ଆମ ଜିଲା ଖବର

ଖରା ଆରମ୍ଭରୁ ମାଲକାନଗିରିରେ ଜଳ କଷ୍ଟ

କୋରୁକୋଣ୍ଡା,୧ା୩(ଶିବଦତ୍ତ ସାହୁ): ଖରା ଆରମ୍ଭରୁ ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଛି ଜଳ ସଙ୍କଟ। ଦୀର୍ଘବର୍ଷ ହେଲା ବିଭିନ୍ନ ସ୍ଥାନରେ ଅଚଳ ହୋଇପଡିଛି ସୌର ପ୍ରକଳ୍ପ। ଗଁରେ ଥିବା ୪ ନଳକୂପ ମଧ୍ୟରୁ ୨ ଅଚଳ ହୋଇପଡିଛି। ଅନ୍ୟ ଦୁଇଟି ନଳକୂପର…

ବ୍ରିଜ୍‌ ଉପରୁ ୨୦ ଫୁଟ ତଳକୁ ଖସିଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ଜହ୍ନେଇ ନାଳ ପୋଲରେ ଶନିବାର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବ୍ରିଜ୍‌ ଉପରୁ ୨୦ ଫୁଟ ତଳକୁ ଏକ କାର୍‌ ଖସି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର…

କେପିଟିରେ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠାରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କେପିଟିରେ ଶ୍ରୀ ଶ୍ରୀ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ଭାଗବତ ଗାଦି ସ୍ଥାପନ ସହ ଘୃତଯଜ୍ଞ, ଅନ୍ନଯଜ୍ଞ ଏବଂ ଚବିଶି ପ୍ରହର ନାମ ଯଜ୍ଞ ଚାଲିଛି। ଗତ ୨୭ରୁ ଏହି କାର୍ଯ୍ୟକ୍ରମ…

ମନ୍ଥର ଗତିରେ ଚାଲିଛି ନିମ୍ନମାନର ବ୍ରିଜ କାମ, ଜଳବନ୍ଦୀ ଆଶଙ୍କାରେ ପୁଣି ୩୫୦ ପରିବାର

ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ବିଜେପୁର ପ୍ରଧାନୀପଡ଼ା ଛକରୁ ସାହାଜପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ କଲ୍ୟାଣୀ ନଦୀରେ ବ୍ରିଜ ନିର୍ମାଣ ୨୦୨୩ରେ ମେ’ ମାସରେ କାମ ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା…

ବଢୁଛି ତାତି: ସତର୍କ, ସଜାଗ ରହିିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ପାରଳାଖେମୁଣ୍ଡି,୧ା୩(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଶନିବାର ଜିଲାପାଳ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଚଳିତ ଗ୍ରୀଷ୍ମ ପ୍ରବାହରେ…

ନିଜ ଲଢ଼େଇ ନିଜେ ଲଢ଼ିବେ ଛାତ୍ରୀ : ତାଲିମ ପାଇ ନେଲେ ସାର୍ଟିଫିକେଟ୍‌

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ନିମନ୍ତେ ଅନୁଷ୍ଠିତ ଆତ୍ମସୁରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ଅଞ୍ଜଳି ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉଦ୍‌ଯାପନୀ…

ପୁଣି ଜଣେ ଛାତ୍ରୀ ଗର୍ଭବତୀ ଅଭିଯୋଗ: ଦୁଇ ମେଡିକାଲ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଦିନକୁ ଦିନ ଲଜ୍ଜାକର ଘଟଣା ସବୁ ଘଟୁଥିବାର ନଜର ଆସୁଛି। ଏହି କିଛିଦିନ ତଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପରେ ଯାଜପୁରର ବରୀ ଅଞ୍ଚଳ ଏବଂ ପୁଣି କେନ୍ଦୁଝର ଜିଲାରେ ଜଣେ ଛାତ୍ରୀ ଗର୍ଭବତୀ ହେବା…

ଏପ୍ରିଲ ୧ରୁ ମାରାଗୁଡ଼ା ମହୋତ୍ସବ: ଜମିବ ପଲ୍ଲିଶ୍ରୀ ମେଳା

ନୂଆପଡ଼ା,୧ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ମାରଗୁଡ଼ା ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ସର୍ବସମ୍ମତି କ୍ରମେ ଏପ୍ରିଲ ୧ରୁ ୫ ପର୍ଯ୍ୟନ୍ତ ମାରାଗୁଡ଼ା ମହୋତ୍ସବ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି…

୨ ମାସରୁ ଊର୍ଦ୍ଧ୍ୱ ହେବ ଏଟିଏମ୍‌ରେ ନାହିଁ ଟଙ୍କା, ଗ୍ରାହକ ହନ୍ତସନ୍ତ

ଥୁଆମୂଳ ରାମପୁର,୧ା୩(ଦୁର୍ଗାକୀର୍ତ୍ତି): କଳାହାଣ୍ଡି ଜିଲା ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ଥିବା ଗୋଟିଏ ମାତ୍ର ସାହା ଭରସା ସାଜିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ୍‌ର ଏଟିଏମ୍‌ ଗତ ୨ମାସ ରୁ ଊର୍ଦ୍ଧ୍ୱ ହେଲା ଅଚଳ ହୋଇପଡ଼ିଛି। ଏମିତି କି ମାସ ମାସ ଧରି…

ଏପ୍ରିଲ ୧ରୁ ମାରାଗୁଡ଼ା ମହୋତ୍ସବ

ନୂଆପଡ଼ା,୧ା୩ (ମକାରୁ ବେମାଲ) ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ମାରଗୁଡ଼ା ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଉପାଧ୍ୟକ୍ଷ ଦିପିକା ଦୀପ,…

ଗ୍ରାମ୍ୟ ଜଳଯୋଗାଣ କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳର ଗ୍ରାମାଞ୍ଚଳରେ ସପ୍ତାହେ ହେଲା ଜଳଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଏହାର ବିକଳ୍ପ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଲେ ବ୍ଲକ ପ୍ରଶାସନ। ଗ୍ରାମ୍ୟ ଜଳ ଯୋଗାଣ କର୍ମଚାରୀ ଦରମା, ଭତ୍ତା, ସ୍ଥାୟୀ ନିଯୁକ୍ତି…

ମାଟ୍ରିକ ପରୀକ୍ଷା: ବିଜ୍ଞାନ ପରୀକ୍ଷା ପ୍ରଶ୍ନ ପେପରରେ ନଥିଲା ୩ ନମ୍ବର ପ୍ରଶ୍ନ: ପରେ..,

ବ୍ରହ୍ମପୁର,୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗତ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଶନିବାର ବିଜ୍ଞାନ ପରୀକ୍ଷା ଥିଲା ବେଳେ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରକୁ ଯାଇଥିଲେ। ବିଜ୍ଞାନ ପ୍ରଶ୍ନ ପେପର ସି ସେଟର ତିନି ନମ୍ବର ପ୍ରଶ୍ନ ଟି ସେଥିରେ ଲେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?