ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର,୩୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଦ୍ୱାରା ଜାରି ସର୍ଚ୍ଚ ଓ୍ବାରେଣ୍ଟ...

ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା ସତ୍ତ୍ୱେ ବିକାଶ ହେଉନି

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲାର ପର୍ଯ୍ୟଟନ କ୍ଷେତ୍ର ଅବହେଳିତ ଅବସ୍ଥାରେ ରହିଛି। ପର୍ଯ୍ୟଟନର ମାନ୍ୟତା ସତ୍ତ୍ୱେ ଭିତ୍ତିଭୂମି ଅଭାବରୁ ଅସ୍ତିତ୍ୱ ହଜିବାକୁ ବସିଛି। ରାଜନୈତିକ ଇଚ୍ଛାଶକ୍ତିର ଅଭାବ, ଜିଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ପର୍ଯ୍ୟଟନକ୍ଷେତ୍ରଗୁଡିକ ବିପର୍ଯ୍ୟସ୍ତ...

ଶ୍ରୀକ୍ଷେତ୍ରରେ ନାଗା ଉପାସନା ଅନନ୍ୟ

ପୁରୀ ଅଫିସ,୩୦ା୯: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜାର ଏକ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ଏହି ଗୋଷାଣୀ ପୂଜନ ମଧ୍ୟରେ ନାଗା ଉପାସନା ଏକ ନିଆରା ଉପାସନା। ଯାହା ବୀରର ପ୍ରତୀକକୁ ଦର୍ଶାଇଥାଏ। ଏହି ନାଗା...

ପୁରୀରେ ଶୀଘ୍ର ନଷ୍ଟ ହୋଇଯାଉଛି ନୋଟ୍‌

ପୁରୀ ଅଫିସ,୩୦।୯: ଓଡ଼ିଶାର ଅନ୍ୟ ଜିଲା ତୁଳନାରେ ପୁରୀରେ ନୋଟ୍‌ (କାଗଜ ଟଙ୍କା) ଶୀଘ୍ର ନଷ୍ଟ ହୋଇ ଯାଉଛି ବୋଲି ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏସ୍‌ବିଆଇ ପକ୍ଷରୁ ସୂଚନା ମିଳିଛି। ଗୋଟିଏ ନୋଟ୍‌ ବଜାରକୁ ଯିବା ପରେ ଏହା...

୧୬ ବର୍ଷ ପରେ ବି ସରୁନି ଛାତ୍ରାବାସ କାର୍ଯ୍ୟ

ଚଣ୍ଡିଖୋଲ,୩୦ା୯(ଡି.ଏନ.ଏ.):ରାଜ୍ୟ ସରକାର ବିଦ୍ୟାଳୟଗୁଡ଼ିକୁ ପୁନରୁଦ୍ଧାର କରି ୫-ଟିରେ ରୂପାନ୍ତରୀକରଣ କରୁଛନ୍ତି। ହେଲେ ଏହି କାର୍ଯ୍ୟରେ ବହୁ ଅନିୟମିତତା ହେଉଛି। ଅନେକ ସ୍ଥାନରେ କେବଳ ରଙ୍ଗ ବୋଳି ଓ ଶ୍ରେଣୀ ଗୃହ ଟାଇଲ୍‌ ବିଛାଇ ବାହାର ଚକ୍‌ଚକ କରାଯାଉଛି। ହେଲେ ଭିତର...

ଏସ୍‌ସିବିରେ ଖୁବ୍‌ଶୀଘ୍ର ହେବ ଯକୃତ ପ୍ରତିରୋପଣ

କଟକ ଅଫିସ,୩୦ା୯: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଖୁବ୍‌ଶୀଘ୍ର ଯକୃତ ପ୍ରତିରୋପଣ ଆରମ୍ଭ ହେବ। ଏଥିପାଇଁ ରୋଗୀଙ୍କୁ ଦେୟ ଦେବାକୁ ପଡ଼ିବ ନାହିଁ। ସମ୍ପୂର୍ଣ୍ଣ ସରକାରୀ ଖର୍ଚ୍ଚରେ ରୋଗୀଙ୍କଠାରେ ଯକୃତ ପ୍ରତିରୋପଣ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଘୋଷଣା...

