ଆମ ଜିଲା ଖବର

ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ତୁମୁଡିବନ୍ଧ,୮।୩ (ଦୀପକ କୁମାର ପରାସେଠ)- କନ୍ଧମାଳ ଜିଲା ତୁମୁଡିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମଧ୍ୟମିକ ବିଦ୍ୟାଳୟରେ ଶନିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ଅଧ୍ୟକ୍ଷ ଡକ୍ଟର ସୁନୀଲ କୁମାର ପାତ୍ର ସଭାପତିତ୍ୱ କରି ସାମ୍ପ୍ରତିକ ପରିସ୍ଥିତିରେ…

ଗଞ୍ଜାମ ଜ଼ିଲ୍ଲାକୁ ୬୩୮ କୋଟି ଟଙ୍କାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବ୍ରହ୍ମପୁରଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୬୩୮ କୋଟି ୩୨ ଲକ୍ଷ, ୮୨ ହଜାର ଟଙ୍କା ର ଭେଟି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ୪୯୨ କୋଟି ୯୦ ଲକ୍ଷ…

ଉତ୍ତର ଘୁମୁସର ବନଖଣ୍ଡରେ ବଢ଼ୁଛି ନିଆଁ, ଆୟତ୍ତ କରିବାକୁ ଗାଡ଼ି-କର୍ମଚାରୀ ଅଭାବ

ଭଞ୍ଜନଗର,୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଲାଗିଥିବା ଜଙ୍ଗଲ ନିଆଁ ଥମିବା ବଦଳରେ ବଢିବାରେ ଲାଗିଛି। ଶୁକ୍ରବାର ୨୨ ସ୍ଥାନରେ ନିଆଁ ଲାଗିଥିବା ବେଳେ ଶନିବାର ଅପରାହ୍ନ ୧ଟା ସୁଦ୍ଧା ଆଉ ୧୩ ସ୍ଥାନରେ ନିଆଁ ଲାଗିଥିବା…

ନିଆଁ ଲାଗି ଜଳିଗଲା ଘର: ୩ ଆହତ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲାରେ ଶନିବାର ଏକ ଅଗ୍ନିକାଣ୍ଡ ଘଟିଛି। ଶର୍ଟ ସର୍କିଟରୁ ଘରେ ନିଆଁ ଲାଗିଥିବା ଜଣାପଡିଛି। ଅଗ୍ନିକାଣ୍ଡରେ ଘରେ ଉପସ୍ଥିତ ଥିବା ୩ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ…

୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଗଲା ଦ୍ୱିତୀୟ କିସ୍ତି; ବ୍ରହ୍ମପୁରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୮।୩(ସନ୍ତୋଷ ପାଢ଼ୀ) : ରାଜ୍ୟରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ଲେଖାଏ ମହିଳାଙ୍କ ଆକାଉଣ୍ଟକୁ ଶନିବାର ଆସିଛି। ଗଞ୍ଜାମ ଜ଼ିଲା ବ୍ରହ୍ମପୁର ସହର ଆମ୍ବପୁଆ ପଡ଼ିଆରେ ଆୟୋଜିତ କାର୍ଯ ଊର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଏହି…

‘ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ପ୍ରତିବାଦ କର’

ତୁମୁଡିବନ୍ଧ,୮।୩(ଦୀପକ କୁମାର ପରାସେଠ)-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭା ଗୃହରେ ଶନିବାର ପୂର୍ବାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଛି। ଉକ୍ତ ସଭାକୁ ତୁମୁଡିବନ୍ଧ ବ୍ଳକ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ବିଘ୍ନେଶ୍ବର ଦିଗାଲ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ…

‘ମହିଳାମାନେ ସଶକ୍ତ ହେଲେ ଦେଶ ସମୃଦ୍ଧ ହେବ’

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ମହିଳାମାନେ ସଶକ୍ତ ହେଲେ ଦେଶ ସମୃଦ୍ଧ ହେବା ସହ ବହୁବିଧ ବିକାଶ ହୋଇପାରିବ ବୋଲି ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଶନିବାର ଆୟୋଜିତ ବିଶ୍ୱ ମହିଳା ଦିବସ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ସ୍ଥାନୀୟ ପୁଞ୍ଜିକଂୟା…

ଏସ୍‌ପି ବାସଭବନ ସମ୍ମୁଖରେ ହତ୍ୟା: ଘଟଣାର ପର୍ଦ୍ଦାଫାଶ କଲା ପୋଲିସ

ନୂଆପଡ଼ା,,୮ା୩ (ମକାରୁ ବେମାଲ): ୫ଦିନ ପୂର୍ବେ ନୂଆପଡ଼ା ଏସ୍‌ପି ଅଫିସ ସମ୍ମୁଖ ରାଜପଥରେ ବୃଦ୍ଧଙ୍କୁ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏ ନେଇ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଜିଆର୍‌ ରାଘବେନ୍ଦ୍ର ସୂଚନା ଦେଇଛନ୍ତି।…

ଓଡ଼ିଶା ସ୍ବାସ୍ଥ୍ୟ ମିଶନ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଡାକରା

ନୂଆପଡ଼ା,,୮ା୩(ମକାରୁ ବେମାଲ): ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ଦୀର୍ଘ ୨୦ବର୍ଷ ହେବ କାର୍ଯ୍ୟରତ ଥାଇ ମଧ୍ୟ ସରକାରୀ ମାନ୍ୟତା ପାଇନାହାନ୍ତି ା ଏହାକୁ ନେଇ ସେମାନେ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ସମିତି ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା…

ପୋଲିସକୁ ଦେଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

ସାଲେପୁର,୮ା୩: କଟକ ଜିଲା ଜଗତପୁର ଥାନା ବାରଗଡ଼ିଆରେ ବାଲି ଉଠାଇବା ରେଡ୍‌ରୁ ଅଘଟଣ ଘଟିଛି। ଖଣି ବିଭାଗ ଓ ପୋଲିସର ଚଢ଼ାଉ ବେଳେ ଡରିକୁ କିଛି ଯୁବକ ମହାନଦୀକୁ ଡେଇଁ ପଡ଼ିଥିଲେ। ଏଥିରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଜଣେ ନିଖୋଜ…

ମହିଳାଙ୍କୁ ୧୪ କୋଟି ୮୬ ଲକ୍ଷର ଋଣ

ନୂଆପଡ଼ା,୮ା୩ (ମକାରୁ ବେମାଲ): ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ତଥା ଘରୋଇ ବ୍ୟାଙ୍କକୁ ନେଇ ଋଣମେଳା ଆୟୋଜନ କରାଯାଇଥିଲା। ଏଥିରେ ମୋଟ ୧୪ କୋଟି ୮୬ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଛି। ଜିଲାପାଳ ମଧୁସୂଦନ ଦାଶ, ନାବାର୍ଡ…

ଅନ୍ତର୍ଜାତୀୟ ମହିଳା ଦିବସ: ସସ୍ମିତାଙ୍କ ଦେହରେ ଏବେ ବି ରହିଛି ପୋଲିସ ଗୁଳି

କେନ୍ଦ୍ରାପଡ଼ା,୮ା୩ (ଜଗନ୍ନାଥ ଧଳ): ୨୦୧୫ ବିଶ୍ୱ ମହିଳା ଦିବସକୁ ଇତିମଧ୍ୟରେ ୧୦ ବର୍ଷ ପୂରିଛି। ଏହିଦିନରେ ମଦ ବିରୋଧରେ ଆନ୍ଦୋଳନରତ ମହିଳାଙ୍କୁ ପୋଲିସ ଗୁଳିମାଡ଼ ଘଟଣା କେନ୍ଦ୍ରାପଡ଼ା ଜିଲାରେ ଏବେ ବି ତାଜା ରହିଛି। ଯନ୍ତ୍ରଣା ସତ୍ତ୍ୱେ ମହିଳାମାନେ ମଦ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?