ଆମ ଜିଲା ଖବର

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ହତ୍ୟା…

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ ନାବାଳକ ହିଁ ଛୁରାମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ବ୍ୟକ୍ତି ଜଣଙ୍କୁ ବୁର୍ଲା ଭର୍ତ୍ତି କରାଯାଇଛି।…

ହୋଲି ଖେଳି ସେଲ୍‌ଫି ନେଉଥିଲେ ଦୁଇ ଯୁବକ, ଜଳସ୍ରୋତରେ ଭାସିଗଲେ

କୋଟପାଡ଼,୧୫ା୩(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଗୁଲମୀ ପିକ୍‌ନିକ୍‌ ସ୍ପଟରେ ଗାଧୋଇବାକୁ ଯାଇ ସେଲ୍‌ଫି ନେବା ସମୟରେ ଗଡ଼ ଖୋସି ଛତିଶଗଡ଼ ଜଗଦଳପୁର କୁମାର ପାରା ଅଞ୍ଚଳର ଦୁଇଜଣ ଯୁବକ ପ୍ରଖୋର ଜଳସ୍ରୋତରେ ଭାସି ଯାଇଥିବା ଜଣାପଡ଼ିଛି। ଖବର ପାଇ କୋଟପାଡ଼ ଅଗ୍ନିଶମ…

ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର

ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଚସା ପରେ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି। ଖବର ପାଇ ପୋଲିସ…

ବିଦ୍ୟୁତ୍‌ ତାର ଚୋରି କରିବା ପଡ଼ିଲା ମହଙ୍ଗା

ଟିଟିଲାଗଡ଼୧୫।୩(ଶରତ ମିଶ୍ର): ବିଦ୍ୟୁତ୍‌ ତାର ଚୋରି କରିବା ଅଭିଯୋଗରେ ଟିଟିଲାଗଡ଼ ଥାନା ପୋଲିସ ଶନିବାର ୫ଜଣଙ୍କୁ ଗିରଫ କରଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡିର ନିରାକାର ସାହୁ, ନବରଙ୍ଗପୁରର ବିଜୟ ଗୋପାଳ ନାୟକ, ଟିଟିଲାଗଡ଼ ସୁକୁନାଭଟାର ନିଧି ଚନ୍ଦନ, ବଙ୍ଗୋମୁଣ୍ଡାର କ୍ଷତ୍ରିୟ…

କପିଳେଶ୍ୱରଦେବଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ନିରାକାରପୁର,୧୬।୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ବିଜେଡିଆରେ ଅବସ୍ଥିତ ଶ୍ରୀ କପିଳେଶ୍ୱରଦେବଙ୍କ ଅଶୋକାଷ୍ଟମୀ ପବିତ୍ର ରଥଯାତ୍ରା ଉପଲକ୍ଷେ ପାରମ୍ପରିକ ରୀତିନୀତିରେ ଶନିବାର ରଥକାଠ ଅନୁକୂଳ କାର୍ଯ୍ୟ କରାଯାଇଛି। ଆସନ୍ତା ଏପ୍ରିଲ ୫ ତାରିଖ ଶନିବାର ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ…

ଯବାନଙ୍କ ରାଲିରେ ସାମିଲ ହେଲେ ମନ୍ତ୍ରୀ, ବିଧାୟକ

ଗୋପାଳପୁର,୧୫ା୩(ନବୀନ ରାଜ ଆଚାରୀ): ସିଆଇଏସ୍‌ଏଫ ୫୬ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ବରିଷ୍ଠ କମାଣ୍ଡାଣ୍ଡ ଆଲୋକ ଯୋଶୀ ନେତୃତ୍ୱରେ ଯବାନମାନେ ଏକ ସାଇକେଲ ରାଲି ଗୁଜରାଟ ବାହାରି ଶନିବାର ହୋଲି ଅବସରରେ ଗୋପାଳପୁର ବେଳାଭୂମିରେ ପହଞ୍ଚିଥିଲା। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଖଣି…

କୋଲକାତାରୁ ଗିରଫ ହେଲେ ପୂର୍ବତନ ଜିଲାପରିଷଦ ସଭ୍ୟ

ଧର୍ମଶାଳା,୧୫ା୩: ଯାଜପୁର ଜିଲା ଧର୍ମଶାଳା ୧୩ନଂ ଜୋନ୍‌ର ପୂର୍ବତନ ଜିଲା ପରିଷଦ ସଭ୍ୟ ଗିରଫ ହୋଇଛନ୍ତି। ସେ ହେଲେ ନିରଞ୍ଜନ ରାଉତ। ତାଙ୍କୁ ଯାଜପୁର ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ କୋଲକାତାରୁ ଗିରଫ କରିଛି। ସୂଚନାଯୋଗ୍ୟ, ଧର୍ମଶାଳା ବିରିବାଟୀ ଅଞ୍ଚଳରେ ମାର୍କେଟ…

ଗାଧୋଇବା ବେଳେ ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଲାଠୋର,୧୫।୩(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ବର୍ତ୍ତିଆ ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାଦବ ପଟେଲ(୫୫)। ମିଳିଥିବା ସୂଚନା ମୁତାବକ, ଯାଦବ ତେତେଲମୁଡ଼ାରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା…

ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ମହିଳାଙ୍କ ସମେତ ୩ ଗିରଫ

ପାରଳାଖେମୁଣ୍ଡି,୧୫ା୩(ଗିରିଧାରୀ ପରିଚ୍ଛା): ଦୀର୍ଘ ଦେଢ଼ମାସ ପରେ ରେଖନା ସାହି ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ଗଜପତି ଜିଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ। ଚୋରି କରିଥିବା ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୪୩.୫୪ଗ୍ରାମ ସୁନା ଓ…

ଟ୍ରକ ପଛରେ ପିଟି ହୋଇ ଚାଲିଗଲା ୨ବାଇକ୍‌ ଆରୋହୀଙ୍କ ଜୀବନ

ସୁନ୍ଦରଗଡ଼,୧୫।୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ବିଜୁ ଏକ୍ସପ୍ରେସ ଓ୍ବେରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବିଜୁ ଏକ୍ସପ୍ରେସ ଓ୍ବେରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟରେ…

ପାଣିଟାଙ୍କିରେ ଗାମୁଛା ଲଗାଇ ଝୁଲି ପଡ଼ିଲେ ଯୁବକ

ସନ୍ତ୍ରୀ ଛକ,୧୫ା୩(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗ୍ରାମରେ ବେକରେ ରଶି ଲଗାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଗ୍ରାମବାସୀଙ୍କ କହିବା ଅନୁସାରେ ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲା ନାଉପାଳ ଗ୍ରାମର ରବି ଝାଙ୍କରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?