ଆଜି ଦୋଳ ପୂର୍ଣ୍ଣିମା: ଘଣ୍ଟଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ
ଭୁବନେଶ୍ୱର,୧୪ା୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର କଟକରେ ଦୋଳ ପୂର୍ଣ୍ଣିମାରେ ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ କରିବା…
ବାରିପଦାରେ ଚାଞ୍ଚଲ୍ୟ: ଘରେ ପଶି ବ୍ୟବସାୟୀଙ୍କ ବେକ କାଟିଦେଲେ…
ବାରିପଦା,୧୪।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହରରେ ପୁଣି ଆତଙ୍କ। ଶୁକ୍ରବାର ପୂର୍ବାହ୍ନ ୧୦ଟା ସମୟରେ ଘରେ ପଶି ବ୍ୟବସାୟୀଙ୍କ ବେକକୁ କାଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକ…
ରାସ୍ତା ପାର୍ ହେଉଥିବାବେଳେ ଶ୍ରମିକଙ୍କ ଉପରେ ଚଢିଗଲା ହାଇଓ୍ବା, ଘଟଣାସ୍ଥଳରେ…
ପାରାଦୀପ ୧୪।୩(ଶରତ ରାଉତ): ପାରାଦୀପ ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥର ଇଫକୋ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବରା ବାରିକ (୪୮)। ତାଙ୍କ…
ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କଲା ଡଅଁର ସେବା ସମବାୟ ସମିତି
ହାଟଡିହୀ,୧୪।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ସେବା ସମବାୟ ସମିତିର ମ୍ୟାନେଜମେଣ୍ଟ କମିଟିର ବର୍ତ୍ତମାନ ଅବସ୍ଥା/ସ୍ଥିତାବସ୍ଥା ବଜାୟ ରଖିବାକୁ ଗତ ୫ ମାର୍ଚ୍ଚ ୨୦୨୫ ରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଥିଲେ। ଏଥିସହ ପକ୍ଷଭୁକ୍ତଙ୍କ…
ମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟ
ହାଟଡିହୀ,୧୪l୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସମବାୟ ସମିତି ଲିମିଟେଡ଼(ଆବେଦନକାରୀ)ତରଫରୁ ଦାୟର ହୋଇଥିବା ମାମଲାରେ ମାନ୍ୟବର ଓଡିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି l କେସ ନଂ ଡବ୍ଲ୍ୟୁପି(ସି)-୬୭୮୧/୨୦୨୫ ଅଟେ l ଉକ୍ତ ମାମଲାରେ ଆରସିଏସ ଓଡିଶା,…
ଋଷିମାଳ ମହା ବାରୁଣୀ ମହୋତ୍ସବ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ: ମହୋତ୍ସବ ପାଇଁ ଆଜି ପ୍ରସ୍ତୁତୀ ବୈଠକ
ଦାରିଙ୍ଗବାଡି,୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ତାମାଙ୍ଗି ଗ୍ରାମ ନିକଟରେ ରହିଥିବା ତୀର୍ଥ କ୍ଷେତ୍ର ଋଷିମାଳ ପର୍ବତରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ମହା ବାରୁଣୀ ମହୋତ୍ସବ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ…
କଳିଙ୍ଗା ଘାଟିରେ ଓଲୋଟିଲା ଖମ୍ବେଶ୍ୱରୀ ବସ୍, ୧୦ ଆହତ
ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ/ଚିନ୍ମୟ କୁମାର ସେଠୀ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶୁକ୍ରବାର ପ୍ରତ୍ୟୁଷରେ ଖମ୍ବେଶ୍ୱରୀ ବସ୍ ଓଲୋଟି ପଡିଛି। ଏଥିରେ ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ୩ ଜଣଙ୍କ ଅବସ୍ଥା ଭଲ ନଥିବା ଯୋଗୁଁ…
କରାଟେ କଲର ବେଲ୍ଟ ପରୀକ୍ଷା: ୨୦ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ
ଲାଞ୍ଜିଗଡ଼,୧୩ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ବେଦାନ୍ତ କଲୋନୀ କ୍ଲବ ହାଉସଠାରେ କରାଟେ କଲର ବେଲ୍ଟ ପରୀକ୍ଷା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଉତ୍କଳ କରାଟେ ସ୍କୁଲ ଫାଉଣ୍ଡର ସେଭେନ ଡନ ବ୍ଲାକ ବେଲ୍ଟ ହନସୀ ଡ଼. ହରି…
ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ
ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ ପୂଜା ପାଇ ଆସୁଥିବା ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଦୋଳଯାତ୍ରା ଗୁରୁବାର ରାତିରୁ ଆରମ୍ଭ ହୋଇଛି।…
୧୭ରେ କୃଷକ ମହାପଞ୍ଚାୟତ
ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି ଚାଲିଛି l ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟସ୍ତରର…
ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍ଯାପିତ ଅବସରରେ ଏମିତି କହିଲେ ବିଧାୟକ
ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…
ବାଇକରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳେ ଧରିଲା ପୋଲିସ, ଯାଞ୍ଚବେଳେ ମିଳିଲା…
ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଜଣ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ଜିଲା ଦୌରା ଜଜ୍ କୋର୍ଟକୁ ଚାଲାଣ କରିଛନ୍ତି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ଗଜପତି ଜିଲା ଅଡବା…

