ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି । ବ୍ଲକ ଅଧ୍ୟକ୍ଷାଙ୍କ ସହିତ ଭଟାଙ୍ଗପଦର ସମିତିସଭ୍ୟ ରୂପେନ୍ଦ୍ର ଛତ୍ରିଆ,…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। ଖୋଦ୍ ଏସପି ପି. ଏସ୍ ମୀନାଙ୍କ ନେତୃତ୍ୱରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର ସ୍ଥିତ ଜିଲାପରିଷଦ କାର୍ଯ୍ୟାଳୟକୁ ବଦଳି କରିଛନ୍ତି। ଏପିଓ  ଦୀର୍ଘଦିନ ହେଲା ସରକାରୀ କାର୍ଯ୍ୟରେ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ ବିଭାଗୀୟ ତତ୍ପରତା ପ୍ରକାଶ ପାଇଥିଲା। ବ୍ଲକର ୭ ପ୍ରାଥମିକ କୃଷି…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଥିବାବେଳେ କଡ଼ା ପୋଲିସ ମୁତୟନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ ଭୂମିପୂଜା ପାଇଁ କରାଯାଉଥିବା ପ୍ରସ୍ତୁତି ପୂର୍ବରୁ ଅଞ୍ଚଳବାସୀ ଗୁରୁବାର ବିରୋଧ କରିଛନ୍ତି। ମାଳିପୁଟ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ ସେ ସମଗ୍ର ବ୍ଲକ ଅଞ୍ଚଳରେ ଜଣାଶୁଣା।ବିଜେଡ଼ି ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି ଭାବେ ତାରାପ୍ରସାଦ ପଟ୍ଟନାୟକଙ୍କୁ ଦାୟିତ୍ଵ ଦିଆଯାଇଛି। ବିଜେଡ଼ି ରାଜ୍ୟ ସଭାପତି ତଥା ପୂର୍ବତନ…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି । ଏହାକୁ ସମର୍ଥନ ଜଣାଇ ଗୁରୁବାର ୫ଟି ପଞ୍ଚାୟତର ଜନସାଧାରଣ ଜିଲାପାଳଙ୍କୁ ସାକ୍ଷତ କରି…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଛତିଶଗଡ ରାଜ୍ୟ ସରଗୁଜା ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri