କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କୁ ମନେପକାଇ…
ଭଞ୍ଜନଗର,୨୮ା୨(ବାବୁଲା ପ୍ରଧାନ)-ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ କବି ସମ୍ରାଟ ସାହିତ୍ୟ ସଂସଦ,ଭଞ୍ଜନଗର ପକ୍ଷରୁ ମିଳିତ ଭାବେ ଶୁକ୍ରବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର…
କାର୍ଯ୍ୟରେ ଯୋଗଦେଲେ ନୂତନ ବିଇଓ
କୋକସରା,୨୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗରେ ଶୁକ୍ରବାର ନୂତନ ବିଇଓ ଭାବେ ମହେଶ କୁମାର ଭାଟି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୂର୍ବରୁ ଥିବା ରଶ୍ମିତା ନେତମଙ୍କ ବଦଳି ପରେ ତାଙ୍କ ସ୍ଥାନରେ ମହେଶଙ୍କୁ ନିଯୁକ୍ତ କରାଯାଇଛି।…
ବଲାଙ୍ଗୀରରେ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା: ଜମି ଦଖଲ କରିଥିବା ଲୋକ ଯେତେ ପ୍ରଭାବ ଶାଳୀ ହେଲେ ବି…
ବଲାଙ୍ଗୀର,୨୮।୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଜିଲାର ରାଜସ୍ବ ସମ୍ପର୍କିତ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବଲାଙ୍ଗୀର ଡିଏଫଓ ସମ୍ମିଳନୀ କକ୍ଷଠାରେ ଏହି…
ବଜାଉଥିଲେ ଟିଣଡ଼ବା: ମାଡ଼ି ଆସିଲା ଦନ୍ତା
ଯୋଡ଼ା,୨୮ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ ବାମେବାରି ସେକ୍ସନ ନମ୍ବିରା ମୁଣ୍ଡାସାହିରେ ଏକ ଦନ୍ତାହାତୀ ଜଣେ ଯୁବକଙ୍କୁ ଦଳିଦେଇଛି। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ହରି ମୁଣ୍ଡା(୪୧)। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର…
ମାର୍ଚ୍ଚ ୨ରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୨ରେ ଆସିବେ। ମୟୂରଭଞ୍ଜ ଜିଲାରେ ୨ ଦିନିଆ ଗସ୍ତ କାର୍ଯ୍ୟକ୍ରମ ସାରି ୨ ତାରିଖ ପୂର୍ବାହ୍ନ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ଧରଣୀଧର…
ବାପାଙ୍କୁ ହତ୍ୟାକାରୀ ବନ୍ଧାହେଲେ ପୁଅ
ଶେରଗଡ଼,୨୮ା୨(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାର ରାତି ୧୦ଟାରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଶେରଗଡ଼ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍ ଘଟଣାର ତଦନ୍ତ କରିଛି।…
ଚଳନ୍ତା ଟ୍ରକରେ ଲାଗିଲା ନିଆଁ
ଛତ୍ରପୁର,୨୮।୨(ଦିଲ୍ଲୀପ ସାମଲ): ଏକ ଚଳନ୍ତା ଟ୍ରକରେ ଘଟିଛି ଅଗ୍ନିକାଣ୍ଡ। ଏପରି ଏକ ଅଘଟଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଗୋପାଳପୁର ବନ୍ଦର ସମୁଖ ଆର୍ଯ୍ୟପଲ୍ଲୀ ରାସ୍ତାରେ। ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଘରୋଇ କମ୍ପାନୀର ଏକ ମାଲ…
ପୁରୁଷୋତ୍ତମପୁର ପଞ୍ଚାୟତ ସମିତିର ସ୍ବତନ୍ତ୍ର ବୈଠକ: ଅଭିଯୋଗ ଆଣିଲେ ସମିତିସଭ୍ୟ, ସରପଞ୍ଚ
ପୁରୁଷୋତ୍ତମପୁର,୨୮।୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ସମ୍ମିଳନୀ କକ୍ଷରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ନେଇ ସ୍ବତନ୍ତ୍ର ବୈଠକ ବସିଛି। ଏହି ବୈଠକ ବିଡିିଓ ଶରତ କୁମାର ପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥିଭାବେ କବିସୂର୍ଯ୍ୟନଗର ବିଧାୟକ…
ପୋଲିସ ଆଖିରେ ଧୂଳିଦେଇ ଖସି ପଲାଇଥିଲେ: ୭ମାସ ପରେ ଧରାପଡ଼ିଲେ
କ.ନୂଆଗାଁ ,୨୮ା୨(କାଳୀ ପ୍ରସାଦ ତ୍ରିପାଠୀ): କ.ନୂଆଗାଁ ଥାନା ଅଞ୍ଚଳରୁ ୭ମାସ ତଳେ କାର ଯୋଗେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ପୋଲିସ ହାବୁଡ଼ରୁ ଖସି ପଳାଇଥିବା ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା…
‘ଭଲ ମଣିଷ ହୋଇ ସୁନାମ ଅର୍ଜନ କର’
କୁଚିଣ୍ଡା,୨୮।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ପାରୁଆଭାଡି ପଞ୍ଚାୟତର ରାମତିଲେଇମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ପଟେଲ ଏଥିରେ ସଭାପତିତ୍ୱ କରି ବାର୍ଷିକ ବିବରଣୀ ପଠନ କରିଥିଲେ। କାର୍ଯ୍ୟକ୍ରମରେ…
ଜାତୀୟ ଶିକ୍ଷାନୀତି ସମ୍ମିଳନୀ ଅନୁଷ୍ଠିତ : ‘ଯେଉଁ ଦେଶର ଶିକ୍ଷାନୀତି ଯେତେ ସୁଦୃଢ଼ ସେ ଦେଶ ସେତେ ବିକଶିତ’
ଭଞ୍ଜନଗର,୨୮।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଜାତୀୟ ଶିକ୍ଷାନୀତି ୨୦୨୦ ଏବଂ ବିକଶିତ ଭାରତ ଯୋଜନା ଉପରେ ଏକ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିମଳ ଚନ୍ଦ୍ର…
ରାସ୍ତାକୁ ଓହ୍ଲାଇଲେ ଚାଷୀ, ୩୦୦ ୟୁନିଟ୍ ବିଦ୍ୟୁତ୍ ଛାଡ଼- କଟ୍ନି ଛଟ୍ନି ବନ୍ଦ ନ କଲେ ଜୋର୍ଦାର ହେବ…
ସୋହେଲା,୨୮ା୨(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ଅନ୍ତର୍ଗତ ସୋହେଲାଠାରେ ଶୁକ୍ରବାର ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନର ଆହ୍ବାନ କ୍ରମେ ତହସିଲଦାର ଶୁଭରଞ୍ଜନ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ତିନି ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ପ୍ରଦାନ…

