ଆମ ଜିଲା ଖବର

ଟାଙ୍ଗିଆରେ ବାପର ମୁଣ୍ଡ ହାଣିଲା ପୁଅ, ଅଳ୍ପକେ ବର୍ତ୍ତିଲା ମାଆ

ବାରିପଦା,୪।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଚାନ୍ଦୁଆଁ ଥାନା ଅଧିନ ଠାରୁଆସାହି ଗ୍ରାମରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ପାରିବାରିକ ଗଣ୍ଡଗୋଳକୁ ନେଇ ପୁଅ ଉତ୍ୟକ୍ତ ହୋଇ ବାପାକୁ ଏକ ଟାଙ୍ଗିଆରେ ନିର୍ମମ ଭାବେ…

ଜମିମାଲିକଙ୍କ ପାଇଁ ଆଶ୍ୱସ୍ତି: ଏପ୍ରିଲରୁ ପୁଣି ପାର୍ଟ ପ୍ଲଟ୍‌ ପଞ୍ଜୀକରଣ

ଭୁବନେଶ୍ୱର,୪ା୩(ବନ୍ଦନା ସେଠୀ): ରାଜ୍ୟରେ ବନ୍ଦ ଥିବା ପାର୍ଟ ପ୍ଲଟ୍‌ ପଞ୍ଜୀକରଣ ଆସନ୍ତା ଏପ୍ରିଲରୁ ଆରମ୍ଭ ହୋଇପାରେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହା ସହରାଞ୍ଚଳର ଜମିମାଲିକଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି। ଏହାଦ୍ୱାରା ସେମାନେ ପାର୍ଟ ପ୍ଲଟ୍‌ ବିକ୍ରି…

ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶକୁ ଏନ୍‌କାଉଣ୍ଟର

ସମ୍ବଲପୁର,୪।୩( ପ୍ରମୋଦ ବହିଦାର): ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଜମାଦାରପାଲି ବିମାନ ଅବତରଣ କେନ୍ଦ୍ରର ରାସ୍ତାର ଲମ୍‌ଡୁଙ୍ଗରୀ ନିକଟରେ ମଙ୍ଗଳବାର ପ୍ରାତଃ ୫ଟା ୪୫ମିନିଟ ସମୟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରବେଳେ…

ଜଗତସିଂହପୁରରେ ଚାଞ୍ଚଲ୍ୟ: ମା’, ବାପା ସହ ଭଉଣୀକୁ ପଥରରେ ଛେଚି ହତ୍ୟା

ଜଗତସିଂହପୁର, ୪।୩(ପ୍ରମୋଦ କୁମାର ନାୟକ): ସୋମବାର ବିଳମ୍ବିତ ରାତିରେ ଜଗତ୍‌ସିଂହପୁର ସହର ଅନ୍ତର୍ଗତ ଚାଟରା ଧୋବା ସାହିରେ ହୃଦୟ ବିଦାରକ ଘଟଣା ଘଟିଛି। ନିଜ ମା’ କନକଲତା ଓରଫ ସଞ୍ଜୁନା ସେଠୀ, ବାପା ପ୍ରଶାନ୍ତ ଓରଫ କାଳିଆ ଓ ସାନ ଭଉଣୀ…

ମନ୍ଦିରରୁ ଚୋରି

ଲାଞ୍ଜିଗଡ଼,୩ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଗାଁର ଆରାଧ୍ୟ ଭୈରବ ମନ୍ଦିରରୁ ଚୋରି ହୋଇଥିବା ନେଇ ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସୂଚନାନୁସାରେ ମୁଖ୍ୟ ପୂଜାରୀ ପିତାମ୍ବର ଦଳେଇ, ବାହୁକ ଜଗବନ୍ଧୁ ଧଙ୍ଗଡାମାଝି, ବାହୁକ ରାଜେନ୍ଦ୍ର…

ହାଇୱା ଧକ୍କାରେ ମହିଳା ଗୁରୁତର

କୋକସରା,୩ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡ଼ହଗାଁ ପଞ୍ଚାୟତ ଡ଼ହଗାଁର କୁମାରମଣି ନାଏକଙ୍କ ସ୍ତ୍ରୀ ଗୀତା ନାଏକ (୫୨) ଦୀର୍ଘବର୍ଷ ହେବେ ମାନସିକ ଅନଗ୍ରସର ଅବସ୍ଥାରେ ଗାଁରେ ବୁଲାବୁଲି କରୁଥିଲେ। ସୋମବାର ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ…

ଦୁର୍ଘଟଣାରେ ବନରକ୍ଷୀ ଗୁରୁତର

ଭଞ୍ଜନଗର,୩ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଦକ୍ଷିଣ ଘୁମୁସର ବନଖଣ୍ଡରେ କାର୍ଯ୍ୟରତ ବନରକ୍ଷୀ ସୁରେନ୍ଦ୍ର ନାୟକ ସୋମବାର ରାତିରେ ସ୍ଥାନୀୟ କୋର୍ଟ ସମ୍ମୁଖରେ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ତାଙ୍କୁ ରାସ୍ତାରେ ଯାଉଥିବା ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ।…

