ଆମ ଜିଲା ଖବର

ଜାଲ୍‌ ଡ୍ରାଇଭିଂ ଲାଇସେନ୍ସ ଜାଲରେ ଯୁବକ

ବୈପାରିଗୁଡା,୧୯ା୯ (ଡି.ଏନ୍‌.ଏ):ସଡକ ଦୁର୍ଘଟଣା ଏଡାଇବା ପାଇଁ ପରିବହନ ବିଭାଗ ପକ୍ଷରୁ କଠୋର ଆଇନ ବ୍ୟବସ୍ଥା କରାଯାଇଛି। ବିଭିନ୍ନ ସମୟରେ ଟ୍ରାଫିକ୍‌ ଓ ପୋଲିସ୍‌ ପକ୍ଷରୁ ମଧ୍ୟ ଯାଞ୍ଚ କରାଯାଇ ଆଇନ ଖିଲାପକାରୀଙ୍କଠାରୁ ଜରିମାନା ଆଦାୟ ହେଉଛି। ଯାଞ୍ଚରୁ ବର୍ତ୍ତିିବା ଲାଗି...

ନବରଙ୍ଗପୁରରେ ପଛରେ ପଡ଼ିଛି ପିଏମ୍‌ଏଓ୍ବାଇ ନିର୍ମାଣ କାର୍ଯ୍ୟ

ନବରଙ୍ଗପୁର,୧୯ା୯(ବି.ପ୍ର.):ନବରଙ୍ଗପୁର ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ କାର୍ଯ୍ୟ ବହୁ ପଛରେ ପଡ଼ିଛି। ଏଥିରେ ମଧ୍ୟସ୍ଥି ବାଧକ ସାଜିଥିବା ଜଣାପଡ଼ିଛି। ଗରିବ ହିତାଧିକାରୀଙ୍କ ଘର ତିଆରି କରିଦେବା ନାଁରେ ମଧ୍ୟସ୍ଥି ଟଙ୍କା ନେବାପରେ ଅଧାକାମ କରି ଧରାଛୁଆଁ ଦେଉ ନ...

ପରମ୍ପରା ବଞ୍ଚାଇଛନ୍ତି ୨୫ ବ୍ୟବସାୟୀ

ଭୁବନ, ୧୯।୯(ଡି.ଏନ୍‌.ଏ.):ମଣିଷ-ଭାରବାହୀ ପ୍ରାଣୀଙ୍କ ମଧ୍ୟରେ ରହିଥିବା ମଧୁର ସମ୍ପର୍କର ପ୍ରତିଫଳନ ଐତିହାସିକ ବଳଦଯାତ୍ରା। ବାଣିଜ୍ୟ ପରମ୍ପରାକୁ ନେଇ ପିଢ଼ି ପରେ ପିଢ଼ି ଶାରଦୀୟ ଦୁର୍ଗାପୂଜାରେ ଆୟୋଜିତ ହୋଇଆସୁଛି ଏହି ପ୍ରସିଦ୍ଧ ପର୍ବ। କରୋନା ମହାମାରୀ ପ୍ରଭାବିତ ବିଶ୍ୱରେ ଦୀର୍ଘ ଦୁଇବର୍ଷ...

ଏସ୍‌ଏଚ୍‌ଜିକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯ା୯(ଡି.ଏନ.ଏ.):ଆଜାଦୀ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇଁ ଆହ୍ବାନ ଦେଇଥିଲେ। ସ୍ବାଧୀନତା ଦିବସରେ ପ୍ରତ୍ୟେକ ବ୍ୟକ୍ତି ନିଜ ଘର ଆଗରେ ଜାତୀୟ ପତାକା ଉଡାଇବାକୁ କୁହାଯାଇଥିଲା। ଏହି ପରିପ୍ରେକ୍ଷୀରେ...

‘ରାଜ୍ୟରେ ଦଳିତ ବର୍ଗ ନ୍ୟାୟରୁ ବଞ୍ଚିତ’

ଅନୁଗୋଳ ଅଫିସ, ୧୯।୯:ରାଜ୍ୟରେ ଅନୁସୂଚିତ ବର୍ଗ ନ୍ୟାୟ ପାଇବାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ସେମାନଙ୍କ ବିକାଶ ଲାଗି ଆସୁଥିବା କେନ୍ଦ୍ରୀୟ ଅନୁଦାନ ହଡ଼ପ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବର୍ଷକୁ ଅନ୍ୟୁନ ୩ ଥର ଆଡଭାଇଜରି କମିଟି ବୈଠକ ଅନୁଷ୍ଠିତ ହେବା...

ବିଦ୍ୟାଳୟ ପାଚେରି ଭୁଶୁଡ଼ିଲା

ବାହାନଗା,୧୯ା୯(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଗ୍ରାମର ଥିବା ୫-ଟି ଉଚ୍ଚ ବିଦ୍ୟାଳୟର ପାଚେରି ଭୁଶୁଡ଼ି ପଡ଼ିଛି। ଠିକାଦାରଙ୍କ ଖାମଖିଆଲି ମନୋଭାବରୁ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପାଚେରି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ଗ୍ରାମବାସୀ...

