ଆମ ଜିଲା ଖବର

ନିମ୍ନମାନର ଖାଦ୍ୟକୁ ନା

ଢେଙ୍କାନାଳ ଅଫିସ, ୨୮।୯: ପାର୍ବଣ ଋତୁ ହେଉଛି ବ୍ୟବସାୟର ସମୟ। ବ୍ୟବସାୟୀମାନେ ଏହି ଦୁଇମାସକୁ କରିଥାଆନ୍ତ ଅପେକ୍ଷା। ଅଧିକ ଲାଭ ମନାଭାବ ହେଉ କି ସଚେତନତାର ଅଭାବ ଅନେକ ସମୟରେ ସେମାନେ ଭୁଲିଯାଆନ୍ତି ଖାଦ୍ୟ ନିରାପତ୍ତା। ପାଟିକୁ ସ୍ବାଦିଷ୍ଟ ଲାଗୁଥିଲେ...

ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌

ଗୋପାଳପୁର,୨୮ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଇନ୍ଦ୍ରାକ୍ଷୀ ପଞ୍ଚାୟତର ଜିଆର୍‌ଏସ୍‌ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ଜିଆର୍‌ଏସ୍‌ ସି.ଏଚ. ଚାନ୍ଦ୍ରେୟା ଏକ ପୋଖରୀ କାମର ବିଲ ପାସ୍‌ କରାଇବା ପାଇଁ ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର...

ସ୍ବାସ୍ଥ୍ୟ ଅଧିକାରୀଙ୍କ ନିଶା ସେବନ ଭିଡିଓ ଭାଇରାଲ

ବ୍ରହ୍ମପୁର ଅଫିସ,୨୮।୯: ସରକାର ହସ୍ପିଟାଲରେ ରୋଗୀମାନଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ଅନେକ ବିଭାଗ ଖୋଲିଛନ୍ତି। ହେଲେ ହସ୍ପିଟାଲ ଭିତରେ ଥିବା ନିଜ କାର୍ଯ୍ୟାଳୟରେ ଜଣେ ସ୍ବାସ୍ଥ୍ୟ ଅଧିକାରୀ ନିଶା ସେବନ କରୁଥିବା ଭିଡିଓ ଭାଇରାଲ ହୋଇଛି। ପରେ...

ପୋଲିସ, ଅବକାରୀ କର୍ମଚାରୀଙ୍କୁ ପନିକି ଦେଖାଇଲେ ମହିଳା

ପାରଳାଖେମୁଣ୍ଡି,୨୮ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲବାରସିଂ ଗାଁରେ ମଙ୍ଗଳବାର ମଦ ଚଢ଼ାଉ କରିବାକୁ ଯାଇଥିବା ଅବକାରୀ କର୍ମଚାରୀ ଓ ପୋଲିସକୁ ଜଣେ ମହିଳା ପନିକି ଦେଖାଇଛନ୍ତି। ଘର ଭିତରେ ରହି ମହିଳା ଜଣକ ଗେଟ୍‌କୁ ବନ୍ଦ କରିବା...

ଭିଏସ୍‌ଏଚ୍‌ଓଆର୍‌ଏଡିଏସ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୮।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଦ୍ୱାରା ଅତି ସ୍ବଳ୍ପ ଦୂରତା ବିଶିଷ୍ଟ ବାୟୁ ପ୍ରତିରକ୍ଷା ପ୍ରଣାଳୀ (ଭିଏସ୍‌ଏଚ୍‌ଓଆର୍‌ଏଡିଏସ୍‌) କ୍ଷେପଣାସ୍ତ୍ରର ଦୁଇଟି ପରୀକ୍ଷଣ ସଫଳ ହୋଇଛି। ମଙ୍ଗଳବାର ଚାନ୍ଦିପୁରସ୍ଥିତ ଲଞ୍ଚପ୍ୟାଡ୍‌ରୁ ଭୂପୃଷ୍ଠରେ ରଖାଯାଇଥିବା...

