ଆମ ଜିଲା ଖବର

ଆଉଟସୋର୍ସିଂ କର୍ମଚାରୀଙ୍କ ୩ ଦଫା ଦାବି: ପୂରଣ ନ ହେଲେ ୨୪ରୁ ଭୁବନେଶ୍ୱରରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ

ଛତ୍ରପୁର, ୧୮।୩ (ସନ୍ତୋଷ ପାଢ଼ୀ ): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ପକ୍ଷରୁ ୩ ଦଫା ଦାବି ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଦାବିଗୁଡିକ ମଧ୍ୟରେ ଛଟେଇ…

ହଂସରାଜ ବାର ବିଦେଶୀ ମଦ ଦୋକାନରୁ   ବଡ଼ ଧରଣ ଚୋରି, କଳାକନା ବୁଲାଇଲେ…

ଗଞ୍ଜାମଳ,୧୮।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଜୟଶ୍ରୀ ଛକ ଷୋହଳ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ହଂସରାଜ ବାର ବିଦେଶୀ ମଦ ଦୋକାନରୁ ବଡ଼ ଧରଣର ଚୋରି ହୋଇଥିବା ଜଣାପଡିଛି । ଖବରପାଇ ଗଞ୍ଜାମ ଥାନା ପ୍ରୋବେସନାରୀ ଆଇପିଏସ ମନୀଷ ସଗୁନ,…

ଦିନରେ ଶୁଟିଂ ରାତିରେ ଖେଳ: ଭଲିବଲ ଖେଳିଲେ ନିର୍ଦ୍ଦେଶକ ରାଜମୌଲି

କୋରାପୁଟ,୧୮।୩(ଅମିତାଭ ବେହେରା ): କୋରାପୁଟ ଜିଲାର ସେମିଳିଗୁଡା ବ୍ଲକ ଅନ୍ତର୍ଗତ ତଳମାଳି ପର୍ବତରେ ତେଲୁଗୁ ସୁପରଷ୍ଟାର ମାହେଶ ବାବୁଙ୍କ ଫିଲ୍ମ ଶୁଟିଂ ଚାଲୁରହିଛି। ପାନ ଇଣ୍ଡିଆ ଡାଇରେକ୍ଟର ଏସଏସ ରଜମୌଲି ନିର୍ଦ୍ଦେଶରେ ନିର୍ମିତ ଫିଲ୍ମ ଶୁଟିଂ ପାଇଁ ସାଉଥ ଅଭିନେତା ମାହେଶଙ୍କ…

ସଂସଦରେ ଜିଲାର ହକ୍‌ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

କେନ୍ଦୁଝର,୧୮।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସୋମବାର ସଂସଦରେ ରେଳ ବିଭାଗ ସମ୍ପର୍କିତ ଜିଲାର ହକ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି। ହାଓଡା ବଡବିଲ ଜନ ଶତାବ୍ଦୀ ଏକ୍ସପ୍ରେସକୁ କେନ୍ଦୁଝର ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ବର୍ତ୍ତମାନ ସଂଯୋଗ…

ପୂର୍ବ ସରକାରଙ୍କ ନିଷ୍ପତ୍ତିକୁ ତୁରନ୍ତ ଲାଗୁ କରାଯାଉ: ଆଉଟ ସୋର୍ସିଂ କର୍ମଚାରୀ ମହାସଂଘର ଚେତାବନୀ

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ): ଆଉଟ ସୋର୍ସିଂ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି, ସମାନ କାମକୁ ଦରମା, ଛଟେଇ ପ୍ରକ୍ରିୟାକୁ ବନ୍ଦ କରିବା ସହ ପୂର୍ବ ସରକାରଙ୍କ ନିଷ୍ପତ୍ତି ତୁରନ୍ତ ଲାଗୁ କରିବା ଦାବି ନେଇ ଓଡିଶା ସରକାରୀ ଆଉଟ ସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ…

ଦୃଷ୍ଟିବାଧିତଙ୍କ ପାଇଁ ଖୁସିଖବର: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକ,୧୮।୩: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ। ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ଏହି ଅନୁଷ୍ଠାନ ପ୍ରତିଷ୍ଠା ହେବ । ସନ୍ଥକବି ଭୀମଭୋଇଙ୍କ ନାଁରେ ନାମିତ ହେବ ବିଶ୍ବବିଦ୍ୟାଳୟ ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ…

ଗଞ୍ଜେଇ କାରବାରରେ ୮ ଗିରଫ, ପରିବାର ଲୋକେ ୪ ଘଣ୍ଟା ରାସ୍ତାରୋକ ସହିତ ଥାନା ଘେରାଉ

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ହାଡୁ ପଦର ଗ୍ରାମର କିଛି ଘରେ ପୋଲିସ ଚଢାଉ କରି ୧୫ କୁଇଣ୍ଟାଲ ଗଞ୍ଜେଇ ଜବତ କରି ୮ ଜଣଙ୍କୁ ଗିରଫ କରିଛି । ହାଡୁ…

ଛାତ୍ରୀଙ୍କୁ ଅସଦାଚରଣ କରି ଫସିଲେ ଅର୍ଥନୀତି ବିଭାଗର ଅଧ୍ୟାପକ, ହେଲେ ଗିରଫ

ବରୀ,୧୮।୩(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ଅଧିନସ୍ଥ ଅଭିମନ୍ୟୁ ସାମନ୍ତ ସିଂହାର ମହାବିଦ୍ୟାଳୟର ଜୈନକା ଛାତ୍ରୀଙ୍କୁ ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଜଣଙ୍କ ବରୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଧ୍ୟାପକଙ୍କୁ ଗିରଫ ପାଇଁ…

ପ୍ରେମିକାଙ୍କ ଘର ଆଗରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ ପ୍ରେମିକ

ନୟାଗଡ଼,୧୮।୩(ଲୋକନାଥ ମିଶ୍ର): ପ୍ରେମରେ ହୋଇଥିଲେ ବିଫଳ। ପ୍ରେମିକାଙ୍କ ଦୁଇ ଭଉଣୀ ଗାଳି ଗୁଳଜ କରି ମରିଯିବାକୁ କହିବାରୁ ପ୍ରେମିକ ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଫଳରେ ପ୍ରେମିକଙ୍କ ଶରୀରର ୮୦ ପ୍ରତିଶତ ପୋଡି ଯାଇଛି। ଏହିଭଳି ଏକ…

ଯୁବକଙ୍କୁ ଗୁଳିମାଡ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ

ବାଲେଶ୍ୱର,୧୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା ଗ୍ରାମର ଯୁବକଙ୍କୁ ଗୁଳିମାଡ। ଗୁଳିମାଡ଼ରେ ଆହତ ଯୁବକଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଗୁଳିମାଡ଼ରେ ଆହତ ଯୁବକ ହେଲେ ବସ୍ତା ଥାନା ନିମା…

ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଖାଉଥିଲେ ଛାତ୍ରୀ: ଭୁଶୁଡ଼ିଲା ମାଟିକାନ୍ଥ, ଚାଲିଗଲା ଜୀବନ

ହାଟଡିହୀ,୧୮l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଖାଉଥିବା ସମୟରେ ମାଟିକାନ୍ଥ ଭୁଶୁଡି ପଡିବାରୁ ଗ୍ରାମର ବିଷ୍ଣୁ ପ୍ରସାଦ ସାହୁଙ୍କ ପୁଅ ଆନନ୍ଦ ଗୁରୁତର ଆହତ ହୋଇଥିବା ବେଳେ ୮ବର୍ଷୀୟା ଭାଣିଜୀ ସ୍ନେହଲତାଙ୍କର…

ଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ

ଛତ୍ରପୁର,୧୮।୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ ଗଞ୍ଜାମ ଜିଲା ପକ୍ଷରୁ ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ ଅଫିସ ସମ୍ମୁଖରେ ୧୦ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଶତାଧିକ ଅଙ୍ଗନଓ୍ବାଡିକର୍ମୀ ଓ ସହାୟିକା ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?