ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା
ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା ସହାୟିକା ମାନଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ମନୋଜ କୁମାର…
ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ
ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ ମନୋଜ ମହାନ୍ତ ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀମାନେ ଗସ୍ତ କରି ସ୍ଥାନୀୟ ଲୋକଙ୍କ…
ପିକ୍ଅପ ଧକ୍କାରେ ସାଇକେଲ ଆରୋହୀ ମୃତ: ମୃତଦେହ ଜବତ
ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ ଭ୍ୟାନ ନଂ.( ଓଡି୦୭ ବିଏଫ ୨୦୩୯) ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ…
ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା
ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ ତାଲା ଝୁଲୁଥିବା ବେଳେ ବାରଣ୍ଡାରେ ବସି କୋମଳମତି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ଶିକ୍ଷକ…
ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ
ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି ଘଟଣାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି…
ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଛୁଟି ରହିବ।ଜିଲାରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ଏହି…
କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…
ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଶୁକ୍ରବାର ତାଙ୍କ କାର୍ଯ୍ୟଜୀବନର ଶେଷ ଦିନ ହୋଇଥିବାରୁ ସହକର୍ମୀମାନେ ତାଙ୍କ କଳିଗାଁ…
ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…
କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା ଶୁକ୍ରବାର ଅତ୍ୟନ୍ତ ଉତ୍ସାହ ଓ ଭକ୍ତିଭାବ ସହକାରେ ଅନୁଷ୍ଠିତ ହୋଇଯାଇଛି। ପୁରୁଷାନୁକ୍ରମେ ପ୍ରତିବର୍ଷ…
ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା
ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ସେ ବିଭିନ୍ନ ପ୍ରକଳ୍ପର ସ୍ଥିତି ପରିଦର୍ଶନ…
ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ
ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ କୋଠା ନିର୍ମାଣ ପାଇଁ ଆଜକୁ ପ୍ରାୟ ଦୁଇବର୍ଷ ତଳେ ଓଡ଼ିଶା ପୋଲିସ ହାଉସିଂ…
ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ
ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି ମୌଳିକ ସୁବିଧା ପହଞ୍ଚିପାରି ନାହିଁ। ବୁଣ୍ଡେଲ ମାଳି ପାହାଡ଼ ଓ ଜଙ୍ଗଲ ଘେରରେ…
କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି
ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସଙ୍କ ଉପସ୍ଥିତିରେ ଆୟୋଜିତ ଏହି ସମ୍ମିଳନୀରେ ଆଗାମୀ ପଞ୍ଚାୟତ…

