ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…
କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଗ୍ରାମର ଚଗୁଲୁ ଓରଫ୍ ସୁଶାନ୍ତ ମଲିକଙ୍କ ପୁଅ ଶୁଭମ୍(୧୩)। ସେ ୮ମ ଶ୍ରେଣୀରେ…
କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର
ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା। ତଦନ୍ତ ସମୟରେ ପଡ଼ୋଶୀ ଘରକୁ ସନ୍ଧାନୀ କୁକୁର ବାରମ୍ବାର ଯାଇଥିଲା। ପୋଲିସ ପଡ଼ୋଶୀ…
ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…
ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ ଡ଼ାଳ । ଫଳରେ ଗଛ ସନ୍ଧିରେ ଚାପି ହୋଇ ୨୦ ଫୁଟ ଉପରେ…
ବାଇକ୍କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ
ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ୨ ଜଣ ବାଇକ୍ରେ ଭଦ୍ରକରୁ…
ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…
ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ ବ୍ୟକ୍ତିଗତ ଠାକୁର ଘରେ ବୃ୍ଦ୍ଧାଙ୍କ ପ୍ରବେଶକୁ ବାରଣ କରିବା ସହିତ ତାଙ୍କୁ ଆକ୍ରମଣ…
ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….
ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି ଜଣକ ଜମିରେ କୀଟନାଶକ ସିଞ୍ଚନ ବେଳେ ଗୁରୁତର ହୋଇ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ…
ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା
ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଗଣେଶ ନାଗ…
ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ
ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ ଘରଠାରୁ ମାତ୍ର କିଛି ମିଟର ଦୂରରେ ଅସୁରକ୍ଷିତ ଭାବେ ରହିଛି। ଟ୍ରାନ୍ସଫର୍ମରଟି ଘରର…
ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…
ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ଜଣଙ୍କ ହେଲେ ବାତୋ ପଞ୍ଚାୟତ ଅଞ୍ଜିରା ଗ୍ରାମର…
ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ
କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ ଅଟକ ରଖିଛି। କେସିଙ୍ଗା ରେଲୱେ ଷ୍ଟେଶନରୁ ଜଣେ ଯୁବକ ଗୋଟିଏ ବ୍ୟାଗରେ ଟଙ୍କା…
ଜାଲ୍ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ
ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍ କରିଥିବା ସିନାପାଲି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ସିନାପାଲି ବ୍ଲକ ଗଣ୍ତାବାହାଲି ପଞ୍ଚାୟତ ଉଚ୍ଚ…
ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି
ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ ବୋର୍ଡ ଲାଇଟ ଜଳୁଥିବା ବେଳେ କାର୍ଯ୍ୟାଳୟ ମୁଖ୍ୟ ଦ୍ୱାରରେ ତାଲା ପଡିଥିବା ଦେଖିବାକୁ…
Archives


