ଶିଶୁକନ୍ୟାଙ୍କୁ ବଳାତ୍କାର: ବାପା ଗିରଫ
କୁଚିଣ୍ଡା,୨୫ା୭(ବିରଞ୍ଚତ୍ ଦର୍କା): ମଦନିଶା କିଭଳି ମଣିଷକୁ ପିଶାଚ କରିଦିଏ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ। ଜଣେ ବ୍ୟକ୍ତି ତାଙ୍କର ୬ ବର୍ଷୀୟା ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଆଉ…
ସାଇକେଲ ଷ୍ଟୋର, ଗୋଦାମରେ ଜିଏସ୍ଟି ଚଢ଼ାଉ
ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକରେ ରହିଥିବା ମହାଲକ୍ଷ୍ମୀ ସାଇକେଲ ଷ୍ଟୋରରେ ଗୁରୁବାର ଜିଏସ୍ଟି ଚଢ଼ାଉ ହୋଇଥିଲା। ଟିକସ ଫାଙ୍କିଥିବା ଅଭିଯୋଗରେ ବରଗଡ଼ର ସିଟି ଜିଏସଟି ଡେପୁଟି କମିଶନର ନାଭିଦିତ୍ୟ ନାୟକଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ ହୋଇଥିଲା। ସମ୍ପୃକ୍ତ ସାଇକେଲ ଷ୍ଟୋର ମାଲିକଙ୍କ…
ଛଅ ମାସ ନ ପୂରୁଣୁ ଭାଙ୍ଗିଲା ଚେକଡ୍ୟାମ
ବାଲିଗୁଡ଼ା,୨୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କୋଟଗଡ଼ ବ୍ଲକ୍ ସୁବର୍ଣ୍ଣଗିରି ପଞ୍ଚାୟତର ପାଜୀକିରି ଓ ସିନ୍ଦିଗୁଡ଼ା ଗ୍ରାମରେ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଜଳ ସଂଗୃହୀତ ଓ ମୃତ୍ତିକା ସଂରକ୍ଷଣ ବାବଦକୁ ଆସିଥିବା ଏକ କୋଟିରୁ ଅଧିକ…
ସ୍କୁଲ ଆସୁନାହାନ୍ତି ଶିକ୍ଷକ: ପଡୁଛି ତାଲା
ଜୁନାଗଡ଼,୨୫ା୭(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ର ଲଖନାପଡ଼ା ପ୍ରାଥମିକ ବିଦ୍ୟାଳୟକୁ ଅଧିକାଂଶ ସମୟରେ ଶିକ୍ଷକ ଆସୁ ନ ଥିବାରୁ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ସ୍କୁଲ ବନ୍ଦ ଯୋଗୁ ଗରିବ ଆଦିବାସୀ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନରୁ ବଞ୍ଚିତ ହେଉଛନ୍ତି। ଏ…
ରତ୍ନଭଣ୍ଡାରକୁ ନେଇ ଚମକାଇଲା ଭଳି ତଥ୍ୟ ଦେଲେ ଜଷ୍ଟିସ ବିଶ୍ବନାଥ, କହିଲେ ଭଣ୍ଡାରରେ…
ପୁରୀ,୨୫।୭: ରତ୍ନଭଣ୍ଡାର ସଂପର୍କରେ ଜଷ୍ଟିସ ବିଶ୍ବନାଥ ରଥ ଏକ ଗଣମାଧ୍ୟମ ସାକ୍ଷାତକାରରେ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭଣ୍ଡାର ଖୋଲୁ ଖୋଲୁ ଆମେ ଯାହା ଦେଖିଲୁ ଦୁରାବସ୍ଥା ଭଳି ଲାଗିଲା। ରତ୍ନଭଣ୍ଡାର ଏମିତି ରହିବା କଥା ନୁହେଁ ବୋଲି ଆମର…
ଚା’ ପିଇବା ବେଳେ ଲୋକଙ୍କୁ ଉପରକୁ ମାଡ଼ିଗଲା ଭ୍ୟାନ୍
ସୋନପୁର,୨୫।୭: ସୋନପୁର-ସମ୍ବଲପୁର ରାସ୍ତାର ମେଟାକାନି ମନ୍ଦିର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ ଦୋକାନରେ ଚା’ ପିଇବା ବେଳେ ଏକ ପିକ୍ଅପ୍ ଭ୍ୟାନ ମାଡ଼ିଯାଇ ୩ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି…
ଆସିଲା ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନୂଆ ଯୋଜନା
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ଏପରିକି ରାଜ୍ୟର ବିକାଶ ପାଇଁ କେତେକ ନୂଆ ଯୋଜନା ବଜେଟ୍ରେ ଉପସ୍ଥାପନ…
କଟକ ଏସ୍ସିବି ପାଇଁ ବଜେଟ୍ରେ ହଜାରେ କୋଟି
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ରାଜ୍ୟରେ କୃଷି, ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯାଇଛି। ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ…
୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ରାଜ୍ୟରେ ୨୫ ଲକ୍ଷ ଲକ୍ଷପତି ଦିଦି’ କରିବାକୁ ବଜେଟ୍ରେ ବ୍ୟୟବରାଦ ହୋଇଛି।…
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ, ସମସ୍ୟା ଦେଖି କହିଲେ…
କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡୀ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ଗୁରୁବାର ପରିଦର୍ଶନ କରିଛନ୍ତି। ପ୍ରଥମେ ବେଳଖଣ୍ଡି ଗ୍ରାମର ଜଳମଗ୍ନ ବା ବୁଡି ଅଞ୍ଚଳ ପରିଦର୍ଶନ କରିଥିଲେ। ବିଜଖମାନ ଓ ଫଳସାପଡ଼ା ଗ୍ରାମର ପ୍ରାଇମେରୀ ସ୍କୁଲ ପରିଦର୍ଶନ କରି…
ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ୍ରେ ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’ ଅଣାଯାଇଛି। ଅନାଥ…
ବଜେଟରେ କୃଷି ଏବଂ କୃଷକଙ୍କୁ ବଡ଼ ଗୁରୁତ୍ୱ: କୃଷି ପାଇଁ ଏତିକି କୋଟି ଟଙ୍କା ବ୍ୟୟବରାଦ
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଉପସ୍ଥାପନ କରାଯାଇଛି। ୨୦୨୩-୨୪…
Archives


