ଜାରକା ପୋଲିସ ବିଟ୍ ହାଉସ୍ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ
ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍ ହାଉସ୍ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ ବିଟ୍ ହାଉସର ଛାତରୁ ପାଣି ଗଳୁଥିବା ବେଳେ ପ୍ରବେଶ ପଥର ନାମଫଳକ ଭାଙ୍ଗି…
୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ
ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏକ୍ସରେ ଉପରେ ନିର୍ଭର କରୁଥିବା ୨୫ ପଞ୍ଚାୟତର ରୋଗୀମାନେ ନିରାଶ ହୋଇ ଫେରିବା…
ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ
କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ ଶହ ଶହ ଖାଲ ଢିପ ରହିଛି। ବର୍ଷା ଦିନରେ ଲୋକମାନେ ଗମନାଗମନ କ୍ଷେତ୍ରରେ…
ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ
ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ ବୃଦ୍ଧି ପାଇଛି । କୌଣସି ଦୁଃଖଦ ଖବର ପାଇବା ମାତ୍ରେ ପହଞ୍ଚି ଯାଇଥାନ୍ତି…
ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ
ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି ଅଞ୍ଚଳରେ ଉଚ୍ଚଶିକ୍ଷାର ସୁବିଧା ନ ଥିବାରୁ ଛାତ୍ରୀଛାତ୍ରଙ୍କୁ +୨ ଓ +୩ ପଢ଼ିବା…
ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ ସଂଘ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। ଏଥିରେ ହସ୍ତକ୍ଷେପ କରି ବିହିତ ପଦକ୍ଷେପ…
ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍ ଏସିଆ ୱାଲର୍ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ
ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍ ଏସିଆ ୱାଲର୍ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି। ଥାଇଲାଣ୍ଡରେ ଆୟୋଜିତ ଏହି ପ୍ରତିଯୋଗିତାରେ ସେ ନିଜ ପ୍ରତିଭାର ପରିଚୟ ଦେଇଛନ୍ତି। ପାରଳାଖେମୁଣ୍ଡି…
ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣୀପୁଟସ୍ଥିତ…
ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ
ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ। ଏହାକୁ ନେଇ ଦେଶ ବିଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଆଗନ୍ତୁକ…
ପାଟଶାଢ଼ିରେ ସମ୍ବଲପୁରୀ ଦିନ୍: ଚର୍ଚ୍ଚାରେ ହେମାଞ୍ଚଳ
ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର ହେମାଞ୍ଚଳ ମେହେର(୪୪)। ସେ ପାଟ ସୂତାରେ ସମ୍ବଲପୁରୀ ଦିନ୍ ଶାଢ଼ି ପ୍ରସ୍ତୁତ କରି…
ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…
କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ ସ୍ଥାନୀୟ ପ୍ରଶାସନ ଏବଂ ବିଲେଇପଦା ଅଗ୍ନିଶମ ଓ ଜରୁରୀକାଳୀନ ସେବା ଦଳର ତତ୍ପରତା…
ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…
ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ କାମୁଡ଼ାରେ ଜଣେ ଦଶମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଜଣକ…