ରୋଗରେ ପଡ଼ି ହଷ୍ଟେଲ ଛାଡୁଛନ୍ତି ଅନ୍ତେବାସୀ

କେନ୍ଦ୍ରାପଡ଼ା ଅଫିସ, ୩୦ା୯:ଭିନ୍ନକ୍ଷମ ଓ ନିଷ୍ପେଷିତ ଶିଶୁଙ୍କ ଉନ୍ନତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେମାନଙ୍କ ଚିକିତ୍ସା ସହ ଶିକ୍ଷାଦାନ ପାଇଁ ବିପୁଳ ଅର୍ଥ ଖର୍ଚ୍ଚ ହେଉଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଏଥିପାଇଁ...

ଶତାୟୁ ହେଲେ ବି ଶାଳରେ କରୁଛନ୍ତି କାମ

ମହାକାଳପଡା,୩୦ା୯(ଡି.ଏନ.ଏ.):ଭାରତ ୧୯୪୭ରେ ସ୍ବାଧୀନତା ଲାଭ କରିଥିଲା। ଏହି ସମୟରେ ପୂର୍ବ ପାକିସ୍ତାନ ଏବେକାର ବାଂଲାେ ଦଶରେ ଗୃହଯୁଦ୍ଧରେ ସଂଖ୍ୟାଧିକ ମହିଳାପୁରୁଷ ନିର୍ଯାତିତ ହୋଇଥିଲେ। ସେମାନେ ଭାରତକୁ ପଳାଇ ଆସିବାରୁ ସରକାର ଶରଣାର୍ଥୀ ଭାବେ ଆଶ୍ରୟ ଦେଇଥିଲେ। ୧୯୫୦/୫୧ ପରେ ଅନେକ...

ମୂର୍ତ୍ତି ଗଢୁଛନ୍ତି କୋଲକାତା କାରିଗର

ଜଗତ୍‌ସିଂହପୁର ଅଫିସ, ୩୦ା୯:ଦୁର୍ଗା ପୂଜା ଯେତିକି ପାଖେଇ ଆସୁଛି,ପାର୍ବଣ ପରିବେଶ ସେତିକି ଅନୁଭୂତ ହେଉଛି। ଏଥିମଧ୍ୟରେ ଜଗତ୍‌ସିଂହପୁର ସହରର ପ୍ରାୟତଃ ପୂଜା ମଣ୍ଡପ ଓ କ୍ଲବ ପକ୍ଷରୁ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। ସ୍ଥାନୀୟ ଖେରସ (ଦେବୀ...

କାଠି, ଓସ୍ତପତ୍ରରେ ସୁନ୍ଦର କଳାକୃତି

ପାରାଦୀପ,୩୦ା୯(ସ୍ବ.ପ୍ର.):ଆଇସ୍‌କ୍ରିମ ଓ ଦିଆସିଲି କାଠି ସହ ଓସ୍ତପତ୍ର ଆଦିରେ ବିଭିନ୍ନ କଳାକୃତି କରୁଛନ୍ତି ପାରାଦୀପର ଶ୍ରୁତି ରଞ୍ଜନ ମୁଦୁଲି, ତାଙ୍କ ପୈତୃକ ଗ୍ରାମ ଜଗତ୍‌ସିଂହପୁର ଜିଲା ନାଉଗାଁସ୍ଥିତ ଭଟଣା ଗ୍ରାମରେ। ବାପା ରାଜେନ୍ଦ୍ର ବ୍ୟବସାୟ କରୁଥିବାବେଳେ ମା’ଗୃହିଣୀ। ଶ୍ରୁତିଙ୍କୁ ଏବେ...

ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା

ଅନୁଗୋଳ ଅଫିସ, ୩୦ା୯: ଅନୁଗୋଳ ଜିଲା ଖାଉଟି ବିବାଦ ବିଚାର ଆୟୋଗ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ତାଳଚେର ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା କରାଯାଇଛି। ଖାଉଟିଙ୍କୁ ମାନସିକ ଯନ୍ତ୍ରଣା ଦେଇଥିବାରୁ ୮୦ ହଜାର ଟଙ୍କା ଜରିମାନା ଦେବାକୁ...

ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ପୁରୀ ଅଫିସ,୩୦ା୯: ବାଙ୍ଗରସ୍ଥିତ ପୁରୀ ମୁଖ୍ୟ କାରାଗାରରେ ଗୁରୁବାର ଜଣେ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ଥାନା ବିଶ୍ୱନାଥପୁରର ଶିବପ୍ରସାଦ ଭୋଇ(୪୫)। ହଠାତ୍‌ ଅପରାହ୍ନରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପୁରୀ ଜିଲା ମୁଖ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri