ଆମ ଜିଲା ଖବର

୩ ବର୍ଷର କନ୍ୟା ଅନୁଷ୍କାଙ୍କ ୨ କିଡ଼ନୀ ଖରାପ: ସହାୟତା ଲାଗି ପ୍ରତିଶ୍ରୁତି ଦେଲା ସ୍ବାସ୍ଥ୍ୟ ଟିମ

ଛତ୍ରପୁର, ୧୦।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମପଞ୍ଚାୟତର ଲକ୍ଷ୍ମଣନଗର ଅଞ୍ଚଳର ଏନ.କ୍ରିଷ୍ଣା ରେଡ୍ଡୀ ଓ ଉର୍ମିଳା ରେଡ୍ଡୀଙ୍କ ୩ ବର୍ଷର କନ୍ୟା ଅନୁଷ୍କାଙ୍କ ଦୁଇଟି କିଡ଼ନୀ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । କଟକ ଶିଶୁ…

ଓଡ଼ିଶାରେ SSMB29 ଶୁଟିଂ: ଭିଡିଓ ଲିକ୍ ପରେ ଆକ୍ସନରେ ଏସଏସ ରାଜାମୋୖଲି, ପଠାଇଲେ ଲିଗାଲ ନୋଟିସ୍

କୋରାପୁଟ,୧୦ା୩: ନିର୍ଦ୍ଦେଶକ ଏସଏସ ରାଜମୌଲି ମହେଶ ବାବୁଙ୍କ ଅଭିନୀତ ଆଗାମୀ ଚଳଚ୍ଚିତ୍ର ‘SSMB29’ର କ୍ଲିପ୍ ପୋଷ୍ଟ କରୁଥିବା ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଲିକ୍ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଛନ୍ତି। ରବିବାର କୋରାପୁଟ ଜିଲାରେ ମହେଶ…

ଭାଜପା-ବିଜେଡି ଉପରେ ବର୍ଷିଲେ ନରସିଂହ ମିଶ୍ର, କହିଲେ ଭାଇ-ଭାଇ ହୋଇ…

ବଲାଙ୍ଗୀର,୧୦ା୩(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନାର ପ୍ରତିବାଦ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲା କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଜିଲା କଂଗ୍ରେସ ସଭାପତି ଅଶୋକ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବରିଷ୍ଠ…

ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟିଥିଲେ, ନାବାଳକଙ୍କ ସମେତ ୫ ଗିରଫ

ସଇଁତଳା,୧୦ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଘୁନସର ଗାଁ ହାଇସ୍କୁଲ ଛକ ନିକଟରେ ଗତ ୮ ତାରିଖ ବିଳମ୍ବିତ ରାତିରୁ ଚାରିଚକିଆ ଗାଡ଼ି ଯୋଗେ ବଲାଙ୍ଗୀରରୁ ନିଜ ଗାଁ ଡୁମେରମୁଣ୍ଡାକୁ ଫେରୁଥିବା ବେଳେ ଘୁନସର କଲେଜ ଛକ…

ଏସଏସ ରାଜାମୋୖଲିଙ୍କ ହାଇ-ବଜେଟ SSMB29 ଶୁଟିଂ ପାଇଁ ପହଞ୍ଚିଲେ ପ୍ରିୟଙ୍କା ଚୋପ୍ରା, ଫଟୋ ଭାଇରାଲ୍

କୋରାପୁଟ,୧୦ା୩: ‘ଦେଶୀ ଗର୍ଲ’ ପ୍ରିୟଙ୍କା ଚୋପ୍ରା ଭାରତ ଆସିଛନ୍ତି। ମା’ ମଧୁ ଚୋପ୍ରା ଏସ୍ ରାଜାମୋୖଲିଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘SSMB 29’ ରେ ତାଙ୍କର ସମ୍ପୃକ୍ତି ନିଶ୍ଚିତ କରିବା ପରେ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହାରି ମଧ୍ୟରେ…

ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…

ପାଟଣା,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ହୋଇଥିଲା। ତେବେ ଖୋଦ ଜିଲାପାଳ ଆଉ ଆରକ୍ଷୀ ଅଧୀକ୍ଷକଙ୍କ ଅନୁପସ୍ଥିତ ରହିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିରେ ମୋଟ ୭୬ଟି ଲିଖିତ ଅଭିଯୋଗର ଶୁଣାଣି ହୋଇଥିଲା।…

