ସରକାର ନ ଶୁଣିଲେ ବିଧାନସଭା ଘେରାଉ କରିବେ
ଭବାନୀପାଟଣା,୧୧ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ଅମଲା ଭବନରେ ଶନିବାର ଇଂଜିନିୟରିଂ ୱାର୍କଚାର୍ଜଡ଼, ନିୟମିତ ଏବଂ ସେବାନିବୃତ୍ତ କର୍ମଚାରୀ ଫୋରମ ମହାମଣ୍ଡଳ କର୍ମକର୍ତ୍ତା ଦ୍ୱାରା ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱରରୁ ଆସିଥିବା ନେତୃବର୍ଗ ମଧ୍ୟରେ...
ନାଳରୁ ମିଳିଲା ବୃଦ୍ଧଙ୍କ ମୃତଦେହ
ଲାଞ୍ଜିଗଡ଼,୧୧ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଲ ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଟକଲାସୁର ଗାଁ ନିକଟ ନାଳରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଶନିବାର ଦେଖିବାକୁ ମିଳିଛି। ମୃତକ ହେଲେ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଡଙ୍ଗରି...
ବାରିପଦା ବଡ଼ ମେଡିକାଲରୁ ଚୋରି ଶିଶୁ ବୈଶିଙ୍ଗାରୁ ଉଦ୍ଧାର: ମହିଳା ଆଉ ସ୍ବାମୀଙ୍କୁ ବାନ୍ଧିଲା…
ବୈଶିଙ୍ଗା,୧୧।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବାରିପଦା ବଡ଼ ମେଡ଼ିକାଲରୁ ଚୋରି ହୋଇଥିବା ଶିଶୁକୁ ଶନିବାର ଅପରାହ୍ନରେ ବୈଶିଙ୍ଗା ବଜାର ଅଞ୍ଚଳରୁ ଉଦ୍ଧାର କରାଯାଇଛି। ଏଥିସହ ଶିଶୁ ଚୋରି କରିଥିବା ମହିଳାଙ୍କୁ ମଧ୍ୟ ଗିରଫ କରିଛି ବାରିପଦା ପୋଲିସ। ପ୍ରାପ୍ତ ସୂଚନା...
ଅଟୋ ଚାଳକରୁ ହୋଇଥିଲେ ସରପଞ୍ଚ, ଧମକ ଯୋଗୁ ପଦ ଛାଡ଼ିଦେଲେ…
ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ)- ସରପଞ୍ଚ ପଦ ପାଇଁ ପଞ୍ଚାୟତ ନିର୍ବାଚନ ସମୟରେ ପ୍ରାର୍ଥୀମାନେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି । ଏହାସତ୍ତ୍ୱେ ନିର୍ବାଚନୀ ମଇଦାନରେ କିଏ ଜିତୁଛନ୍ତି ତ ଆଉ କେହି ହାରୁଛନ୍ତି। ତେବେ ବରଗଡ଼ ବ୍ଲକ ବରାହଗୋଡା ପଞ୍ଚାୟତରେ ଅଟୋ...
ଲର୍କିପାଲି ଆର୍ ଆର୍ କଲୋନୀ ହାଇସ୍କୁଲ ଉଦ୍ଘାଟନ କଲେ MP ସଙ୍ଗୀତା କୁମାରୀ ସିଂଦେଓ
ବଲାଙ୍ଗୀର, ୧୧।୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଲର୍କିପାଲି ସ୍ଥିତ ଆର୍ ଆର୍ କଲୋନୀ ହାଇସ୍କୁଲକୁ ଶୁକ୍ରବାର ବଲାଙ୍ଗୀର ଲୋକ ସଭା ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ ଉଦଘାଟନ କରିଛନ୍ତି। ଶୁଭ ଉଦଘାଟନ ପରେ ସ୍କୁଲ ପକ୍ଷରୁ ଏକ ସଭା ଆୟୋଜନ...
ନୂଆପଡ଼ା ଉପନିର୍ବାଚନ: ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ ପ୍ରାର୍ଥୀ
ନୂଆପଡ଼ା,୧୧ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲାପାଳ...