ରାସ୍ତା ମରାମତି କଲେ ଗ୍ରାମବାସୀ

କେନ୍ଦୁଝର,୧୯ା୯(ସ୍ବ.ପ୍ର.):ମୟୂରଭଞ୍ଜ ଜିଲା ଶରତ ଘାଟିରୁ ବ୍ରାହ୍ମଣୀ ଘାଟି ଦେଇ କେନ୍ଦୁଝର ଜିଲା କେ.ବାଲିପାଳ ଓ ଘଷିପୁରା ଡାକ୍ତରଖାନାକୁ ସଂଯୋଗ କରୁଥିବା ବିପର୍ଯ୍ୟସ୍ତ ରାସ୍ତାକୁ କେ.ବାଲିପାଳ ଗ୍ରାମବାସୀ ମରାମତି କରିଛନ୍ତି। ପୂର୍ବରୁ ଗ୍ରାମବାସୀ ଉକ୍ତ ରାସ୍ତାରେ ମାଟି ପକାଇ ଯାତାୟାତ କରୁଥିବା...

ପାଣିରେ ପଡ଼ିଲା ୫ଲକ୍ଷ

ବେତନଟୀ,୧୯ା୯(ଡିି.ଏନ.ଏ.):ପ୍ରଶାସନର ଭୁଲ ନିଷ୍ପତ୍ତି ଯୋଗୁ ମୟୂରଭଞ୍ଜ ଜିଲା ବେତନଟୀଠାରେ ନିର୍ମାଣ ହୋଇଥିତ୍ବା ଶବ ବ୍ୟବଚ୍ଛେଦ ଗୃହ କାମରେ ଲାଗି ପାରୁନି। ଏଥିଯୋଗୁ ସରକାରଙ୍କ ୫ ଲକ୍ଷ ଟଙ୍କା ପାଣିରେ ପଡ଼ିଥିବା ବେଳେ ପୁଣି ଏକ ଗୃହ ନିର୍ମାଣ ଚାଲିଛି। ଗୋଷ୍ଠୀ...

ମହାନଦୀ ଉପରେ ସେତୁ ନିର୍ମାଣ କାର୍ଯ୍ୟ ମନ୍ଥର

ଜଗତ୍‌ସିଂହପୁର ଅଫିସ, ୧୯ା୯:ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ବିୟୋଗ ପରେ ଏହି ଆସନ ପାଇଁ ୩।୧୧।୨୦୨୦ରେ ଉପନିର୍ବାଚନ ହୋଇଥିଲା। ଏନେଇ ରାଜନୈତିକ ପରିବେଶ ଚଳଚଞ୍ଚଳ ହୋଇଉଠିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ଆସ୍ଥା...

ସ୍ବାସ୍ଥ୍ୟକେନ୍ଦ୍ର ଗେଟ୍‌ରେ ନୋଟିସ, ଫେରିଲେ ରୋଗୀ

ମହାକାଳପଡା,୧୯ା୯ (ଡି.ଏନ.ଏ.):କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଉପାନ୍ତ ଅଞ୍ଚଳରେ ସାଧାରଣ ରୋଗୀମାନେ ଭରସା କରିଛନ୍ତି ଡାକ୍ତରଖାନା ଯିବେ ଚିକିତ୍ସା ହୋଇ ଘରକୁ ଫେରିବେ। ଏହି ଲକ୍ଷ୍ୟ ନେଇ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା...

ଆଳିଜଙ୍ଗା-ନାଗପୁରା-ନିଳିକଣା ରାସ୍ତା ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ, ୧୯ା୯:ଦେଶ ବିକାଶରେ ସଡ଼କ ଯୋଗାଯୋଗ ପଥର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଯୋଜନା ପ୍ରଣୟନ କରି ଅନୁଦାନ ପ୍ରଦାନ କରୁଛନ୍ତି। ତେବେ ଏହି ଅର୍ଥ ତୃଣମୂଳସ୍ତର ପ୍ରକଳ୍ପରେ ନ ଲାଗି ଠିକାଦାର ଓ...

ସ୍ବାମୀଙ୍କ ଉପରେ ଗରମ ପାଣି ଢାଳିଲେ ସ୍ତ୍ରୀ

ବିଞ୍ଝାରପୁର,୧୯ା୯(ଡି.ଏନ.ଏ.):ପାରିବାରିକ କଳହକୁ କେନ୍ଦ୍ରକରି ଶନିବାର ରାତିରେ ବିଞ୍ଝାରପୁର ଥାନା ଅଧୀନ ଶାସନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସେକ୍‌ ଆଲ୍ଲାଉଦ୍ଦିନ(୪୮) ଶୋଇଥିବା ବେଳେ ସ୍ତ୍ରୀ ତାଙ୍କ ଉପରେ ଗରମ ପାଣି ଢାଳି ରାଗ ସୁଝାଇଛନ୍ତି। ଫଳରେ ଆଲ୍ଲାଉଦ୍ଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri