ବାଙ୍କେଶ୍ୱରୀ ଘାଟିରେ ଓଲଟିଲା ପିକଅପ୍ ଭ୍ୟାନ: ୩୨ ରୁ ଅଧିକ ଆହତ, ୧୮ ଗୁରୁତର
ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକ ଅପ ଭ୍ୟାନ ନଂ.( ଓଡ଼ି ୦୭ଏସି -୩୧୬୫ ) ଓଲଟି ପଡିବାରୁ ୩୨ରୁ ଉଦ୍ଧର୍ବ…
ଭଞ୍ଜନଗରରେ ବଢୁଛି ତାପମାତ୍ରା , ଉପ ଜିଲାପାଳ, ଅଧକ୍ଷଙ୍କ ଦ୍ବାରା ଜଳସେବା କେନ୍ଦ୍ର ଉଦଘାଟିତ
ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଭଞ୍ଜନଗର ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବଢୁଛି। ଜଙ୍ଗଲ ପୋଡ଼ି ଯୋଗୁଁ ଏହି ସମସ୍ୟା ଦ୍ୱିଗୁଣିତ ହୋଇଯାଉଛି। ମଙ୍ଗଳବାର ଭଞ୍ଜନଗର ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଥିଲା। ଅନ୍ୟପଟେ ପାନୀୟ ଜଳ ସମସ୍ୟା ମଧ୍ୟ ଚାରିଆଡ଼େ ଦେଖା ଦେଇଛି।…
କୋରାପୁଟର ନୀଳାବାଡିରେ ଚାଲିଛି ମା ଅଗ୍ନୀଗଙ୍ଗାଙ୍କ ବଡଯାତ୍ରା, ଶେଷ ଦିନରେ ଭୋଗ ହେବ ମାଗୁର ମାଛ
କୋରାପୁଟ,୧୮।୩( ଅମିତାଭ ବେହେରା) କୋରାପୁଟ ଜିଲାର ବନ୍ଦୁଗାଁ ବ୍ଲକର ନିଳାବାଡି ପଞ୍ଚାୟତରେ ବର୍ତମାନ ମା’ ଅଗ୍ନୀଗଙ୍ଗା ମାଙ୍କ ଚାଲିଛି ବଡ ଯାତ୍ରା। ଏଥିପାଇଁ ଏହି ଅଞ୍ଚଳ ଏକ ପ୍ରକାଣ ଚଳଚଞ୍ଚଳ ହୋଇଛି। ଚଳିତ ମାସ ୮ରୁ ଆରମ୍ଭ ହୋଇଥିବା ମା’ ଅଗ୍ନୀଗଙ୍ଗାଙ୍କ…
ଦିଗପହଣ୍ଡି ବିଡ଼ିଓଙ୍କୁ ବିଦାୟ ଏବଂ ତହସିଲଦାରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସରପଞ୍ଚ ସଂଘ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବିଡ଼ିଓ ଡ଼.ଚିତ୍ତରଞ୍ଜନ ଦାସଙ୍କୁ ବିଦାୟ ଏବଂ ନବ ନିଯୁକ୍ତ ତହସିଲଦାର ସନ୍ତୋଷ କୁମାର ସାହୁଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଦିଗପହଣ୍ଡି ସ୍ଥିତ ଏକ…
ନିର୍ମଳଝର ରାସ୍ତାରେ ଅବକାରୀ ବିଭାଗର ଚଢ଼ାଉ; ୪୫୦ ଲିଟର ଦେଶୀମଦ ସହ କାର ଜବତ, ଜଣେ ଗିରଫ
ଖଲ୍ଲିକୋଟ,୧୯।୩( ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝର ରାସ୍ତାରେ ଅବକାରୀ ବିଭାଗ ଚଢ଼ାଉ କରି ୪୫୦ ଲିଟର ଦେଶୀମଦ ସହ ଗୋଟିଏ କାରକୁ ଜବତ କରିବା ସହ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ…
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ
ବ୍ରହ୍ମପୁର, ୧୮।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍ସ ଜଜ୍ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଜଜ ବଳାତ୍କାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଛତ୍ରପୁର ଅଞ୍ଚଳର ପବିତ୍ର ଦାସ(୨୪)। ଜଜ୍…
ବନାଗ୍ନି ରୋକିବାକୁ ବନ ବିଭାଗର ଅଭିନବ ପ୍ରୟାସ : ପଥ ପ୍ରାନ୍ତ ନାଟକ ମାଧ୍ୟମରେ ଉପାନ୍ତ ଅଞ୍ଚଳରେ ଜନ ସଚେତନତା