ସୁନା,ଟଙ୍କା ଥିବା ବ୍ୟାଗ ଅଟୋରେ ଛାଡ଼ି ଓହ୍ଲାଇ ପଡ଼ିଥିଲେ ଯାତ୍ରୀ ପରେ

ଗଞ୍ଜାମ,୩ା୩(ବିଦ୍ୟାଧର ସାହୁ): ସୋମବାର ପୂର୍ବାହ୍ନରେ ଜଣେ ଯାତ୍ରୀ ଏକ ଅଟୋରେ ନିଜ ବ୍ୟାଗ ଛାଡ଼ି ଓହ୍ଲାଇ ପଡ଼ିଥିଲେ। ବ୍ୟାଗକୁ ନେଇ ଅଟୋ ବାଲା ରୁଷିଆ ତରାଇ ଗଞ୍ଜାମ ଥାନାରେ ଜିମା ଦେଇଥିଲେ। ଯାତ୍ରୀ ଜଣକ ବ୍ୟାଗ କଥା ପରେ ମନ ପଡ଼ିବାରୁ…

ଦିଗପହଣ୍ଡି ପଞ୍ଚାୟତ ସମିତି ବୈଠକ ଏମପି ଓ ବିଧାୟକଙ୍କ ଯୋଗଦାନ, ବିକଶିତ ଗାଁ ଓ ବିକଶିତ ଓଡ଼ିଶା ଯୋଜନାକୁ ଗୁରୁତ୍ୱ

ଦିଗପହଣ୍ଡି,୩ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପଞ୍ଚାୟତ ସମିତି ବୈଠକ ସୋମବାର ବ୍ଲକ୍‌ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ପଞ୍ଚବାର୍ଷିକ ଯୋଜନାରେ ଗ୍ରାମାଞ୍ଚଳର ବିକାଶକୁ ସୁଦୃଢ କରିବା ଲକ୍ଷ୍ୟରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଆୟୋଜିତ ସ୍ବତନ୍ତ୍ର…

ସତ୍ୟବାଦୀ ପଞ୍ଚାୟତ ସମିତି ବୈଠକରେ ବିଜେଡି-ଭାଜପା ମୁହାଁମୁହିଁ

ସାକ୍ଷୀଗୋପାଳ,୩।୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ପଞ୍ଚାୟତ ସମିତିର ସପ୍ତମ ଅଧିବେଶନ ସୋମବାର ଅନୁଷ୍ଠିତ ହୋଇଥିଲା। ଆରମ୍ଭରୁ ସମିତି ଅଧ୍ୟକ୍ଷ ସୁନିଲ ପଣ୍ଡା ବୈଠକ ସଭାପତିତ୍ୱ କରିଥିଲେ। ପୂର୍ବ ବିବରଣୀ ପଠନରେ ଅନାଲୋଚିତ ପ୍ରସ୍ତାବ ସ୍ଥାନିତ କରାଯିବାକୁ ବିରୋଧ କରି ଭାଜପା…

କାଠ ବ୍ୟବସାୟୀଙ୍କ ଠାରୁ ଟଙ୍କା ମାଗିବା ପଡିଲା ମହଙ୍ଗା, ନିଲମ୍ବିତ ହେଲେ ମହିଳା ଫରେଷ୍ଟର

କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ କାଠ ବ୍ୟବସାୟୀଙ୍କ ଠାରୁ ୬ ହଜାର ଟଙ୍କା ମାଗିବା ଘଟଣାରେ ବନ ବିଭାଗ ସୋମବାର ମହିଳା ଫରେଷ୍ଟର ସୁନୀତା ବାଗେଲଙ୍କୁ ନିଲମ୍ବିତ କରିଛି। ଟଙ୍କା ମାଗିବା ଓ ଟଙ୍କା ପାଇବା ନେଇ ହୋଇଥିବା କଥାବାର୍ତ୍ତାର ଅଡିଓ…

ଜନ୍ମ ମୃତ୍ୟୁ ପଞ୍ଜିକରଣ ବିଭାଗରେ ଝୁଲୁଛି ତାଲା, ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୩।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କୁ ମିଳୁନାହିଁ ଜନ୍ମମୃତ୍ୟୁ ପ୍ରମାଣପତ୍ର । ବ୍ଲକର ୨୪ ଗୋଟି ପଞ୍ଚାୟତବାସୀ ଯାହାକି ଦୁରଦୂରାନ୍ତ ଅଞ୍ଚଳର ହିତାଧିକାରୀ ଜନ୍ମ ମୃତ୍ୟୁ ପ୍ରମାଣପତ୍ର ପାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?