ବେଆଇନ ରାସ୍ତା ନିର୍ମାଣରୁ ନାଳ ଅବରୋଧ, ବଢୁଛି ପ୍ରଦୂଷଣ
କେନ୍ଦୁଝର,୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ଧୃପଦା ନିକଟ ମୋଚିଗାଁରେ ରାସ୍ତା ନିର୍ମାଣ ପାଇଁ ବର୍ଜ୍ୟବସ୍ତୁ ପକାଇ ନାଳ ଅବରୋଧ କରାଯାଇଥିବା ଘଟଣା ପ୍ରମୁଖ ଆଲୋଚ୍ୟର ବିଷୟ ହୋଇଛି। ଜାତୀୟ ରାଜପଥ ୪୯ ଏବଂ ପୂର୍ତ୍ତ ବିଭାଗର ନାକ ତଳେ…
ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ, ଜଳଖିଆ ଦେକାନୀଙ୍କ କଥା ଶୁଣି ଛଳଛଳ ଆଖି…
ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ପାଇଥିଲେ।…
ଜଳୁଛି ଜଙ୍ଗଲ: ୧୧ ସ୍ଥାନରେ ନିଆଁ, ବଢୁଛି ତାତି
ଭଞ୍ଜନଗର,୭ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ଜଙ୍ଗଲରେ ବିଗତ ୩ ଦିନ ମଧ୍ୟରେ ୧୦ରୁ ଉଦ୍ଧର୍ବ ଜଙ୍ଗଲରେ ନିଆଁ ଲାଗିଥିବା ଜଣାପଡ଼ିଛି। ଏହିଭଳି ପରିସ୍ଥିତିରେ ଶୁକ୍ରବାର ଆଉ ୧୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି। ସେଥିମଧ୍ୟରୁ…
ଆସନ୍ତାକାଲି ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ରାସ୍ତା ବନ୍ଦ କେଉଁ ରାସ୍ତା ରହିବ ଖୋଲା
ଛତ୍ରପୁର,୭ା୩(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତକାଲି ଅର୍ଥାତ୍ ଶନିବାର ଗଞ୍ଜାମ ଜିଲା ଗସ୍ତରେ ଆସି ବ୍ରହ୍ମପୁରଠାରେ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ। ଏଥିଲାଗି ଟ୍ରାଫିକ୍ ଆଡଭାଇଜାରି ଜାରି କରାଯାଇଛି। ଏ ସମ୍ପର୍କରେ ଜିଲା ସୂଚନା…
କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଆସିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ନିଳାଚଳ ନିଖିଳ ଉତ୍କଳ ପାଲାକାର ପରିଷଦ ଶାଖା କେନ୍ଦୁଝର ଜିଲା ମା’ ତାରିଣୀ ପାଲାକାର ପରିଷଦ କେନ୍ଦୁଝରର ୪୭ତମ ବାର୍ଷିକ ସମ୍ମିଳନୀ ଆସନ୍ତା ୮ରୁ ୧୦…
ଟାଉନ ଥାନା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
କୋରାପୁଟ,୭ା୩(ଅମିତାଭ ବେହେରା): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଶୁକ୍ରବାର କୋରାପୁଟ ଜିଲାର କୋରାପୁଟ ଟାଉନ ଥାନା ଓ ଶୁଙ୍କି ଥାନାର ଉଦ୍ଘାଟନ କରିଛନ୍ତି। ସମସ୍ତ ଥାନାରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି। କୋରାପୁଟ ସହରର ଗ୍ୟାରେଜ କଲୋନୀ ନିକଟରେ ନୂତନ…
ଗହୀରମଥାରେ ଅଲିଭ୍ ରିଡ୍ଲେଙ୍କ ସମୂହ ଅଣ୍ଡାଦାନ
ରାଜନଗର,୭।୩(ଭାସ୍କର ରାଉତରାୟ): ଗହୀରମଥାରେ ଅଲିଭ୍ ରିଡ୍ଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଛି। ଦୁଇ ଦିନ ମଧ୍ୟରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍ ରିଡ୍ଲେ କଇଁଛ ଅଣ୍ଡା ଦେଇସାରିଛନ୍ତି। ଏହି ପ୍ରକିୟା ଆଉ ୨ରୁ ୪ ଦିନ ଚାଲିବ। ପାଗ…
ନିର୍ମାଣ ହେବ ବ୍ରହ୍ମପୁର-ଜୟପୁର ଏକ୍ସପ୍ରେସ, ୮ ଘଣ୍ଟା ବଦଳରେ ଲାଗିବ ୩ ଘଣ୍ଟା
ଛତ୍ରପୁର,୭ା୩(ସନ୍ତୋଷ ପାଢ଼ୀ): ରାଜ୍ୟରେ ଗ୍ରାଣ୍ଡ ରିଙ୍ଗ୍ ରୋଡ୍ ଯୋଜନାର ପ୍ରଥମ କାମ ବ୍ରହ୍ମପୁର- ଜୟପୁର ଭାୟା କୋରାପୁଟ ଏକ୍ସପ୍ରେସ ହାଇଓ୍ବେ ନିର୍ମାଣ କରାଯିବ। ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଞ୍ଜାମ ଜିଲା ଗସ୍ତରେ ଆସିଥିବାବେଳେ…
ନଦୀରେ ଗାଧୋଉଥିବାବେଳେ ଗୋଡ଼ ଖସି ଚାଲିଗଲା ଜୀବନ
ରାଇକିଆ, ୭।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ରାଇକିଆ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ହେଲେ ରାଇକିଆ ପଞ୍ଚାୟତ ସାହିର ଦିନେଶ ନାୟକ (୨୮) । ନଦୀକୁ ଗାଧୋଇବା ପାଇଁ…
ମଣ୍ଡି ନାହିଁ, ଫାଇଦାରେ ଆନ୍ଧ୍ର ବେପାରୀ
ପାରଳାଖେମୁଣ୍ଡି, ୭/୩(ଗିରିଧାରୀ ପରିଛା):ଗଜପତି ଜିଲାରେ କପା ମଣ୍ଡିର ସୁବିଧା ନ ଥିବାରୁ କପାଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘ ଦିନର ଦାବି ପରେ ମଧ୍ୟ ଜିଲାରେ କପା ମଣ୍ତି ଖୋଲିପାରିନି। ଏହାର ଫାଇଦା ନେଇ ଆନ୍ଧ୍ର ବ୍ୟବସାୟୀ…
ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା: ମନ୍ତ୍ରୀ
ଭୁବନେଶ୍ୱର,୭।୪: ଓଡ଼ିଶା ବିଧାନସଭାରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଗୁରୁବାର ଗୃହରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏକ ପ୍ରଶ୍ନ କରିଥିଲେ। ବିଧାୟକ ସ୍ବାଇଁଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଥିଲେ। ଉତ୍ତରରେ ମନ୍ତ୍ରୀ କହିଥିଲେ,…
ପୂର୍ତ୍ତ ମନ୍ତ୍ରୀଙ୍କ ବଡ଼ ସୂଚନା: ସୁନାପୁର-ଋଷିକୁଲ୍ୟା ମୁହାଣ ହେବ ମେରାଇନ ଡ୍ରାଇଭ
ଛତ୍ରପୁର,୭ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ସମୁଦ୍ର ଉପକୂଳ ସୁନାପୁରଠାରୁ ଗୋପାଳପୁର ଦେଇ ଋଷିକୁଲ୍ୟା ମୁହାଣ ପର୍ଯ୍ୟନ୍ତ ମେରାଇନ ଡ୍ରାଇଭ ରାସ୍ତା ନିର୍ମାଣ ହେବ। ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଞ୍ଜାମ ଜିଲା ଗସ୍ତରେ ଆସିଥିବାବେଳେ…