ବାଲିଗୁଡା, ୧୮।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଡ଼ିଏଫଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ରେଞ୍ଜର ହରିହର ବେହେରାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଫରେଷ୍ଟର ଯୋଗେଶ୍ୱର ଧାରୁଆ ଇନଚାର୍ଜ ଫରେଷ୍ଟର ସନ୍ତୋଷ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ବିଟ ଫରେଷ୍ଟର…
ଖରାଦିନ ପାଇଁ ପୌର ପରିଷଦ ପକ୍ଷରୁ ଜଳଛତ୍ର
ହିଞ୍ଜିଳିକାଟୁ,୧୮।୩(ଦ୍ବିତୀକୃଷ୍ଣ ପଣ୍ଡା): ଗ୍ରୀଷ୍ମ ପ୍ରବାହ ବୃଦ୍ଧି ଓ ଜନସାଧାରଣଙ୍କ ସୁବିଧା ନିମନ୍ତେ ହିଞ୍ଜିଳିକାଟୁ ପୌରାଞ୍ଚଳ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ବସ ଟର୍ମିନାଲ ସମେତ ସ୍ଥାନୀୟ ପୈରାଞ୍ଚଳର ୬ଟି ପୃଥକ ସ୍ଥାନରେ ପାନୀୟ ଜଳ ସେବା କେନ୍ଦ୍ର (ଜଳଛତ୍ର) ଆରମ୍ଭ ହୋଇଛି। ଏଥି…
ବାଙ୍କେଶ୍ବରୀଙ୍କ ଦର୍ଶନ କରି ଫେରିବାବେଳେ ଅଘଟଣ: ଘାଟିରେ ଓଲଟିଲା ପିକଅପ୍ ଭ୍ୟାନ, ୨୫ରୁ ଅଧିକ ଆହତ
ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକଅପ୍ ଭ୍ୟାନ ଓଲଟି ପଡିଛି। ଫଳରେ ୨୫ରୁ ଉଦ୍ଧର୍ବ ମହିଳା ପୁରୁଷ ଓ ଶିଶୁ ଆହାତ…
ହିଞ୍ଜିଳିକାଟୁ ସରକାରୀ ଏନ ଏ ସି ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ଉତ୍ସବ ଅନୁଷ୍ଠିତ
ହିଞ୍ଜିଳିକାଟୁ, ୧୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ସରକାରୀ ଏନ ଏ ସି ଉଚ୍ଚ ବିଦ୍ୟାଳୟ ପରିସରରେ ଆମ ସଂସ୍କୃତି ଆମ ଖେଳଣା, ରାମାନୁଜନ ଗଣିତ କ୍ଲବ, ଅବଦୁଲ କାଲାମ ବିଜ୍ଞାନ କ୍ଲବ ତରଫରୁ ଚିତ୍ରାଙ୍କନ ପ୍ରତିଯୋଗିତା, ସାଧାରଣ ଜ୍ଞାନ ପ୍ରତିଯୋଗିତା, ବିଜ୍ଞାନ…
ମୋ ଜଙ୍ଗଲ ଜମି ଯୋଜନା ରେ ୧୪ ପରିବାରକୁ ମିଳିଲା…..
କର୍ଲାମୁଣ୍ଡା:୧୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁର ୧୪ ଆଦିବାସୀ ପରିବାରଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ମୋ ଜଙ୍ଗଲ ଜମି ଯୋଜନାରେ ମଙ୍ଗଳବାର ଜମି ପଟ୍ଟା ପ୍ରଦାନ କରାଯାଇଛି। ଏହି ଅବସରରେ ବ୍ଲକ ସମ୍ମିଳନୀ କକ୍ଷଠାରେ ତହସିଲଦାର…
ଆଉଟସୋର୍ସିଂ କର୍ମଚାରୀଙ୍କ ୩ ଦଫା ଦାବି: ପୂରଣ ନ ହେଲେ ୨୪ରୁ ଭୁବନେଶ୍ୱରରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ
ଛତ୍ରପୁର, ୧୮।୩ (ସନ୍ତୋଷ ପାଢ଼ୀ ): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ପକ୍ଷରୁ ୩ ଦଫା ଦାବି ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଦାବିଗୁଡିକ ମଧ୍ୟରେ ଛଟେଇ…