ଜିଲାପାଳ ଅଫିସ ଆଗରେ ଆଶାକର୍ମୀସଂଘର ବିକ୍ଷୋଭ: ୧୮ ହଜାର ଟଙ୍କା ପାରିଶ୍ରମିକ ପ୍ରଦାନ ପାଇଁ ଦାବି

ଛତ୍ରପୁର, ୧୦।୩(ସନ୍ତୋଷ ପାଢ଼ୀ): ଓଡ଼ିଶା ଆଶାକର୍ମୀସଂଘ ଗଞ୍ଜାମ ଜିଲା ପକ୍ଷରୁ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାପରେ ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦ ଦଫା ଦାବି ସମ୍ବଳିତ ସ୍ମାରକପତ୍ର ଜିଲାପାଳଙ୍କୁ ପ୍ରଦାନ…

ଗଞ୍ଜାମ ଜିଲାପାଳଙ୍କ ଅଫିସ ଘେରାଉ କଲା କଂଗ୍ରେସ

ଛତ୍ରପୁର,୧୦ା୩(ସନ୍ତୋଷ ପାଢ଼ୀ): ରାଜ୍ୟରେ ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନାର ପ୍ରତିବାଦରେ ସୋମବାର ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ରାଜ୍ୟରେ ମହିଳା…

ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବିପତ୍ର: ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଆନ୍ଦୋଳନ

ଭଞ୍ଜନଗର,୧୦।୩(ବାବୁଲା ପ୍ରଧାନ): ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ସ୍କୁଲ ଛାତ୍ରୀ ମାନକ ମଧ୍ୟରେ ମଧ୍ୟ ନିର୍ଯାତନା ବଢୁଛି। ରାଜ୍ୟର ଭାଜପା ସରକାର ଦୋଷୀ ମାନକ ବିରୁଦ୍ଧରେ କଡ଼ା କାର୍ଯ୍ୟନୁଷ୍ଠାନ ନେବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ସଭାପତି…

ଦିବ୍ୟାଙ୍ଗ ଛାତ୍ରଙ୍କ ସାର୍ଟିଫିକେଟରେ ପରବର୍ତ୍ତନ ନେଇ ଅଭିଭାବକ ହଟହଟା, ଉପଯୁକ୍ତ ସରକାରୀ ସହାୟତା ନ ପାଇ…

ଦାରିଙ୍ଗବାଡ଼ି,୧୦ା୩(ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ତେବେ ତୃଣମୂଳସ୍ତରରେ କିଛିଟା ତ୍ରୁଟି ପାଇଁ ଅନେକ ହିତାଧିକାରୀ ହଇରାଣ ଭୋଗୁଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ…

ନିଆଁ ଲାଗି ଜଳିଗଲା ଦୋକାନ, ୧୦ ଲକ୍ଷ ଟଙ୍କାର ଜିନିଷ ପୋଡ଼ି ପାଉଁଶ

ସାବରଙ୍ଗ,୧୦ା୩(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘର ପୋଖରୀ ପଞ୍ଚାୟତର ଗଦଳା ଗ୍ରାମରେ ଅଶୋକ ନାୟକଙ୍କ ଦୋକାନରେ ରବିବାର ରାତିରେ ନିଆଁ ଲାଗି ଜଳିଯାଇଛି, ଦୋକାନରେ ଥିବା ଦୁଇଟା ବାଇକ୍‌ ଓ ତେଜରାତି ସାମଗ୍ରୀ ଯାହାର ଆନୁମାନିକ ମୂଲ୍ୟ…

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ

ଅନୁଗୋଳ ଅଫିସ,୧୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ପୂର୍ବାହ୍ନରେ ମହିଳାମାନଙ୍କ ପ୍ରତି ଅକଥନୀୟ ନିର୍ଯାତନା ବିରୋଧରେ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହି ବିକ୍ଷୋଭରେ କଂଗ୍ରେସ ଜିଲା ସଭାପତି ଅମ୍ବିକା ଭୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?