ନାଁକୁ ଅଟୋରେ ଥିଲେ ଯାତ୍ରୀ, କରୁଥିଲେ ଗଞ୍ଜେଇ ଚାଲାଣ: ମାଡ଼ି ବସିଲା ପୋଲିସ
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ ଶନିବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟାରେ ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ପୋଡ଼ାମାରି ପୋଲିସ ଚେକ ଗେଟ ନିକଟରେ ଗାଡ଼ି ଚେକିଂ କରୁଥିଲେ। ଗଜପତି...
ପୁଣି ଆଇସିୟୁରେ ଭର୍ତ୍ତି ହେଲେ ଅଭିଜିତ୍ ମଜୁମ୍ଦାର
ଭୁବନେଶ୍ୱର,୧୧ା୧୦: ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର(ଦାଦା)। ସ୍ନାୟୁଜନିତ ସମସ୍ୟାରେ ସୁଧାର ନ ଆସିବାରୁ ପୁଣି ଆଇସିୟୁକୁ ସ୍ଥାନାନ୍ତର ହୋଇଛନ୍ତି ଦାଦା। ଗତ ୨୪ ଘଣ୍ଟାରେ ଅଭିଜିତ୍ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।...
ଟ୍ରକ୍ ସହ ମୁହାଁମୁହିଁ ପିଟିହେଲା ସ୍କୁଟି: ଚାଲିଗଲା ନାବାଳକଙ୍କ ଜୀବନ
କୋରାପୁଟ,୧୧ା୧୦(ଅମିତାଭ ବେହେରା): ଶନିବାର ଅପରାହ୍ନରେ କୋରାପୁଟ ସହରର ଭବାନୀନଗରସ୍ଥିତ ୨୬ ନଂ ଜାତୀୟ ରାଜପଥଠାରେ ଏକ ଟ୍ରକ୍ ସହ ସ୍କୁଟି ମୁହାଁମୁହିଁ ପିଟି ହେବାରୁ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାରୁ ଜଣାଯାଇଛି, ଶନିବାର ଅପରାହ୍ନରେ ସୁନାବେଡ଼ା...
ରାଜୁ ଭାଇଙ୍କୁ ମନେ ପକାଇଲା ବିଜେଡି: କହିଲା ଜୟଙ୍କ ଦେହରେ ପ୍ରବାହିତ ହେଉନି ଢୋଲକିଆ ରକ୍ତ
ନୂଆପଡ଼ା,୧୧।୧୦: ଜୟ ଢୋଲକିଆ ଭାଜପାରେ ମିଶିବା ପରେ ବିଜେଡିର ପ୍ରତିକ୍ରିୟା। ପ୍ରେସମିଟ କରି ଜୟ ଢୋଲକିଆଙ୍କୁ ଟାର୍ଗେଟ କଲେ ପ୍ରତାପ ଜେନା। ସେ କହିଛନ୍ତି ଘୋଡ଼ା ବେପାରରେ ଜୟ ଢୋଲକିଆ ବିକ୍ରି ହୋଇଗଲେ। ରାଜୁ ଭାଇ ଯଦି ବଞ୍ଚିଥାନ୍ତେ ତାହେଲେ...
ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା: ଧୋଇଗଲା କଂକ୍ରିଟ୍ କାର୍ଯ୍ୟ
ଜି.ଉଦୟଗିରି,୧୧ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ) ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା...
ବିଜେଡିରେ ପଶିଲା ଛନକା: ଢୋଲକିଆ ପଦ୍ମ ଧରିବା ପରେ , ପ୍ରାର୍ଥୀ ଖୋଜିଖୋଜି…
ନୂଆପଡ଼ା,୧୧ା୧୦ (ମକାରୁ ବେମାଲ) : ନୂଆପଡ଼ା ବିଧାନସଭା ଉପନିର୍ବାଚନକୁ ନେଇ ଜିଲାରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଏହି ଆସନ ଲାଗି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ଓ ବିଜେଡି ମଧ୍ୟରେ ଏକପ୍ରକାର ଛକାପଞ୍ଝା ଲାଗିରହିଛି।...
Archives


