ବିଦ୍ୟୁତ୍ ଆଘାତରେ ଛାତ୍ରଙ୍କ ୨ ହାତ କଟିବା ଘଟଣା: କ୍ଷତିପୂରଣ ପାଇଁ ନିର୍ବାହୀ ଯନ୍ତ୍ରୀ, ଭାଜପା ନେତା ଯୁକ୍ତିତର୍କ
ଦିଗପହଣ୍ଡି,୨୬ା୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ କରପଡା ଗ୍ରାମର ୧୦ମ ଶ୍ରେଣୀ ଛାତ୍ର ରବି ବେହେରା ତାଙ୍କ ଘର ନିକଟସ୍ଥ ଜଣେ ବ୍ୟକ୍ତିଙ୍କ ନିର୍ମାଣାଧୀନ ଘର କାନ୍ଥରେ ଚଢ଼ି ଗତ ସେପ୍ଟେମ୍ବର ୬ ତାରିଖ ଭୋରରେ ଗଛରୁ ଫୁଲ ତୋଳୁଥିବା ବେଳେ ଉଚ୍ଚ…
ଭଞ୍ଜନଗର ଝିଅ ମଣିପୁର ଏସ୍ପି: ଚାରିଆଡୁ ଶୁଭେଚ୍ଛା
ଭଞ୍ଜନଗର,୨୬ା୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ବାସିନ୍ଦା କୃଷ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ବବିତାରାଣୀ ସ୍ବାଇଁ ମଣିପୁରର ଚାଣ୍ଡେଲ ଏସ୍୍ପି ଭାବେ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଖବର ଜଣାପଡିବା ପରେ ଭଞ୍ଜନଗର ବାସିନ୍ଦା ଖୁସିବ୍ୟକ୍ତ କରିଛନ୍ତି । ବବିତା…
ଧର୍ମଶାଳା ରାଜନୀତି ସରଗରମ: ପ୍ରଥମଥର ଏକାଠି ବସିଲେ ବିଧାୟକ, ବ୍ଲକ୍ ଅଧ୍ୟକ୍ଷ
ଧର୍ମଶାଳା/କାଏମା,୨୬ା୨(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି):ଧର୍ମଶାଳା ପଞ୍ଚାୟତ ସମିତିର ୯ମ ସାଧାରଣ ଅଧିବେଶନ ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଥମ ଥର ଏକାଠି ବସିଛନ୍ତି ବିଧାୟକ ହିମାଂଶୁ ଶେଖର ସାହୁ ଓ ବ୍ଲକ୍ ଅଧ୍ୟକ୍ଷ ପ୍ରଭାତ।…
ରାଜ୍ୟରେ ବଢ଼ୁଛି ସାଇବର ଅପରାଧ: ଡିଜିଟାଲ୍ ଆରେଷ୍ଟର ଶିକାର ହେଲେ କୁଳପତି
ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର(ସୁନିତ୍ ମିଶ୍ର),୨୬ା୨:ଗଞ୍ଜାମ ଜିଲାରେ ସାଇବର ଅପରାଧୀମାନେ ଜାଲ ବିଛାଇ ଚାଲିଛନ୍ତି। ବିଭିନ୍ନ ଆଳରେ ଏହି ଅଦୃଶ୍ୟ ଠକ ଗ୍ୟାଙ୍ଗ୍ ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକି ନେଉଛନ୍ତି। ସେ ଛାତ୍ର ହୁଅନ୍ତୁ କିମ୍ବା ଚାକିରିଆ କେହି ବି…
ପିଡିଏସ୍ ସାମଗ୍ରୀ ପାଇଁ ହିତାଧିକାରୀ ହନ୍ତସନ୍ତ:ଟଙ୍କିକିଆ ଚାଉଳ ପାଇଁ ଖର୍ଚ୍ଚାନ୍ତ
ଭବାନୀପାଟଣା,୨୬।୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ଏନଏସିରେ ପିଡିଏସ୍ ସାମଗ୍ରୀ ପାଇଁ ହିତାଧିକାରୀମାନେ ଏବେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଯାହାକୁନେଇ ସେମାନଙ୍କ ମଧ୍ୟରେ ତୀବ୍ର ଉଦବେଗ୍ ପ୍ରକାଶ ପାଇଛି। ଜୁନାଗଡ ଏନଏସିରେ ୧୨ଟି ୱାର୍ଡ ଥିବାବେଳେ ଏଥିରେ ୪୦୬୭ ଜଣ…
ମୁଖ୍ୟ ଡାକ୍ତରଖାନା, ମିଳୁନି ସର୍ବନିମ୍ନ ସ୍ବାସ୍ଥ୍ୟସେବା
ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ରେ ଜିଲା ମୁଖ୍ୟ ଡାକ୍ତରଖାନା ରହିଛି। ସହର ମଧ୍ୟରୁ ଏହି ଡାକ୍ତରଖାନାକୁ ଉଠାଇ ସେଠାରେ ନୂତନ ଭାବେ ନିର୍ମାଣ କରାଯାଇଛି। ତେବେ ପୁରୁଣା ମୁଖ୍ୟ ଡାକ୍ତରଖାନା ଭଳି ନୂତନ ମୁଖ୍ୟ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ମିଳୁ ନଥିବା…
୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ
ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍ଏମ୍ କବିତା କୁମାରୀ…
ମୋ ସ୍କୁଲ ଯୋଜନାରେ ଟଙ୍କା ଆତ୍ମସାତ: ପ୍ରଧାନଶିକ୍ଷକ ନିଲମ୍ବିତ
ହରଭଙ୍ଗା,୨୫।୨(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଚାରିଛକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଯୋଜନାରେ ହୋଇଥିବା କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ନିର୍ମଳ ରଣାଙ୍କୁ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଚାକିରିରୁ ନିଲମ୍ବନ କରିଛନ୍ତି। ଏହାସହିତ…
ଡୁଙ୍ଗୁରିପାଲିରେ ଦ୍ୱିତୀୟ ପର୍ଯ୍ୟାୟ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ଡୁଙ୍ଗୁରିପାଲି, ୨୫ା୨ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ୨୬ନମ୍ବର ଜାତୀୟ ରାଜପଥ ଡୁଙ୍ଗୁରିପାଲି ସହରରେ ଦ୍ୱିତୀୟ ପର୍ଯ୍ୟାୟ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ମଙ୍ଗଳବାର ଆରମ୍ଭ ହୋଇଛି। ଜାତୀୟ ରାଜପଥ ବିଭାଜନ ବିଭାଗ ଅନୁରୋଧରେ ଜିଲାପାଳଙ୍କ ଆଦେଶ କ୍ରମେ ଉଚ୍ଛେଦ ବେଳେ…
ଚାଷରେ ଜୈବ ପୋଷକର ବ୍ୟବହାରକୁ ଗୁରୁତ୍ୱ
ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ପାତ୍ରପାଲିଠାରେ ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଓ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ ଜୈବ ଉର୍ବରକ ମଡ଼େଲର ତାଲିମ ଏବଂ ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନ ଚାଷକ୍ଷେତ୍ରରେ ବିଭିନ୍ନ…
ଦୁର୍ଘଟଣାରେ ଦାଦା ମୃତ, ପୁତୁରା ଗୁରୁତର
କ.ନୂଆଗାଁ ୨୫ା୨(କାଳୀ ପ୍ରସାଦ ତ୍ରିପାଠୀ): କନ୍ଧମାଳ ଜିଲା କ.ନୁଆଗାଁ ଥାନା ୫୯ନଂ ଜାତୀୟ ପଥ କନ୍ଦିବାନ୍ଦା ନିକଟରେ ଏକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କ.ନୁଆଗାଁ ବ୍ଲକ ଅନ୍ତର୍ଗତ…
ଜାଗର ପୂର୍ବରୁ କପିଳାସରେ ଅଘଟଣ: ବ୍ରେକ୍ଫେଲ୍ ହୋଇ ଦୋକାନ ଭିତରେ ପଶିଗଲା ପୋଲିସ ବସ
ଢେଙ୍କାନାଳ,୨୫।୨(ରତନ ନାୟାର): ଜାଗର ଯାତ୍ରା ପୂର୍ବରୁ ପ୍ରସିଦ୍ଧ ଶୈବପୀଠ କପିଳାସରେ ଅଘଟଣ। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତାରେ ପୋଲିସମାନଙ୍କୁ ନେଇ ଫେରୁଥିବା ଏକ ଧଳା ରଙ୍ଗର ବସ ମଙ୍ଗଳବାର ସାରେ ବ୍ରେକ୍ ଫେଲ୍ ହୋଇ ଛକରେ ଥିବା ଦୋକାନ ଘର ଭିତରକୁ…

