ଆମ ଜିଲା ଖବର

ରକ୍ଷକ ସାଜିଲା ଭକ୍ଷକ: ମହିଳାଙ୍କ ଅନ୍ତରଙ୍ଗ ମୁହର୍ତ୍ତର ଫୋଟୋ ଭାଇରଲ ଧମକ: ବନ୍ଧାହେଲେ ପୋଲିସ ଏଏସ୍‌ଆଇ

ବ୍ରହ୍ମପୁର,୧୩।୨(ସୁବାସଚନ୍ଦ୍ର ପାଢ଼ୀ):ଇନଷ୍ଟାଗ୍ରାମରେ ମହିଳାଙ୍କ ସହ ବନ୍ଧୁତା ରଖି ଅଶ୍ଳୀଳ ଫଟୋ ଭାଇରାଲ ଧମକ ଦେଇ ବ୍ଲାକମେଲ ଅଭିଯୋଗରେ ବନ୍ଧାହେଲେ ଜଣେ ପୋଲିସ ଏଏସ୍‌ଆଇ । ଅଭିଯୁକ୍ତ ଜଣଙ୍କ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗର ସୁରେନ୍ଦ୍ର ପ୍ରଧାନ(୩୯)। ତାଙ୍କ ଘର ଝାରସୁଗୁଡା ହଂସମୁରକତପୁର…

ଚକୋଲେଟ ଲୋଭ ଦେଖାଇ ଶିଶୁ ସହ ଅପ୍ରାକୃତ ଯୌନସମ୍ପର୍କ, ହତ୍ୟା : ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୩ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଞ୍ଚଳରେ ଏକ ଶିଶୁପୁତ୍ର ସହ ଅପ୍ରାକୃତ ଯୌନ ସମ୍ପର୍କ ରଖି ହତ୍ୟା କରାଯାଇଥିଲା। ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତୀ ପଟ୍ଟନାୟକ ଉକ୍ତ ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଉକ୍ତ ଥାନା…

ଅଟକ ରଖି ୩ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା: ଫିଲ୍ମ ଷ୍ଟାଇଲ୍‌ରେ ଘରକୁ କରିଦେଲେ ଫୋନ୍‌, ଏକାବେଳକେ ଖେଳଶେଷ

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋରୱେଲ ଗ୍ୟାରେଜର ଏକ ଘର ମଧ୍ୟରେ ଅଟକ ଥିବା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ୩ ନିର୍ଯ୍ୟାତିତ ଓଡ଼ିଆ…

ଦ୍ରୁତଗାମୀ ଇସ୍ପାତ ଟ୍ରେନ ସମ୍ପ୍ରସାରଣ: ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସହରବାସୀ

କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): ଟିଟିଲାଗଡ଼ରୁ ଜୁନାଗଡକୁ ଇସ୍ପାତ ଟ୍ରେନକୁ ସମ୍ପ୍ରସାରଣ ପାଇଁ ଗ୍ରୀନ୍‌ ସିଗ୍‌ନାଲ୍‌ ମିଳିଯାଇଛି। ଏନେଇ ଇଷ୍ଟ କୋଷ୍ଟ ରେଲୱେ, ଭୁବନେଶ୍ୱର ପକ୍ଷରୁ ସମ୍ବଲପୁର ଡିଭିଜନର ସିନିୟର ଡିସିଏମଙ୍କୁ ଚିଠି ଯୋଗେ ଜଣାଇଦିଆଯାଇଛି। ଏହି ଇସ୍ପାତ ଟ୍ରେନକୁ ଆସନ୍ତା ୧୯ରେ ଜୁନାଗଡ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି । ଦୋଷୀ ନୀଳଗିରି ଥାନା ନୟାପାଟଣା ଗ୍ରାମର ଚନ୍ଦନ ରଣାକୁ ଫାଶି ଦଣ୍ଡାଦେଶ ଶୁଣାଇଛନ୍ତି…

୪ ବର୍ଷର ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଶ୍ରୀକାନ୍ତ: ମିଳିଲା ଏମିତି ଦଣ୍ଡ

ବ୍ରହ୍ମପୁର, ୧୩ା୨(ସୁବାସ ଚନ୍ଦ୍ର ପାୀ): ୪ ବର୍ଷ ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖି ତାଙ୍କୁ ହତ୍ୟା କରାଯାଇଥିବା ମାମଲାର ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତୀ ପଟ୍ଟନାୟକ ଶୁକ୍ରବାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା ଦୋକାନୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଥଇଥାନ କରାଯିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଉତ୍ତେଜନା।…

ଚୋରି ମୋଟର ସାଇକେଲ ଜବତ: ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଦ୍ମପୁର,୧୩।୨(ପ୍ରଦୀପ୍ତ ଦାଶ): ପଦ୍ମପୁର-ଜଗଦଲପୁର ରାସ୍ତାରୁ ଚୋରି ହୋଇଥିବା ୟାମାହା(R15 V4) ମୋଟର ସାଇକେଲକୁ ପୋଲିସ  ଜବତ କରିଛି। ଏହି ଘଟଣାରେ ତଦନ୍ତ କରି ପଦ୍ମପୁର ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦୀପକ ସାହୁ (୨୫)…

ବ୍ୟାଙ୍କ ଆକାଉଣ୍ଟ ବ୍ୟବହାର କରି ଅଭିନବ ଉପାୟରେ କରୁଥିଲେ ଠକେଇ, ୨ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବଲାଙ୍ଗୀର, ୧୩।୨ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ କୋଟି କୋଟି ଟଙ୍କାର ସାଇବର ଠକେଇର ପର୍ଦ୍ଦାଫାଶ କରିଛି। ଏ ସଂକ୍ରାନ୍ତରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ ଦୁଇ ଅଭିଯୁକ୍ତ ହେଲେ ବଲାଙ୍ଗୀର ସଦର ଥାନା…

ଗଞ୍ଜାମରୁ ପୁରୀ ଗଲେ ୭୪ ଶ୍ରଦ୍ଧାଳୁ, ଦୁଇଟି ବସ୍‌ରେ ଯାଇ…

ଛତ୍ରପୁର,୧୩ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରଠାରେ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ। ଏହି ଅବସରରେ…

ବାଇକ୍‌ ସହ ବ୍ରିଜ୍‌ ତଳକୁ ଖସିପଡ଼ିଲେ ବୃଦ୍ଧ, ଆଉ ତା’ ପରେ…

ଥୁଆମୂଳରାମପୁର,୧୩ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅନ୍ତର୍ଗତ ଲୋହରାଜୋର ବ୍ରିଜ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ନିୟନ୍ତ୍ରଣ ହରାଇ ପ୍ରାୟ ୧୫ ଫୁଟ ତଳକୁ ଖସି ପଡ଼ିବାରୁ ଜଣେ ବୃଦ୍ଧଙ୍କର ଘଟଣାସ୍ଥଳରେ ହିଁ…

କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

କେନ୍ଦୁଝର,୧୩।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗ୍ରସ୍ତରେ ଆସିବେ। ସଦର ବ୍ଲକ ବଳଭଦ୍ରପୁର ଗ୍ରାମରେ ଆୟୋଜିତ ହେବାକୁ ଥିବା ଏକ ସଭାରେ ଯୋଗଦେବେ। ସେଠାରେ ଏକ ଟେକ୍ସଟାଇଲ ପାର୍କ ଓ ଧରଣୀଧର ବିଶ୍ୱବିଦ୍ୟାଳୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri