ଆମ ଜିଲା ଖବର

ଛତର ଯାତ୍ରାରେ ରକ୍ତରଞ୍ଜିତ ହେଲା ରାଜପଥ

ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଭବାନୀପାଟଣାରେ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଭୋର ୫ଟାରୁ ମା’ଙ୍କ ଛତର ଜେନାଖାଲରୁ ବାହାରି ମନ୍ଦିର ଅଭିମୁଖେ ଅଛନ୍ତି। ଗତ ୨ବର୍ଷ ଧରି କରୋନା କଟକଣା ଯୋଗୁ...

ପ୍ରେମ ପାଇଁ ପ୍ରେମିକଙ୍କ ଗଲା ଜୀବନ

ରାଉରକେଲା ଅଫିସ,୩।୧୦: ପ୍ରେମ ପାଇଁ ପ୍ରେମିକଙ୍କୁ ହତ୍ୟା କରି ଏକ କୋଇଲା ବୋଝେଇ ଟ୍ରେନ ବଗିରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ପୋଲିସ ୬ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଫଟାପାଇପ୍‌ ଅଞ୍ଚଳର ମୂଳବାସିନ୍ଦା ତଥା ଶିବଶଙ୍କର...

୧୪ ବର୍ଷରେ ତୁଳସୀନଗରପଡ଼ା ଦୁର୍ଗାପୂଜା

ବଲାଙ୍ଗୀର ଅଫିସ, ୩ା୧୦: ବଲାଙ୍ଗୀର ତୁଳସୀନଗରପଡା ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି। ତୁଳସୀନଗର ଦୁର୍ଗାପୂଜା କମିଟି ପକ୍ଷରୁ ତିନିଦିନାତ୍ମକ ଦୁର୍ଗାପୂଜା ଆରମ୍ଭ ହୋଇଛି। ଶନିବାର କମିଟି ପକ୍ଷରୁ କଳସ ଶୋଭାଯାତ୍ରା କରାଯାଇଥିଲା। କମିଟି ପକ୍ଷରୁ ନାରାୟଣ...

ଅସ୍ତ୍ରୋପଚାରର ୨୪ ଘଣ୍ଟା ନ ପୂରୁଣୁ ଆଖିବୁଜିଲା ଅସୁସ୍ଥ ଦନ୍ତା

ବାରିପଦା ଅଫିସ,୩ା୧୦: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି ସଂରକ୍ଷିତ ଜଙ୍ଗଲରେ ଅଟକି ରହିଥିବା ଅସୁସ୍ଥ ଦନ୍ତାହାତୀର ଅସ୍ତ୍ରୋପଚାର କରିବାର ୨୪ ଘଣ୍ଟା ନ ପୂରୁଣୁ ମୃତ୍ୟୁ ଘଟିଛି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ସୋମବାର ସକାଳେ ଦନ୍ତାର ମୃତଦେହ...

ନିଆରା ଉଦାହରଣ ସୃଷ୍ଟି କରିଛି ସାପ-ମଣିଷ ସମ୍ପର୍କ

ମାଲକାନଗିରି, ୩ା୧୦(ଡି.ଏନ.ଏ.): ସମ୍ପର୍କ କେବଳ ବାପ ପୁଅ, ମାଆ ଝିଅ ଓ ଝିଅପୁଅଙ୍କ ମଧ୍ୟରେ ହୋଇ ନ ଥାଏ। ପଶୁ, ପକ୍ଷୀ ଓ ସରିସୃପଙ୍କ ମଧ୍ୟରେ ବି ଗଢି ଉଠିଥାଏ। ମାଳକାନଗିରି ଜିଲାରେ ସାପ ମଣିଷ ମଧ୍ୟରେ ଗଢି ଉଠିଥିବା...

୩ ପ୍ରତିମୂର୍ତ୍ତି ଅନାବରଣ

ଢେଙ୍କାନାଳ ଅଫିସ, ୩।୧୦: ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମ୍‌ ପରିସରରେ ରବିବାର ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ସେହିପରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପୂର୍ବତନ...

କେନ୍ଦ୍ରମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହକଲା କୁଡୁମୀ ସେନା

ପାଟଣା,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଛକରେ ସୋମବାର ଓଡ଼ିଶା କୁଡୁମୀ ସେନା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ସୂଚନାଯୋଗ୍ୟ, କୁଡୁମୀ ଜାତିକୁ ଆଦିବାସୀ ତାଲିକାଭୁକ୍ତ କରିବା ଦାବିରେ ଓଡ଼ିଶା କୁଡୁମୀ ସେନା ପକ୍ଷରୁ...

ମାଲିକଙ୍କ ଗାଡ଼ି ହଡ଼ପ ଷଡ଼ଯନ୍ତ୍ର

ଖଲ୍ଲିକୋଟ,୩ା୧୦(ଡି.ଏନ.ଏ.):ମାଲିକର ବିଶ୍ୱାସରେ ବିଷ ଦେଇ ଜଣେ ଡ୍ରାଇଭର ଗାଡ଼ିକୁ ହଡପ କରିବା ପାଇଁ ନିଜେ ରଚିଥିଲା ମିଛ ଡକାୟତିର ଯୋଜନା। ଏହି ଘଟଣାର ଖଲ୍ଲିକୋଟ ପୋଲିସ ପର୍ଦ୍ଦାଫାସ କରି ଅଭିଯୁକ୍ତ ଡ୍ରାଇଭରଙ୍କୁ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ...

ଟ୍ରାଫିକ୍‌ ଜଗିଛି ୪ ସାଧାରଣ ସିସି କ୍ୟାମେରା

ଛତ୍ରପୁର,୩ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଟ୍ରାଫିକ୍‌ ମନିଟରିଂ ଏକ ପ୍ରକାର ଚ୍ୟାଲେଞ୍ଜ ହୋଇଛି। ସହରକୁ ଗଞ୍ଜାମ ସମେତ ଗଜପତି, କନ୍ଧମାଳ ଓ ଦକ୍ଷିଣ ଓଡିଶାର ବିଭିନ୍ନ ଜିଲାରୁ ଦୈନିକ ବହୁ ସଂଖ୍ୟାରେ ଯାନବାହନ ଆସିବା ସହ ହଜାର ହଜାର...

ଗଛରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ଗ୍ରାମବାସୀ

କୋକସରା,୩।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଡହଗାଁ-ସାରସମାଲ ଗ୍ରାମ ସୀମାରେ ଥିବା ଗୋଚିଆ ଡଙ୍ଗର ନିକଟରେ ଜଣେ ମହିଳାଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ଲୋକେ ଚାଷଜମିକୁ ଯିବା ସମୟରେ ମୃତଦେହ...

ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା: ଶହଶହ ବଳି

ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେନାଖାଲରୁ ଛତର ଉଠିବା ପରେ ସହରର ମୁଖ୍ୟ ରାସ୍ତାରେ ଶହଶହ କୁକ ବୋଦା ଓ ଛେଳି ବଳି ପଡିଛି। ଏତେ...

ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଢେଙ୍କାନାଳ ଅଫିସ୍‌,୩।୧୦: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଅନ୍ତର୍ଗତ ବରପଦାଠାରେ ଏସବିଆଇ ଏଟିଏମରୁ ଲୁଟ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଲୁଟ ହୋଇଛି। ଏଟିଏମ୍‌ରେ ଟଙ୍କା ଭର୍ତ୍ତି ଥିଲା ବୋଲି ଜଣାପଡିଛି। ଏଟିଏମଟି ବରପଦା ଶ୍ରୀରାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri