୍ଗୀର ଜିଲା ସଇଁତଲା ଥାନା ଅଧୀନ କଅଁସର ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଜଣେ ଯୁବକ ମୋବାଇଲ ଟାଓ୍ବାରରେ ଚଢ଼ି ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି। ସେ ହେଲେ କଅଁସର ଗ୍ରାମର କୁଞ୍ଜବିହାରୀ ରଣା।…

ବ୍ରହ୍ମପୁର ଏମପିଙ୍କ ଛତ୍ରପୁର ଏନଏସି ପ୍ରତିନିଧି ହେଲେ ରୁଇନା ପଟ୍ଟନାୟକ

ଛତ୍ରପୁର, ୨୦।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ଏନଏସି ପ୍ରତିନିଧି ଭାବେ ଦିପ୍ତୀଶ ପଟ୍ଟନାୟକ(ରୁଇନା) ମନୋନୀତ ହୋଇଛନ୍ତି। ଏ ସମ୍ପର୍ଜରେ ଏମପି ଚିଠି କରି ଛତ୍ରପୁର ଏନଏସି ନିର୍ବାହୀ ଅଧିକାରୀଙ୍କୁ ଅବଗତ କରିଛନ୍ତି । ଏନେଇ…

ଦିଗପହଣ୍ଡି ବ୍ଳକରେ ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ନୂତନ ବିଡ଼ିଓ ଭାବେ ଅନାମିକା ପାଣ୍ଡେ ଗୁରୁବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଗତ ୨୦୧୭ରେ ଓଏଏସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପରେ ସେ ନବରଙ୍ଗପୁର, ମୁନିଗୁଡା ଏବଂ ଫିରିଙ୍ଗିଆ ତହସିଲ…

ପ୍ରସିଦ୍ଧ ହୁମା ପଞ୍ଚୁଦୋଳ ଯାତ୍ରା ଆରମ୍ଭ

ଗଞ୍ଜାମ,୨୦।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ହାଟ ପଡିଆଠାରେ ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା ଗୁରୁବାର ଆରମ୍ଭ ହୋଇଛି l ପୂର୍ବାହ୍ନରେ ପଞ୍ଚୁ ଦୋଳ ଯାତ୍ରାକୁ ୧୩ ଠାକୁର ନିଜ ନିଜର ସାହି ଗ୍ରାମ ବିରାଟ ଶୋଭାଯାତ୍ରାରେ ପରିକ୍ରମା ସାରି ହୁମାସ୍ଥିତ…

ଗ୍ରାମୀଣ ଉଦ୍ୟାନ ଯୋଜନା ବାଟବଣା: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ

ଥୁଆମୂଳ ରାମପୁର,୨୦ା୩ (ଦୁର୍ଗା କୀର୍ତ୍ତି): ସରକାର ଗ୍ରାମାଞ୍ଚଳର ସାଧାରଣ ଲୋକଙ୍କ ଆମୋଦପ୍ରମୋଦ ପାଇଁ ବ୍ଲକ ତଥା ଗ୍ରାମ ପଞ୍ଚାୟତ ମୁଖ୍ୟାଳୟରେ ଗ୍ରାମୀଣ ଉଦ୍ୟାନ ନାମରେ ଯୋଜନା ପ୍ରସ୍ତୁତ କରିଛନ୍ତି। ହେଲେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ଏହି ଯୋଜନା ବାଟବଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?