ଉତ୍ତମ ପ୍ରଦର୍ଶନ ପାଇଁ ବିଭିନ୍ନ ପଞ୍ଚାୟତ ସମ୍ମାନିତ
ନୂଆପଡ଼ା,୨୫ା୪ (ମକାରୁ ବେମାଲ):ସ୍ଥାନୀୟ ପୋଲିସ ପଡିଆଠାରେ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ମୁଖ୍ୟଅତିଥି ଓ କଳାହାଣ୍ଡି ଏମ୍ପି ପ୍ରତିନିଧି ପ୍ରେମ ଅଗ୍ରୱାଲ, ଜିଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝି, ମାଲ୍ୟବନ୍ତ…
ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ
ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯାଇଛି। ଭାଜପା ସମର୍ଥିତ ପ୍ରାର୍ଥୀ ଶ୍ୟାମ ସୁନ୍ଦର ନାୟକ ବିଜେଡି ସମର୍ଥିତ…
ଜାଲ ସାର୍ଟିଫିକେଟ୍ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ
ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍। ସିବିଆଇର ଏକ ଟିମ୍ ବଲାଙ୍ଗୀରରେ ପହଞ୍ଚି ଜାଲ ସାର୍ଟିଫିକେଟ୍ ମାମଲାକୁ ନେଇ ବିଭିନ୍ନ ଲୋକଙ୍କୁ ପଚରାଉଚରା କରିବା ସହ ଆନୁସଙ୍ଗିକ ଅନୁସନ୍ଧାନ…
ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ
ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିକ୍ଷାବିତ୍ ଯୋଗେଶ ଚନ୍ଦ୍ର…
ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ
ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯ ଥାନା ଶିମିଳି ବାଞ୍ଛା ପଞ୍ଚାୟତ ଅଞ୍ଚଳରେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୩/୨୫)…
ବିନା ଅନୁମତିରେ ଗଛ କଟାକୁ ନେଇ ଅସନ୍ତୋଷ
ନନ୍ଦପୁର,୨୪ା୪(ତୁଷାର କାନ୍ତ ମହାନ୍ତି)- ନନ୍ଦପୁର-ଲମତାପୁଟ ପୂର୍ତ୍ତବିଭାଗ ରାସ୍ତା କଡ଼ରୁ ବିନା ଅନୁମତିରେ ଗଛ କଟାକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବନମାଳୀପୁଟ ଗ୍ରାମର କେତେକ ବ୍ୟକ୍ତି ନିଜ ପଟା ଜମିରେ ଥିବା ଦର୍ଶାଇ ଗରୁଡ ଓ ଅନ୍ୟ…
ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ
ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା – ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ ପୀଠ ପାହାଡ଼ର ବୁଦ୍ଧ ବିହାର ନିକଟରେ ନିଆଁ ଲାଗିଯିବା ଘଟଣା ବିଷୟରେ ହରେକୃଷ୍ଣ କର…
ଆସିଲା ଖୁସି ଖବର: ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା
ଭୁବନେଶ୍ୱର,୨୪।୪: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ଗୁରୁବାର ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ପାଇଛି। ଇନ୍ସପେକ୍ଟରଙ୍କ ପୋଷାକ…
ଅଧିକ ଯୌତୁକ ଦାବି କରି ନିର୍ଯ୍ୟାତନା , ଥାନାରେ ଏତାଲା
ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୧ ମାସ ପରେ ଅଧିକ ଯୌତୁକ ଦାବି କରି ଶାଶୁ ଓ ଦିଅର ମିଶି ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ, ହିଞ୍ଜିଳି ଥାନା ପଥରପୁଞ୍ଜି ଗ୍ରାମର କାଜି…
କଳାହାଣ୍ଡିରେ ପାରଦ ଉପରମୁହାଁ: ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ
ଭବାନୀପାଟଣା,୨୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ…
ଭାଉଜଙ୍କୁ ଟଣାଓଟରା କରିବା ସହ ସୁନା ଚେନ ଲୁଟ ଅଭିଯୋଗ
ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ଏକ ବିବାହ ଭୋଜିରୁ ଫେରୁଥିବା ବେଳେ ଭାଉଜଙ୍କୁ ଟଣାଓଟରା କରିବା ସହ ବେକରୁ ଏକ ସୁନା ଚେନ ଲୁଟି ନେଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ, ହିଞ୍ଜିଳି ଥାନା ବ୍ରାହ୍ମଣଛାଇ ଗ୍ରାମର ରାଜଲକ୍ଷ୍ମୀ…
ଭାଇଙ୍କୁ ମରଣାନ୍ତ୍ରକ ଆକ୍ରମଣ କରି ହତ୍ୟା ଉଦ୍ୟମ: ସାନ ଭାଇଙ୍କୁ ୫ ବର୍ଷ ଜେଲଦଣ୍ଡ
କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସିଜେଏମ ତଥା ସେସନ ଜଜ୍ ହିମାଂଶୁ ଶେଖର ବିଶ୍ୱାଳ ଏକ ମରଣାନ୍ତ୍ରକ ଆକ୍ରମଣ ମାମଲାର ବିଚାର କରିଛନ୍ତି। ଅଭିଯୁକ୍ତ ଅମ୍ବିକା ପ୍ରସାଦ ପଣ୍ଡାଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ…