ସାଟେଲାଇଟ ସ୍କୁଲ ପିଲାଙ୍କୁ ମଧ୍ୟାହ୍ନଭୋଜନ ମିଳୁନି

ଭଞ୍ଜନଗର,୨୮।୯(ଡି.ଏନ.ଏ): ଗତବର୍ଷ ରାଜ୍ୟ ସରକାର ଯେଉଁ ବିଦ୍ୟାଳୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଅଛନ୍ତି ଏବଂ ଏକ କି.ମି. ମଧ୍ୟରେ ଦୁଇଟି ସ୍କୁଲ ଥିଲେ ଗୋଟିଏକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ନିୟମ ଯୋଗୁ ରାଜ୍ୟରେ ଏଭଳି ହଜାର...

ନିର୍ବାଚନ ଲଢ଼ିପାରିବେନି କର୍ପୋରେଟର, କାଉନସିଲର

ବ୍ରହ୍ମପୁର ଅଫିସ,୨୮ା୯: ଗଞ୍ଜାମ ବିଜେଡିର ଜିଲାସ୍ତରୀୟ ସମବାୟ ନିର୍ବାଚନ କମିଟି ବୈଠକ ମଙ୍ଗଳବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବରରେ ହେବାକୁ ଥିବା ବ୍ରହ୍ମପୁର ଓ ଆସିକା ସମବାୟ କେନ୍ଦ୍ର ବ୍ୟାଙ୍କ ନିର୍ଦ୍ଦେଶକ ନିର୍ବାଚନରେ ପୌର ସଂସ୍ଥାକୁ ନିର୍ବାଚିତ ହୋଇଥିବା କର୍ପୋରେଟର...

ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୯: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦ବର୍ଷ ଜେଲ ଦଣ୍ଡ ସହ ୧୦ହଜାର ଟଙ୍କା...

ଆଇନଜୀବୀଙ୍କ ଆତ୍ମହତ୍ୟା

ରାଉରକେଲା ଅଫିସ,୨୮।୯: ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଡେଲିମାର୍କେଟ ଅଞ୍ଚଳରେ ରହୁଥିବା ରାଉରକେଲା ବାର୍‌ ଆସୋସିଏଶନର ପୂର୍ବତନ ସଭାପତି, ପୂର୍ବତନ ନଗରପାଳ ତଥା ବରିଷ୍ଠ ଆଇନଜୀବୀ ରମେଶ ବଳ(୬୨) ସୋମବାର ବିଳମ୍ବିତ ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ଚିଠି

କେନ୍ଦୁଝର,୨୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅନ୍ତର୍ଗତ ଖଣ୍ଟଘରଠାରେ ଦୀର୍ଘ ବର୍ଷ ହେଲା ବିନା ଅନୁମତିରେ ଚାଲୁଥିବା ୨ ବେଆଇନ କ୍ରଶରକୁ ବନ୍ଦ କରିବା ପାଇଁ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ କ୍ରଶରକୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ...

ସଜେଇ ହୋଇଛି ଶହୀଦ ସ୍ମୃତିପୀଠ

ବାସୁଦେବପୁର,୨୮ା୯(ଡି.ଏନ.ଏ.): ରକ୍ତତୀର୍ଥ ଭାବେ ପରିଚିତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଇରମରେ ବୁଧବାର ୮୦ତମ ଶହୀଦ ସ୍ମୃତି ଦିବସ ପାଳନ ହେବ। ଏଥିପାଇଁ ଏହି ଶହୀଦ ସ୍ମୃତିପୀଠ ସଜେଇ ହୋଇଛି। ଶହୀଦମାନଙ୍କ ତ୍ୟାଗ ଓ ବଳିଦାନର ଗାଥାକୁ ସ୍ମରଣ କରିବା...

ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା

ଚମ୍ପୁଆ,୨୮ା୯(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରିମୂଳି ଫାଣ୍ଡି ଅଧୀନ ନିଶ୍ଚିନ୍ତପୁର ପଞ୍ଚାୟତର ଅମଳାଣିଗୋଡ଼ା ଗାଁରେ ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା ଦେଖାଯାଇଛି। ପୂର୍ବତନ ଝୁମ୍ପୁରା ବ୍ଲକ୍‌ ଅଧ୍ୟକ୍ଷ ସଚିତ୍ର ମହାନ୍ତ, ଫାଣ୍ଡି ଅଧିକାରୀ ସନ୍ତୋଷ ନାୟକଙ୍କ ହସ୍ତକ୍ଷେପ ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri