ଆମ ଜିଲା ଖବର

କାର୍ତ୍ତିକ ଦ୍ବିତୀୟ ସୋମବାର : ବର୍ଷା ସତ୍ତ୍ବେ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବୁଗୁଡ଼ା,୨୮।୧୦(କାଳିଚରଣ ଦାଶ): ପୂଣ୍ୟ ଓ ଧର୍ମ ମାସ କାର୍ତ୍ତିକର ଦ୍ବିତୀୟ ସୋମବାର ବର୍ଷା ସତ୍ତ୍ବେ ପ୍ରସିଦ୍ଧ ଶୈବପୀଠ ବୁଦ୍ଧଖୋଲରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାବେଶ ଦେଖିବାକୁ ମିଳିଥିଲା। ପ୍ରାତଃକାଳରରୁ ହିଁ ବୁଦ୍ଧଖୋଲ ଅଭିମୁଖେ ଭକ୍ତଙ୍କ ସୁଅ ଛୁଟିଥିଲା। ଭକ୍ତମାନେ ପାହାଚ ଚଢି…

ସାଇ ମନ୍ଦିରରୁ ଚୋରି:୧୭ କେଜି ଅଳଙ୍କାର ନେଇଗଲେ ଚୋର

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଭାଗିରଥି ପାର୍କ ନିକଟସ୍ଥ ସାଇ ମନ୍ଦିରରୁ ଚୋରି ହୋଇଛି। ବେହେରାଗୁଡ଼ା ଭାଗିରଥି ପାର୍କ ନିକଟସ୍ଥ ସାଇ ମନ୍ଦିରରୁ ଚୋରମାନେ…

ଆସୁ ଆସୁ ବଡ଼ କାମ କଲେ ବିଡିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୨ ବର୍ଷ ଧରି ସଫଳତାର ସହ ଷ୍ଟ୍ରବେରୀ ଚାଷ ହୋଇଥିବା ବେଳେ ଚଳିତ ବର୍ଷ ତୃତୀୟ ଥର ପାଇଁ ଏହି ଚାଷ ପାଇଁ ଚାରା ରୋପଣ କାର୍ଯ୍ୟ ସୋମବାର ଆରମ୍ଭ…

ଭିଡ଼ ଭିତରେ ନୂଆ ବିଡ଼ିଓ, ସ୍ବାଗତ କଲେ ଶହ ଶହ ଲୋକ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ଦାରିଙ୍ଗବାଡିରେ ନୂଆ ବିଡ଼ିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ଭେଟିବାକୁ ଲୋକଙ୍କ ବ୍ଲକ କାର୍ଯ୍ୟାଳୟରେ ଭିଡ଼ ଦେଖିବାକୁ ମିଳିଛି। କଂଗ୍ରେସର ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ଦାରିଙ୍ଗବାଡି ପ୍ରତିନିଧି ପିଟର ଦିଗାଲଙ୍କ ନେତୃତ୍ୱରେ…

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ ଏକ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁକୁ ଅତି ନିର୍ମମ ଭାବରେ କେହି ବ୍ୟାଗ୍‌ ଭିତରେ…

ମଦ ବିରୋଧରେ ଅଣ୍ଟାଭିଡ଼ିଲେ ୬ ଗାଁର ମହିଳା

ଅମରପାଲି,୨୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅବାଧରେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଏନେଇ ଅଞ୍ଚଳର ମହିଳାମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।…

ଶପଥ ନେଲେ ଦାରିଙ୍ଗବାଡି ଥାନା ପୋଲିସ: ଦୁର୍ନୀତି କରିବାନି କି ହେବାକୁ ଦେବାନି

ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏ ନେଇ ସଚେତନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡି ଥାନାରେ ସୋମବାର ସଚେତନ କାର୍ଯ୍ୟ କରାଯାଇଛି । ଆଇଆଇଆସି ରମେଶ କୁମାର ପ୍ରଧାନଙ୍କ…

ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର

ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀ ପଠାରେ ମଇଁଷୀ ଟି ପାଣି ପିଉଥିବା ବେଳେ ଝାମ୍ପିନେଲା ହିଂସ୍ର…

ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍‌, ଯାତ୍ରୀ ହନ୍ତସନ୍ତ

ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍‌ ସେବା ବନ୍ଦ କରାଯାଇଛି। ମୋ’ ବସ୍‌ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍‌। କର୍ମଚାରୀଙ୍କ ସାମାନ୍ୟ ଭୁଲ୍‌ ପାଇଁ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏପରିକି…

ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ

ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା ଲାଞ୍ଚ। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଅନୁଗୋଳ ଜିଲାରେ। ଯେଉଁଥିପାଇଁ ପିଲାଜନ୍ମ ହେବାର…

ନୂଆ ବିଡିଓଙ୍କୁ ଭେଟିଲେ ବ୍ଲକ ଅଧ୍ୟକ୍ଷ-ସମିତିସଭ୍ୟ, ଅଞ୍ଚଳର ବିକାଶ ପାଇଁ…

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ନୂଆ ଭାବରେ ଯୋଗ ଦେଇଥିବା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ସ୍ବାଗତ ଜଣାଇଛନ୍ତି ଅଧ୍ୟକ୍ଷ ଏବଂ ସମତିସଭ୍ୟାସଭ୍ୟ। ଏଥିସହ ବିଭିନ୍ନ ସଂଗଠନ ପକ୍ଷରୁ ଅଞ୍ଚଳର ବିକାଶ ପାଇଁ ଆଲୋଚନା କରାଯାଇଛି। ସୋମବାର ବ୍ଲକ…

ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି, ଗାଡ଼ି-ଷ୍ଟ୍ରିଟ୍‌ ଲାଇଟ୍‌ରୁ ଚୋରି କରି ନେଉଛନ୍ତି

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି। ୫୯ ନଂ ଜାତୀୟ ରାଜପଥ ପକ୍ଷରୁ ରାଜପଥ କଡ଼ରେ ଲାଗିଥିବା ଷ୍ଟ୍ରିଟ୍‌ ଲାଇଟ୍‌ରୁ ସୋଲାର ପ୍ୟାନେଲ ସହ ବ୍ୟାଟେରି ଚୋରି ହେଉଛି। ଏଥିସହ ଏବେ ରାସ୍ତାକଡ଼ରେ, ଘର ସମ୍ମୁଖରେ ରହିଥିବା ୪ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri