ଆମ ଜିଲା ଖବର

ମଇଁଷି ଚୋରି ଅଭିଯୁକ୍ତ କୋର୍ଟ ଚାଲାଣ

ଲାଞ୍ଜିଗଡ଼, ୧୬ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ବଳଭଦ୍ର ଗ୍ରାମରୁ ବୁଧବାର ରାତିରେ ଦୁଇଗୋଟି ମଇଁଷି ଚୋରି ଅଭିଯୋଗରେ ବୋଲେର ମେକ୍ସ ପିକଅପ ଓଡି ୦୮ ଭି ୧୦୩୮ ଗାଡିର ଡ୍ରାଇଭର ରାୟଗଡ଼ା ଜିଲା…

ଚକୋଲେଟ୍‌ ଦେଇ ଶିଶୁକୁ କରିନେଲେ ଅପହରଣ

ବଡ଼ମ୍ବା,୧୬ା୩(ମାୟାଧର ମଲ୍ଲିକ): ଚକୋଲେଟ ଦେଇ ଶିଶୁ ଅପହରଣ କରାଯାଇଥିବା ଘଟଣାକୁ ନେଇ ବଡ଼ମ୍ବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ଅପହରଣ ଶିଶୁଟି ରବିବାର ବଡ଼ମ୍ବା ଅଞ୍ଚଳରୁ ଉଦ୍ଧାର ହୋଇଥିବା ପ୍ରକାଶ ପାଇଛି। ଶିଶୁଟିର ଘର ଖୋର୍ଦ୍ଧା ଅଞ୍ଚଳର କେଶବ ବେହେରାଙ୍କର…

୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍‌ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬ ମହିଳା…

ଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍‌ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥ

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ତୁଳସୀପୁର ଗ୍ରାମରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍‌ବ ପରିମିତ ଜମିରେ ହରିହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଜ୍ଞାନ ମିଶନର ମୁଖ୍ୟ ପରମହଂସ…

ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ

ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼…

କେହି ମାନିଲେନି ଗାଇଡ୍‌ଲାଇନ୍‌, ବୋହି ନେଲେ ମଦ

କୋରାପୁଟ,୧୬ା୩(ଅମିତାଭ ବେହେରା): ହୋଲି ସାରାଦେଶରେ ମହାଆଡ଼ମ୍ବରରେ ପାଳିତ ହୋଇଥିବା ବେଳେ ଅବକାରୀ ବିଭାଗ ଓ ମଦ ବ୍ୟବସାୟୀମାନଙ୍କ ମଧୁଚନ୍ଦ୍ରିକା ଯୋଗୁ ସରକାରୀ ନିୟମକୁ ଫୁ’ କରି ଦେଇ ସହରର ସମସ୍ତ ମଦ ଦୋକାନ ଖୋଲାରହିବା ନେଇ ସାଧାରଣରେ ଘୋର ଅସନ୍ତୋଷ ପ୍ରକାଶ…

ରାସ୍ତାକଡ଼ରେ ପଡ଼ିଛି ଅଜଣା ମୃତଦେହ, ଦୁର୍ଗନ୍ଧ ବାରି ଯିବାରୁ…

ମୋହନା,୧୬ା୩(ମନ୍ମଥ ମିଶ୍ର): ରାସ୍ତା କଡ଼ରେ ଅଜଣା ଯୁବକଙ୍କର ମୃତଦେହ ଠାବ କରିଛି ରା ଉଦୟଗିରି ପୋଲିସ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଶିଆଳିଲଟି ପଞ୍ଚାୟତ ବାରନାଳୀ ଠାରେ। ରବିବାର ସକାଳୁ ଅଞ୍ଚଳର କିଛି ସ୍ଥାନୀୟ…

‘ସାହିତ୍ୟ ସାଧନା ପାଇଁ ପ୍ରଚେଷ୍ଟା ଦରକାର’

ପୁରୀ,୧୬ା୩: ପୁରୀର ଅଗ୍ରଣୀ ପ୍ରକାଶନୀ ସଂସ୍ଥା ‘ଅଭିମାନ’ର ଚତୁର୍ଥ ବାର୍ଷିକ ଉତ୍ସବ ଜିଏସ୍‌ଟି ସମ୍ମିଳନୀ କକ୍ଷରେ ଦୋଳପୂର୍ଣିମା ଅବସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରେଣ୍ୟ ଅତିଥି ଭାବରେ ସାମାଜିକ କର୍ମୀ ତଥା କବି ଶୈଳଜ ରବି, କଥାକାର ହିରଣ୍ମୟୀ ମିଶ୍ର,…

ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୧୬।୩: ରାଜ୍ୟରେ ପାରଦ ଉପରମୁହାଁ ରହିଛି। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ରବିବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୪୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ…

୭ ପରିବାରର ଜଳିଗଲା ୧୦ ବଖରା, ଅଧଘଣ୍ଟାରେ ସବୁ ପୋଡ଼ି ଛାରଖାର

ଭଞ୍ଜନଗର,୧୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଦୋମୁହାଣୀ ପଞ୍ଚାୟତର ବଞ୍ଜର ସାହି ନିକଟସ୍ଥ ତିନିସାହିରେ ରବିବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗିଯାଇଥିଲା। ଫଳରେ ଚାହୁଁ ଚାହୁଁ ୭ଟି ପରିବାରର ୧୦ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ…

୧୦ ସ୍ଥାନରେ ରେଲଓ୍ବେ ପୁଶିଂ ବ୍ରିଜ ନିର୍ମାଣ ନେଇ ଡିଆରଏମ୍‌ଙ୍କୁ ଦାବିପତ୍ର

କୋରାପୁଟ,୧୬ା୩(ଅମିତାଭ ବେହେରା): କୋରାପୁଟ ରେଲଓ୍ବେ ଅଧୀନରେ ଥିବା ୩ଟି ବ୍ଲକର ୧୦ଟି ସ୍ଥାନରେ ପୁଶିଂ ବ୍ରିଜ ନିର୍ମାଣ ପାଇଁ ଆଜି ଡିଆରଏମ୍‌ଙ୍କୁ ରବିବାର ସ୍ଥାନୀୟ ଷ୍ଟେଶନଠାରେ ସାକ୍ଷାତ କରି ପୂର୍ବତନ ବିଧାୟକ ନିମାଇଁ ସରକାର ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଶାଖାପାଟଣା…

ଭଉଣୀ ଆଗରେ ଚାଲିଗଲା ଭଉଣୀର ଜୀବନ

ନୟାଗଡ଼,୧୬।୩: ନୟାଗଡ଼ ଜିଲା ଫତେଗଡ଼ ଥାନା କିମ୍ଭିରିଆ ଗ୍ରାମ ପୋଖରୀ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ଆହତ ନାବାଳିକାଙ୍କୁ ଚିକିତ୍ସା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?