ଆମ ଜିଲା ଖବର

ସନ୍ଦେହ କରି ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା

କପ୍ତିପଦା,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶରତ ଥାନା ଅଧୀନ କାଠଚୁଆ ଗ୍ରାମରେ ଏକ ଅଘଟଣ ଘଟିଛି। ଜଣେ ଯୁବକ ନିଜ ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା ପରେ ମୃତଦେହ ନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ରତନା ସାମାଡ଼ଙ୍କୁ...

ଶିଶୁ ମୃତ୍ୟୁର ୨୪ ଘଣ୍ଟା ନ ପୂରୁଣୁ ଚାଲିଗଲା ନାବାଳିକା ମା’ଙ୍କ ଜୀବନ

ଜି.ଉଦୟଗିରି,୭ା୧୦(ଡି.ଏନ୍‌.ଏ.): ଜି.ଉଦୟଗିରି ସେବା ସଦନରେ ରହୁଥିବା ଜଣେ ସପ୍ତମ ଶ୍ରେଣୀ ନାବାଳିକା ବୁଧବାର ରାତିରେ ଏକ ମୃତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହି ଘଟଣାର ୨୪ ଘଣ୍ଟା ନ ପୂରୁଣୁ ନାବାଳିକା ମା’ଙ୍କ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରାତିରେ...

ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ଅପରାଜିତା

ଆରଡି, ୭।୧୦( ଡି.ଏନ.ଏ.): ଭାଜପା ପ୍ରବକ୍ତା ତଥା ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡଙ୍ଗୀ ଶୁକ୍ରବାର ଭଦ୍ରକ ଜିଲାର ଶୈବପୀଠ ଆରଡିରେ ପହଞ୍ଚିଛନ୍ତି। ଶହଶହ ଭାଜପା କର୍ମୀ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ଏହାପରେ ସେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରି...

ମା’ ଝିଅଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ପରଜଙ୍ଗ,୭।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ଥିବା ଗ୍ରୋସରି ବ୍ୟବସାୟୀ ବିନୟ କୁମାର ସାହୁଙ୍କ ଘରୁ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଘର ପାଚେରି ଡେଇଁ ଛାତ ଉପରେ ଚଢ଼ି ଶିଡ଼ି ଘର ଦେଇ ଭିତରକୁ ପଶିଥିଲେ।...

ବିନା କାମରେ ଶ୍ରମିକଙ୍କ ନାଁରେ ଉଠୁଛି ଟଙ୍କା

ଲେଫ୍ରିପଡ଼ା,୭।୧୦(ଡି.ଏନ.ଏ.): ସରକାର ଉନ୍ନତିକରଣ ସକାଶେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ ଏହି ଯୋଜନାରେ ଅନିୟମିତତା ଦେଖାଦେଇଛି ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅଧୀନରେ। ବ୍ଲକର ଗିରିଙ୍ଗକେଲା ଆଦର୍ଶ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ବିନା...

ଖବରଦାତା କହି ଲାଞ୍ଚ ମାଗୁଥିଲେ ଯୁବକ

ଚନ୍ଦାହାଣ୍ଡି,୭।୧୦(ଡି.ଏନ୍‌.ଏ.): ଜଣେ ଯୁବକ ନିଜକୁ ଖବରଦାତା କହି ଟଙ୍କା ମାଗୁଥିବା ନେଇ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ସରପଞ୍ଚ ଲେବନୀ ମାଝି ଚନ୍ଦାହାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ଯୁବକ ଜଣଙ୍କ ସରପଞ୍ଚଙ୍କ ନାମରେ ଭିଡିଓ ଭାଇରାଲ କରି ଦେବାର...

ବିଦାୟ ନେଲେ ଜଗଜ୍ଜନନୀ

ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍‌ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ...

କ୍ଷୟକ୍ଷତି ଘଟାଉଛନ୍ତି ୨୨ ହାତୀ

ଅନୁଗୋଳ ଅଫିସ,୭ା୧୦: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜକୁ ପଶି ଆସିଥିବା ଛତିଶଗଡ଼ର ୨୨ ହାତୀ ୨ ଦିନ ହେବ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଏହି ପଲରେ ଥିବା ୫ ଦନ୍ତା, ୧୨ ମାଈ ଓ ୫ ଛୁଆ ହାତୀ ଇଂକରବନ୍ଧ,...

ଆସୁଛନ୍ତି ଧନଦାତ୍ରୀ: ପ୍ରତିଦିନ ଶ୍ରଦ୍ଧାଳୁଙ୍କୁ ଅନ୍ନ ପ୍ରସାଦ

ବଇଣ୍ଡା, ୭ା୧୦ (ଡି.ଏନ.ଏ.): ପାଖେଇ ଆସୁଛି ମା’ ଲକ୍ଷ୍ମୀଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଗ୍ରାମ। ଚଳିତବର୍ଷ ଏଠାରେ ପୂଜା ୫୫ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ବେଳେ ଧୁମ୍‌ଧାମରେ ପାଳନ କରାଯିବାକୁ...

ବେଆଇନ କ୍ରଶର ପରିଦର୍ଶନ କଲେ ଡିଏଫ୍‌ଓ

କେନ୍ଦୁଝର,୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅଧୀନ ଖଣ୍ଟଘର ଗ୍ରାମରେ ଚାଲିଥିବା ବେଆଇନ କ୍ରଶର ଅଞ୍ଚଳକୁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ରଶର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବିନା ଅନୁମତିରେ ଏବଂ ପଥର...

ଲଗାଣ ବର୍ଷାରେ ଭାଙ୍ଗିଲା ମାଛୁଆ ପୋଲ

ମୋରଡ଼ା,୭ା୯(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁଁହାସ୍ଥିତ ମାଛୁଆ ପୋଲ ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଓ ବେତନଟୀ ବ୍ଲକକୁ ସଂଯୋଗ କରୁଥିବା ଏହି ପୋଲ ଦୀର୍ଘ ବର୍ଷ ଧରି ବିପଦସଙ୍କୁଳ ଅବସ୍ଥାରେ...

ବିପଦସଙ୍କେତ ଉପରେ ଜଳକା

ରୂପସା,୭।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବିପଦ ସଂକେତ ଉପରେ ଜଳସ୍ତର ପ୍ରବାହିତ ହେଉଛି। ୫ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନଦୀପାଖରେ ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri