ଭାଲୁ ଆବୁଡ଼ରେ ପଡ଼ିଗଲେ ୨ ମହିଳା
ଦେବଗଡ଼,୧୮।୩(ଶାଶଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଳେଇବଣି ବ୍ଳକ ଲଇମୁରା ଫରେଷ୍ଟ ସେକ୍ସନରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି। ଭାଲୁ ଆକ୍ରମଣରେ ମଙ୍ଗଳବାର ୨ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଛୁଆଳି ଘାଟିକୁ ୨ଜଣ ମହିଳା ମହୁଲ…
ରଙ୍ଗ ବୋଳି ମହିଳାଙ୍କୁ ଅସଦାଚରଣ: ଥାନାରେ ଶିକ୍ଷକ ଅଟକ
ସାବରଙ୍ଗ,୧୮।୩(କାଳିପଦ ରାୟ): ଭଦ୍ରକ ଜିଲା କଷିଆ ସାମୁଦ୍ରିକ ଥାନା ଅଧୀନ ବିଦେଇପୁର ଡିହମଳିକ ସାହିରେ ଘଟିଛି ଏକ ଲଜ୍ଜା ଜନକ ଘଟଣା। ଜଣେ ଶିକ୍ଷକ ଗ୍ରାମର ଜଣେ ମହିଳାଙ୍କୁ ଜୋରଜବରଦସ୍ତ ଦେହରେ ରଙ୍ଗ ଲଗାଇ ତାଙ୍କୁ ଅସଦାଚରଣ କରିଛନ୍ତି। ଏନେଇ ମହିଳା…
ଅନାସ୍ଥା ଭୋଟ ନ ହେବା ଘଟଣା: ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ୱାର୍ଡ ସଭ୍ୟାସଭ୍ୟଙ୍କ ବିକ୍ଷୋଭ, ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ
ଦାରିଙ୍ଗବାଡି, ୧୮।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ଅନାସ୍ଥା ସମ୍ପର୍କରେ ଆଲୋଚନା ଓ ଗୁପ୍ତ ଭୋଟ ପାଇଁ ସୋମବାର ବାଲିଗୁଡା ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ପ୍ରିଜାଇଡିଂ ଅଫିସର…
ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…
ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର ହୋଇ ପଡୁଛି। ଜଙ୍ଗଲ ନିଆଁକୁ କିପରି ରୋକାଯାଇ ପାରିବ ସେନେଇ ବନ ବିଭାଗ ପକ୍ଷରୁ…
୨୧ରୁ କନ୍ଧମାଳ ମହୋତ୍ସବ : ରାଇକିଆରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ
ରାଇକିଆ,୧୮।୩(ପ୍ରଦୀପ ବେହେରା): ୨୧ ତାରିଖରୁ ଆରମ୍ଭ ହେବାକୁ ଥିବା କନ୍ଧମାଳ ମହୋତ୍ସବ ଅବସରରେ ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ବ୍ଲକ ପ୍ରଶାସନ ତରଫରୁ ମଙ୍ଗଳବାର ଛାତ୍ରୀଛାତ୍ରଙ୍କୁ ନେଇ ବ୍ଲକ ସ୍ତରୀୟ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କବାଡି,…
ସରକାରଙ୍କ କୃଷିନୀତିରେ ଚାଷୀ ହେବେ ସର୍ବସ୍ବାନ୍ତ
ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): କୃଷକମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ମିଳୁ ନାହିଁ । ଏହି କାରଣରୁ କୃଷକମାନେ ଋଣଗ୍ରସ୍ତ ହେଉଛନ୍ତି। ବ୍ୟାଙ୍କ ଏବଂ ସାହୁକାରଙ୍କଠାରୁ ଋଣ ଆଣି ଚାଷୀମାନେ ଚାଷବାସ କରୁଛନ୍ତି। ମାତ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ କୃଷିନୀତି ଯୋଗୁ ଚାଷୀଙ୍କୁ ଉତ୍ପାଦିତ…
ବହୁପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ରତ୍ନଗିରି ପାହାଡ ପ୍ରକମ୍ପିତ
ପୁରୁଷୋତ୍ତମପୁର, ୧୮।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି। ଦର୍ଶନ କରିବା ନିମନ୍ତେ ମଧ୍ୟରାତ୍ରରୁ ମା’ଙ୍କ ପୀଠରେ ଭକ୍ତଙ୍କ…
ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର: ପୁଅ ଦେଲେ ମୁଖାଗ୍ନି
ପୁରୀ,୧୮ା୩ (ଅଜିତ୍ କୁମାର ମହାନ୍ତି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମଙ୍ଗଳବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ସମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ…
ଦେବେନ୍ଦ୍ରଙ୍କ ଶେଷକୃତ୍ୟରେ ସାମିଲ ହେଲେ ବାବା ରାମଦେବ
ପୁରୀ,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ଭୁବନେଶ୍ବରରୁ ଆସି ପୁରୀରେ ପହଞ୍ଚିଛି। ଆଉ କିଛି ସମୟ ପରେ ପୁରୀ ସ୍ବର୍ଗଦ୍ବାରରେ ପଞ୍ଚଭୂତରେ ବିଲୀନ ହେବେ ଦେବେନ୍ଦ୍ର। ଏନେଇ ଶେଷ ଯାତ୍ରାରେ…
ଦୁର୍ଘଟଣାରେ ବାପ ପୁଅଙ୍କ ଜୀବନଗଲା
ବାଙ୍ଗିରିପୋଷି, ୧୮ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ବାପ ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବହଳଦା ଥାନା ଅଧୀନ…
୨ଦିନିଆ ବ୍ୟାଙ୍କ୍ ଧର୍ମଘଟ ଡାକରା: ଏହି ୪ଦିନ ବ୍ୟାଙ୍କ ସେବାରୁ ବଞ୍ଚିତ ହେବେ ଲୋକେ
ଭୁବନେଶ୍ୱର,୧୮ା୩: ୯ଦଫା ଦାବି ନେଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍ବିୟୁ) ପକ୍ଷରୁ ୨ଦିନିଆ ବ୍ୟାଙ୍କ୍ ଧର୍ମଘଟ ଡାକରା ଦିଆଯାଇଛି। ଆସନ୍ତା ୨୩ ତାରିଖ ମଧ୍ୟରାତ୍ରିରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା ଧରି ଏହି ଧର୍ମଘଟ ଚାଲିବ। ଏଥିରେ…
ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବି ମିଳିବ ବକେୟା ଛୁଟିର ଦରମା: ହାଇକୋର୍ଟ
କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀଙ୍କ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବା କୌଣସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲେ ମଧ୍ୟ ତାଙ୍କୁ ଅବସର ପରେ ବକେୟା ଛୁଟିର ଦରମା ମିଳିବ। ବକେୟା ଛୁଟିର ଦରମା ପାଇବା ପାଇଁ ତାଙ୍କ ଆବେଦନକୁ…

